Odia News Portal

ସାଇ ବାବାଙ୍କ ଭକ୍ତିଭରା ଟ୍ରାକରେ ୱାରିନା ହୁସେନ୍

ନୂଆଦିଲ୍ଲୀ: ମ୍ୟୁଜିକ୍ ମାଷ୍ଟ୍ରୋ ଏ ଆର୍ ରହମାନ 99 ଗୀତ ସହିତ ନିର୍ମାତା ତଥା ସହ-ଲେଖକ ଭାବରେ ଡେବ୍ୟୁ କରିଥିଲେ, ଯାହା ବର୍ତ୍ତମାନ ନେଟଫ୍ଲିକ୍ସରେ ପ୍ରସାରଣ ହେଉଛି | ଏହାକୁ ବିଶ୍ବେସ କୃଷ୍ଣମୁର୍ତ୍ତି ନିର୍ଦ୍ଦେଶନା ଦେଇଛନ୍ତି। ଅଭିନେତ୍ରୀ ୱାରିନା ହୁସେନ୍ 99 ଗୀତରେ ଏକ କେମିଓ ରୂପରେ

କରୋନାରେ ପ୍ରାଣ ହରାଇଥିବା ସାମ୍ବାଦିକଙ୍କ ପରିବାରକୁ କେନ୍ଦ୍ରର ଆର୍ଥିକ ସହାୟତା

.ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସାମ୍ବାଦିକ କଲ୍ୟାଣ ଯୋଜନାରେ ପ୍ରତ୍ୟେକ ପରିବାର ପାଇବେ ପାଞ୍ଚ ଲକ୍ଷ ଟଙ୍କା .ପ୍ରତି ସପ୍ତାହରେ ବସିବ ସାମ୍ବାଦିକ କଲ୍ୟାଣ ଯୋଜନା ବୈଠକ

ୟାସ୍ ଯୋଗୁଁ ଇସ୍ପାତ କିମ୍ବା ଅମ୍ଳଜାନ ଉତ୍ପାଦନ ବାଧାପ୍ରାପ୍ତ ହୋଇନାହିଁ

ନୂଆଦିଲ୍ଲୀ : ସାମୁଦ୍ରିକ ଝଡ ୟାସର ସମ୍ଭାବ୍ୟ ପ୍ରଭାବକୁ ଦୃଷ୍ଟିରେ ରଖି ଗତ ୨୩ ତାରିଖ ଦିନ  ଶିଳ୍ପ ଏବଂ ଆଭ୍ୟନ୍ତରୀଣ ବାଣିଜ୍ୟ ଉନ୍ନୟନ ବିଭାଗ ଓ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଇସ୍ପାତ ଉତ୍ପାଦନକାରୀ ପ୍ରତିଷ୍ଠାନଗୁଡିକ ସହିତ ମନ୍ତ୍ରଣାଳୟର ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା ।

ପୁନର୍ଗଠନ ଓ ପୁନରୁଦ୍ଧାର ପ୍ରକ୍ରିୟାକୁ ନବୀନଙ୍କ ଗୁରୁତ୍ୱ

ଭୁବନେଶ୍ୱର : ୭ ଦିନ ମଧ୍ୟରେ ବାତ୍ୟା ପ୍ରଭାବିତ ଜିଲ୍ଲା ଗୁଡିକରେ ଭାଙ୍ଗି ଯାଇଥିବା ଘର ଗୁଡିକ ସଂପର୍କରେ ଆକଳନ କରି ରିପୋର୍ଟ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଦଶ ଦେଇଛନ୍ତି । ସେହିପରି ବୈତରଣୀ ନଦୀର ତଳ ଅଂଚଳରେ ବନ୍ୟା ଆସିବାର ସମ୍ଭାବନା ଥିବାରୁ ପ୍ରଶାସନ ସତର୍କ ଦୃଷ୍ଟି

ବଡେ ମିଆଁ ତୋ ବଡେ ମିଆଁ, ଛୋଟେ ମିଆଁ ସୁଭାନ ଆଲ୍ଲା …

ଭୁବନେଶ୍ୱର () ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ଦଳର ନେତା ଓ କର୍ମୀ । ନେତାମାନେ ବିପର୍ଯ୍ୟୟ ସମୟରେ ବି ଲୋକଙ୍କ ସହ ରହିଛନ୍ତି । ପ୍ରଭାବିତ ଲୋକଙ୍କୁ ସହଯୋଗର ହାତ ବଢ଼ିଛନ୍ତି।  ସରକାରଙ୍କ ସହ କାନ୍ଧରେ କାନ୍ଧ ମିଶାଇ ଦୁର୍ଦ୍ଦିନରେ ଲୋକଙ୍କ ସୁଖ ଦୁଃଖର ସାଥି

‘ୟାସ’ କ୍ଷୟକ୍ଷତି ପ୍ରାଥମିକ ରିପୋର୍ଟ ମାଗିଲେ କୃଷି ମନ୍ତ୍ରୀ

ଭୁବନେଶ୍ୱର : ବାତ୍ୟା "ୟାସ୍’ ପ୍ରଭାବିତ ଜିଲ୍ଲାଗୁଡ଼ିକରେ କୃଷି ଓ ଅ।ନୁଷଙ୍ଗିକ କୃଷି କ୍ଷେତ୍ରରେ ହୋଇଥିବା କ୍ଷୟକ୍ଷତିର ଅ।କଳନ କରି ଏକ ପ୍ରାଥମିକ ରିପୋର୍ଟ ତୁରନ୍ତ ପ୍ରଦାନ କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ

ସମ୍ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର

ଭୁବନେଶ୍ୱର : ୪୧ ବର୍ଷିୟ ଜଣେ ବ୍ୟକ୍ତିଙ୍କର ଶରୀରରେ ବିରଳ ଅସ୍ତ୍ରୋପଚାର କରିବାରେ ସଫଳ ହୋଇଛନ୍ତି ସମ୍ ହସ୍ପିଟାଲର ଶଲ୍ୟ ଚିକିତ୍ସକ । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚୁ୍ୟଟ୍ ଅଫ ମେଡିକାଲ ଆଣ୍ଡ ସମ୍ ହସ୍ପିଟାଲରେ ଭର୍ତି ହୋଇଥିବା ଏହି ରୋଗୀଙ୍କର ବାମପଟ ଆଡି୍ରନାଲ୍

ଭାରତୀୟ ତଟରକ୍ଷୀ ବାହିନୀର ସତର୍କତାମୂଳକ ପଦକ୍ଷେପ ବଞ୍ଚାଇଲା ବହୁ ଜୀବନ

ନୂଆଦିଲ୍ଲୀ : ଅତି ଭୀଷଣ ସାମୁଦ୍ରିକ ଝଡ଼ ‘ୟାସ’ ଓଡ଼ିଶା ଉପକୂଳ ବାଲେଶ୍ବର ଠାରୁ ଦକ୍ଷିଣରେ 20 କିମି ଦୂରରେ ସ୍ଥଳ ଭାଗରେ ମାଡ଼ ହୋଇଥିଲା। ତେବେ ଭାରତୀୟ ତଟରକ୍ଷୀ ବାହିନୀ ପକ୍ଷରୁ ପୂର୍ବ ସାମୁଦ୍ରିକ କ୍ଷେତ୍ର ଏବଂ ଆଣ୍ଡାମାନ ଓ ନିକୋବର ଦ୍ବୀପସମୂହ ଅଞ୍ଚଳରେ ବ୍ୟାପକ ଆଗୁଆ ସତର୍କତାମୂଳକ