ଆସନ୍ତାକାଲି ପୂର୍ବାହ୍ନ ସାଢ଼େ ୧୦ଟା ଯାଏ ବିଧାନସଭାକୁ ମୁଲତବୀ ଘୋଷଣା କଲେ ବାଚସ୍ପତି
ଆସନ୍ତାକାଲି ପୂର୍ବାହ୍ନ ସାଢ଼େ ୧୦ଟା ଯାଏ ବିଧାନସଭାକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ। ଶୋକ ପ୍ରସ୍ତାବ ଆଗତ ହେବା ପରେ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ଆଜି ଥିଲା ବଜେଟ ଅଧିବେଶନର ପ୍ରଥମ ଦିନ। ଆଜି ବଜେଟ୍ ଅଧିବେଶନରେ ରାଜ୍ୟପାଳ ଡକ୍ଟର ହରିବାବୁ!-->…
