Odia News Portal

CBSE, ICSE ମୂଲ୍ୟାୟନ ନିଷ୍ପତି କାଏମ

ନୂଆଦିଲ୍ଲୀ: ସିବିଏସଇ ଓ ଆଇସିଏସଇର ମୂଲ୍ୟାୟନ ପନ୍ଧତିକୁ ସୁପ୍ରିମକୋର୍ଟଙ୍କ କାଏମ । ଜନହିତକୁ ଦୃଷ୍ଟିରେ ରଖି ନିଷ୍ପତି ନିଆଯାଇଥିବା ସୁପ୍ରିମକୋର୍ଟ କହିଛନ୍ତି । ନିଷ୍ପତିକୁ ଚ୍ୟାଲେଞ୍ଜ କରି ସମସ୍ତ ଆବେଦନ ସୁପ୍ରିମକୋର୍ଟରେ ଖାରଜ ।

ଆଜିଠୁ ରାଜ୍ୟରେ ସବ-ଇନ୍ସପେକ୍ଟର ପଦବୀ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ଓଡ଼ିଶା ପୋଲିସରେ ୪୭୭ଟି ଏସଆଇ ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି । ପ୍ରଥମଥର ପାଇଁ ନିଜେ ନିଯୁକ୍ତି ଦେବାକୁ ଯାଉଛି ଓଡ଼ିଶା ପୋଲିସ । ବର୍ତ୍ତମାନ ସୁଦ୍ଧା ୨୮୩୧ ପ୍ରାର୍ଥୀ ରେଜିଷ୍ଟ୍ରେସନ କରିବା ସହ ୭୭୨ ଜଣ ଆବେଦନ କରିସାରିଛନ୍ତି । ତେବେ ପ୍ରଥମ ଥର ପାଇଁ…

WTC ଫାଇନାଲ: ଶେଷଦିନରେ ବର୍ଷା ସାଜିଲା ବାଧକ

ସାଉଥମ୍ପଟନ୍‌: ବିଶ୍ୱ ଟେଷ୍ଟ ଚାମ୍ପିୟନସିପରେ ଆଜି ହେଉଛି ପଞ୍ଚମ ଦିନ ଅଥବା ଶେଷ ଦିନ । ତେବେ ଆଜି ଖେଳ ଆରମ୍ଭରୁ ବର୍ଷା ହୋଇଛି । ବିଳମ୍ବରେ ଖେଳ ଆରମ୍ଭ ହେବ ବୋଲି ସୂଚନା ମିଳିଛି । ନ୍ୟୁଜିଲାଣ୍ଡ ୧୦୧ ରନରେ ୨ଟି ୱିକେଟ ଯାଇଛି । ରସ ଟେଲର ଓ କେନ ୱିଲିୟମନସନ ବ୍ୟାଟିଂ କରିବାକୁ ମଇଦାନକୁ…

ଟିଫିନ୍ ବୋମା ଜବତ

ମାଲକାନଗିରି : ସ୍ୱାଭିମାନ ଅଞ୍ଚଳରେ ବିଏସଏଫ ଓ ଏସଓଜିର ମିଳିତ ତଲାସି ଅଭିଯାନରେ ୨ଟି ଟିଫିନ ବୋମା ସହ ବିପୁଳ ମାଓ ଅସ୍ତ୍ରଶସ୍ତ୍ର ଜବତ ହୋଇଥିବା ନେଇ ଆଜି ଖବର ମିଳିଛି। ସ୍ୱାଭିମାନ ଅଞ୍ଚଳର କେନ୍ଦୁଗୁଡ଼ା ଗାଁ ନିକଟରୁ ଏହି ଟିଫିନ ବୋମା ଜବତ କରାଯାଇଛି। ଯବାନମାନେ କୁମ୍ବିଂ ଅପରେସନ…

ରାଜ୍ୟରେ ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର: ଆସନ୍ତା ୨୦୨୨ ହେବ ପଞ୍ଚାୟତ ନିର୍ବାଚନ । ମାର୍ଚ୍ଚ ୧୦ ତାରିଖ ୨୦୨୨ରେ ଶେଷ ହେବାକୁ ଯାଉଛି ପଞ୍ଚାୟତ ପ୍ରତିନିଧିଙ୍କ କାର୍ଯ୍ୟକାଳ । ତେବେ ରାଜ୍ୟ ନିବାଚନ କମିଶନଙ୍କ ସଚିବ ରାଜ୍ୟ ସରକାରଙ୍କୁ ଚିଠି ଲେଖି ଜଣାଇଛନ୍ତି କି ଏହାପୂର୍ବରୁ ସଂରକ୍ଷଣ ପ୍ରକିୟା ଓ ସମୟ ନିର୍ଦ୍ଧାରଣ…

