ପ୍ରେମ, ପରକୀୟା ପ୍ରୀତି ପରେ ପ୍ରତାରଣା
କେନ୍ଦ୍ରାପଡ଼ା: ବିବାହର ୬ ବର୍ଷ ପରେ ମଧ୍ୟ ମହିଳା ପରପୁରୁଷ ପ୍ରେମରେ ପଡ଼ିଯାଇଥିଲେ । ସ୍ୱାମୀଙ୍କୁ ଛାଡ଼ି ପ୍ରେମିକ ସହ ହୋଇଥିଲେ ଫେରାର । ଶେଷରେ ହାତ ଛାଡ଼ିଦେଲା ପ୍ରେମିକ । ରାହା ଖୋଜୁଛନ୍ତି ମହିଳା । କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଥାନା ବରବଚ୍ଛା ଅଞ୍ଚଳରୁ ଆସିଛି ଏଭଳି ଖବର । ନ୍ୟାୟ!-->…
