Odia News Portal

କର୍ମଜୀବୀ ସାମ୍ବାଦିକଙ୍କୁ ଅନୁକମ୍ପା ରାଶି ଓ ଅ।ର୍ଥିକ ସହାୟତା ପ୍ରଦାନ

ଭୁବନେଶ୍ୱର : ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ୭ ଜଣ କର୍ମଜୀବୀ ସାମ୍ବାଦିକଙ୍କୁ ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ଭିନ୍ନ ଭିନ୍ନ କାରଣ ପାଇଁ ଅନୁକମ୍ପା ରାଶି ଓ ଅ।ର୍ଥିକ ସହାୟତା ବାବଦକୁ ୫୫ ଲକ୍ଷ ୫୦ ହଜାର ଟଙ୍କା ପ୍ରଦାନ କରିଛନ୍ତି । ସେଥି

କୋଭିଡ ସଂକ୍ରମିତ ନକ୍ସଲ୍ ମୃତ, ନାଟକୀୟ ଢଙ୍ଗରେ ୩ ଗିରଫ

ମାଲକାନଗିରି :  ଏବେ ଯବାନଙ୍କ ଗୁଳିମାଡକୁ ଭୟ କରୁନାହାଁନ୍ତି ମାଓବାଦୀ । କାହିଁକି ନା ସେମାନଙ୍କୁ ଗୁଳିମାଡ ନୁହେଁ ବରଂ କରୋନା ଭାଇରସ୍ କରୁଛି ଏନ୍‌କାଉଣ୍ଟର । ସତ ପ୍ରମାଣିତ ହେଲା ଓଡିଶା ଓ ଛତିଶଗଡ ରାଜ୍ୟ ପୋଲିସର ସୂଚନା । ମାଓ କ୍ୟାମ୍ପରେ ଆତଙ୍କ ଖେଳାଇଛି କରୋନା ସଂକ୍ରମଣ ।ଆଜି

ସ୍ଥାୟୀ ବାତ୍ୟା ନିରୋଧୀ ଭିତ୍ତିଭୂମି ପାଇଁ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦାବି

ଭୁବନେଶ୍ୱର: ପ୍ରଧାମନ୍ତ୍ରୀଙ୍କର ବାତ୍ୟା ସମୀକ୍ଷା ବୈଠକରେ ଓଡ଼ିଶାରେ ସ୍ଥାୟୀ ଦୀର୍ଘ ମିଆଦି ବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ ଗୁରୁତ୍ୱପୂର୍ଣ୍ଣ ଦାବି ରଖିଛନ୍ତି।ଓଡ଼ିଶା ବାରମ୍ବାର ବାତ୍ୟା ଦ୍ୱାରା ପ୍ରଭାବିତ ହେଉଥିବାରୁ ଏକ ଦୀର୍ଘ ମିଆଦି ବ୍ୟବସ୍ଥା କରିବା ପାଇଁ

ସୁଶାନ୍ତ ସିଂ ରାଜପୁତ ଡ୍ରଗ୍ସ ମାମଲା: ସିଦ୍ଧାର୍ଥ ପିଥାନି ଗିରଫ

ନୂଆଦିଲ୍ଲୀ: ଏକ ପ୍ରମୁଖ କାର୍ଯ୍ୟାନୁଷ୍ଠାନକ୍ରମେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଶୁକ୍ରବାର ଦିନ ଡ୍ରଗ୍ସ ମାମଲାରେ ବଲିଉଡର ସ୍ୱର୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଫ୍ଲାଟମେଟ ସିଦ୍ଧାର୍ଥ ପିଥାନିଙ୍କୁ ଗିରଫ କରିଛି। ଏନସିବି ଅଧିକାରୀ କହିଛନ୍ତି ଯେ, ହାଇଦ୍ରାବାଦରୁ

ଝାଡ଼ଖଣ୍ଡରେ ପ୍ରବଳ ବର୍ଷା, ଫୁଲୁଛି ସୁବର୍ଣ୍ଣ ରେଖା

ଭୁବନେଶ୍ବର : ବାତ୍ୟା ୟାସ୍ ପ୍ରଭାବରେ ଝାଡ଼ଖଣ୍ଡରେ ପ୍ରବଳ ବର୍ଷା ହୋଇଛି ।ଫଳରେ ଝାଡଖଣ୍ଡରୁ ବହୁ ଜଳ ଆସିବା କାରଣରୁ ସୁବର୍ଣ୍ଣ ରେଖା ନଦୀରେ ବଢୁଛି ଜଳସ୍ତର । ଉପର ମୁଣ୍ଡାରେ ପ୍ରବଳ ପାଣି ପ୍ରବାହିତ ହେଉଥିବା ବେଳେ ଏବେ ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା କରାଯାଉଛି । ବାଲିଆପାଳ ପ୍ରଶାସନ

ଭୁବନେଶ୍ୱର ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଓଡ଼ିଶାର ବାତ୍ୟା ପ୍ରଭାବିତ ଅଞ୍ଚଳର ଏରିୟାଲ ସର୍ଭେ କରିବା ସହ ସ୍ଥିତିର ସମୀକ୍ଷା କରିବେ ମୋଦୀ । ତେବେ ପ୍ରଧାନମନ୍ତ୍ରୀଙ୍କ ସ୍ୱାଗତ ନିମନ୍ତେ ବହୁ ବିଶିଷ୍ଟ ମାନ୍ୟଗଣ୍ୟ ବ୍ୟକ୍ତି ଯଥା

ଆଜି ବାତ୍ୟା ପ୍ରଭାବିତ ଅଞ୍ଚଳର ଏରିୟାଲ ସର୍ଭେ କରିବେ ମୋଦୀ

ଭୁବନେଶ୍ୱର: ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବାତ୍ୟା ପ୍ରଭାବିତ ଅଞ୍ଚଳର ଏରିୟାଲ ସର୍ଭେ କରିବା ସହ ସ୍ଥିତିର ସମୀକ୍ଷା କରିବେ ମୋଦୀ । ସକାଳ ୮ଟା ୫୦ରେ ନୂଆଦିଲ୍ଲୀରୁ ବାହାରି ୧୦ଟା ୫୦ରେ ଭୁବନେଶ୍ୱର ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ପହଁଚିବାର ସମୟ ଧାର୍ଯ୍ୟ