ମହଙ୍ଗା ପଡ଼ିପାରେ ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟର ଚିରା

ଅନୁଗୁଳ: ଟିକାକେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟର ଲଗାଯିବାକୁ ନେଇ ପ୍ରତିବାଦ ଆରମ୍ଭ କରିଛି ବିଜେପି । ତେବେ ଗତକାଲି ଅନୁଗୁଳରେ ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟର ଚିରି ଦେଇଥିଲେ ବିଜେପି କର୍ମୀ । ଆଜି ଏନେଇ ଥାନାରେ ଫେରାଦ ଦେଇଛନ୍ତି ବିଜେଡ଼ି କର୍ମୀ । ସେପଟେ ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ…

ବଲାଙ୍ଗୀରର ବିକ୍ରମଙ୍କୁ ବ୍ୟବସାୟୀରୁ କିଏ କରିଦେଲା ପାଗଳ ପ୍ରେମୀ

ଭୁବନେଶ୍ୱର: ବିକ୍ରମ ହାତରେ କିଏ ଧରାଇଲା ବନ୍ଧୁକ ? ବ୍ୟବସାୟୀକୁ କିଏ କରିଦେଲା ବେକାର ? ସାଧାସିଧା ପ୍ରେମିକକୁ କିଏ କରିଦେଲା ପାଗଳପ୍ରେମୀ ? ଏମିତି ଅନେକ ଅସମାପ୍ତ ପ୍ରଶ୍ନର ଉତର ଖୋଜୁଛି ପୁରୁଷର ପ୍ରେମ… । ବନ୍ଧୁକ ମୁନରେ ପ୍ରେମିକାର ସମ୍ପର୍କୀୟଙ୍କୁ ବନ୍ଧକ ରଖିଥିବା ଅଭିଯାଗରେ ଜେଲ୍…

ଲୁଟିନେଲେ ଲକ୍ଷାଧିକ ଟଙ୍କାର ମୋବାଇଲ

ଭୁବନେଶ୍ୱର: ରାତି ଅଧରେ ଦୋକାନ କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ମୋବାଇଲ । ଭୁବନେଶ୍ୱର ଉପକଣ୍ଠ ବାଳକାଟି ବଜାରରେ ଥିବା ମୋହନ ଆଚାର୍ଯ୍ୟଙ୍କ ଦୋକାନରୁ ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି । ପୋଲିସ ଖବର ପାଇ ଛାନଭିନ୍ ଆରମ୍ଭ କରିଛି । ତେବେ ଚୋରୀ କରୁଥିବାର ଭିଡ଼ିଓ ସାମନାରେ ଥିବା…

ଆକ୍ସନ ମୁଡ଼ରେ ଗଞ୍ଜାମ ଜିଲ୍ଲାପାଳ, ଟିକା ନ ନେଲେ ଦୋକାନ ବନ୍ଦ

ଗଞ୍ଜାମ: ପୁଣି ଚର୍ଚ୍ଚାରେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ । ସବୁବେଳେ ନିଆରା ନିଷ୍ପତି ଲାଗି ସେ ଚର୍ଚ୍ଚାରେ ରହିଥାନ୍ତି । ତେବେ ଆଜି ପୁଣି ଏକ ନୂଆ ନିର୍ଦ୍ଦେଶ ଜାରି କରିଛନ୍ତି ଜିଲ୍ଲାପାଳ । ଏଣିକି ସମସ୍ତ ଦୋକାନୀ ଟିକା ନେବା ବାଧ୍ୟତା ମୂଳକ କରିଛନ୍ତି । ଟିକା ନଦେଲେ ଦୋକାନ…

ଜେଲରେ କଏଦୀର ଆତ୍ମହତ୍ୟା

ଯାଜପୁର: ଜେଲରେ ବିଚାରାଧିନ କଏଦୀର ଆତ୍ମହତ୍ୟା । ଯାଜପୁର ରୋଡ ଉପ କାରାଗାର ପରିସରରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କଲେ ବିଚାରାଧୀନ କଏଦୀ । ଏକ ଚୋରି ଘଟଣାରେ ଚଳିତ ମାସ ୧୩ ତାରିଖରେ ଗିରଫ ହୋଇ ବିଚାରାଧିନ କଏଦୀ ଭାବେ ରଗଡି ଉପ କାରାଗାରର କ୍ୱାରେଣ୍ଟାଇନ ହଲ୍ ରେ ଥିଲେ ଏସକେ ହନିଫ…