Sign in
Sign in
Recover your password.
A password will be e-mailed to you.
ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ
ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶା ଆସି ବାତ୍ୟା ୟାସର କ୍ଷୟକ୍ଷତି ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀ ମୋଦୀ ଆସନ୍ତାକାଲି ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାକୁ ଆକାଶମାର୍ଗରୁ ବୁଲି ଦେଖିବା ସହିତ ବାତ୍ୟା ସ୍ଥିତି ସମୀକ୍ଷା କରିବେ । ଏହାପରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ଆସି!-->…
ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ବାତ୍ୟା ପ୍ରଭାବିତ ଅଞ୍ଚଳରେ ପ୍ରାୟ ୧ ଘଣ୍ଟା ଧରି ଅନୁଧ୍ୟାନ କଲେ ।
ଗତକାଲି ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ।!-->!-->!-->!-->!-->…
ୟାସ୍ ପାଇଁ କମିଲା ସଂକ୍ରମଣ: ଆଜି ୬୭୩୬ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ଓଡ଼ିଶାରେ ତାଣ୍ଡବ ରଚିଛି ବାତ୍ୟା ୟାସ୍ । ଆଉ ଇତି ମଧ୍ୟରେ ସମ୍ଭାବ୍ୟ ବାତ୍ୟା ୟାସ୍ କାରଣରୁ ଆଜି ସଂକ୍ରମଣର ମାତ୍ରା କମିଛି ।ବାତ୍ୟା କାରଣରୁ ଟେଷ୍ଟିଂ କମିଥିବା ସମୟରେ ଆଜି ସଂକ୍ରମଣର ମାତ୍ରା ମଧ୍ୟ କମିଛି ।ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୬୭୩୬ କରୋନା ପଜିଟିଭ୍ ଚିହ୍ନଟ!-->…
ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟା ' ୟାସ୍ 'ର ତାଣ୍ଡବ ପରେ ସାରା ଉତ୍ତର ଓଡ଼ିଶା ଜଳମଗ୍ନ ହୋଇ ରହିଛି ।ତେବେ ଏନେଇ ଆଜି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ରାଇଜ ମୁଖିଆ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଆଜି ଦିନ ସାଢେ ୧୨ଟା ସମୟରେ ବାତ୍ୟା ପ୍ରଭାବିତ!-->…
ବାଲେଶ୍ୱରରେ ତଦାରଖ କରିବେ ଖାଦ୍ୟ ଯୋଗାଣ ମନ୍ତ୍ରୀ
ଭୁବନେଶ୍ୱର : ବାତ୍ୟା ପରବର୍ତୀ ଉଦ୍ଧାର ଓ ସହାୟତା କାର୍ଯ୍ୟର ତଦାରଖ କରିବାକୁ ରାଜ୍ୟ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ବାଲେଶ୍ୱର ଗସ୍ତରେ ଯାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିଦେ୍ର୍ଦଶକ୍ରମେ ସେ ବାଲେଶ୍ୱର ଯାଇଛନ୍ତି । ବାତ୍ୟା ୟାସ୍ କ୍ରମଶଃ ଦୁର୍ବଳ ହେଉଥିଲେ ବି!-->…
କମିବ ବର୍ଷା ପ୍ରକୋପ
ଭୁବନେଶ୍ୱର : ଭେରି ସିଭିୟର ସାମୁଦ୍ରିକ ବାତ୍ୟା ୟାସ୍ ଉତର-ଉପକୂଳ ଓଡିଶାରୁ ଉତର-ଉତର ପଶ୍ଚିମ ଦିଗକୁ ଗତି କରୁଛି । ଗତ ୬ ଘଂଟା ମଧ୍ୟରେ ବାତ୍ୟାର ବେଗ ଘଂଟା ପ୍ରତି ୧୦ କିମି ରହିଛି ।ଏହାକ୍ରମଶଃ ଦୁର୍ବଳ ହେବାରେ ଲାଗିଛି । ତେବେ ଏହା ପ୍ରଭାବରେ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି!-->…
ଭୁବନେଶ୍ୱରରେ ଆଜିଠୁ ହେବ ଟିକାକରଣ
ଭୁବନେଶ୍ୱର : ବାତ୍ୟା ପାଇଁ ବୁଧବାର ଦିନ ରାଜଧାନୀ ଭୁବନେଶ୍ୱରରେ କୋଭିଡ୍ ଟିକାକରଣ ବନ୍ଦ ରହିଥିବା ବେଳେ ଗୁରୁବାର ଓ ଶୁକ୍ରବାର ସ୍ୱାଭାବିକ ଭାବେ ଟିକାଦାନ କାର୍ଯ୍ୟ ହେବ । ବିଏମସି ପକ୍ଷରୁ ଏହି ସୂଚନା ଦିଆଯାଇଛି । ବିଏମସିର ସୂଚନା ଅନୁଯାୟୀ ୨୭ ଓ ୨୮ ତାରିଖ ଦିନ ପୂର୍ବ ଧାର୍ଯ୍ୟ ସମୟ!-->…
ଭୁବନେଶ୍ୱର ଏୟାରପୋର୍ଟରେ ବିମାନ ଚଳାଚଳ ସ୍ୱାଭାବିକ
ଭୁବନେଶ୍ୱର : ବାତ୍ୟା ଯିବା ପରେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ବୁଧବାର ସନ୍ଧ୍ୟା ୭ଟାରୁ ବିମାନ ଚଳାଚଳ ପୁଣି ଥରେ ସ୍ୱାଭାବିକ ହୋଇଛି । ଟ୍ୱିଟ୍ ଯୋଗେ ଏହି ସୂଚନା ଦେଇ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର କର୍ତୃପକ୍ଷ କହିଛନ୍ତି ଯେ,!-->…
