ଦେବସ୍ନାନ ପୂର୍ଣ୍ଣିମା ଲାଗି ଶ୍ରୀକ୍ଷେତ୍ରରେ ଲାଗୁ ହେବ ୧୪୪ ଧାରା
ପୁରୀ: ସ୍ନାନ ପୂର୍ଣ୍ଣିମା ଅବସରରେ ପୁରୀର ବିଭିନ୍ନ ସ୍ଥାନରେ ଜାରି ହୋଇଛି ୧୪୪ ଧାରା । ଜନସମାଗମକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନେଇଛି ଜିଲ୍ଲା ପ୍ରଶାସନ । ଆସନ୍ତା ୨୩ ତାରିଖ ରାତି ୧୦ଟାରୁ ୨୫ ତାରିଖ ଭୋର ୨ଟା ଯାଏ ବଳବତ୍ତର ରହିବ । କେବଳ ଅନୁମତିପ୍ରାପ୍ତ ବ୍ୟକ୍ତିବିଶେଷଙ୍କ ବ୍ୟତୀତ!-->…
