Odia News Portal

ପ୍ରେମିକର ଘର ସାମନାରେ ଧାରଣା ଦେଲା ପ୍ରେମିକା

ବଲାଙ୍ଗୀର: ପ୍ରେମରେ ବାଧକ ସାଜିଛି ଜାତିପ୍ରଥା । ପ୍ରେମିକକୁ ବିଶ୍ୱାସ କରି ସବୁକିଛି ଦାନ କରି ଦେଇଥିଲା । ହେଲେ ଅନ୍ୟତ୍ର ବିବାହ କରିବାକୁ ଯାଉଛି ପ୍ରେମିକ । ଶେଷରେ ସବୁଆଡ଼ୁ ଦୌଡ଼ି ଦୌଡ଼ି ନୟାନ୍ତ ହେବା ପରେ ନ୍ୟାୟ ପାଇଁ ପ୍ରେମିକର ଘର ସାମନାରେ ଧାରଣା ଦେଲେ ଯୁବତୀ । ମୋ ପ୍ରେମିକକୁ…

ଦେଶରେ ୬ଟି ଡେଲଟା ପ୍ଲସ ମାମଲା ଚିହ୍ନଟ

ନୂଆଦିଲ୍ଲୀ: ସାରା ଦେଶରେ ୬ଟି ଡେଲ୍ଟା ପ୍ଲସ ମାମଲା ଚିହ୍ନଟ ହୋଇଛି।ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗରୁ ଗୋଟିଏ ଲେଖାଏଁ ଡେଲ୍ଟା ପ୍ଲସ ଚିହ୍ନଟ ହୋଇଛି ବୋଲି ଜୀବ ବିଜ୍ଞାନ ପ୍ରତିଷ୍ଠାନ(ଆଇଏଲଏସ) ନିର୍ଦେଶକ ଅଜୟ ପରିଡ଼ା ସୂଚନା ଦେଇଛନ୍ତି। ଆଇସିଏମଆର ରିପୋର୍ଟ ଅନୁସାରେ ୦.୦୪% ପ୍ରଥମ ଡୋଜ ପରେ…

ଗେମ୍ ଖେଳିବାକୁ ବାପାଙ୍କୁ ମୋବାଇଲ ମାଗିଥିଲା ପୁଅ, ନଦେବାରୁ ଆତ୍ମହତ୍ୟା କଲା ନାବାଳକ

ବାଲେଶ୍ୱର: ଗେମ୍ ଖେଳିବା ଲାଗି ବାପାଙ୍କୁ ମୋବାଇଲ ମାଗିଥିଲା ପୁଅ । ବାପା ମୋବାଇଲ ନଦେବାରୁ ବେକରେ ରଶି ଲଗାଇ ଆତ୍ମହତ୍ୟା କଲେ ନାବାଳକ । ବାଲେଶ୍ୱର ଜିଲ୍ଲା ବାହାନଗା ଥାନା କୁରୁଡ଼ା ଗାଁରୁ ଆସିଛି ଏଭଳି ଚିତ୍ର । ପରିବାର ଲୋକେ ପୁଅକୁ ଉଦ୍ଧାର କରି ଗୁରୁତର ଅବସ୍ଥାରେ ସୋର ମେଡିକାଲରେ…

ରୋହିତଙ୍କ ପଛେ ପଛେ ପାଭିଲିୟନ ଫେରିଲେ ଗିଲ୍‌

ସାଉଥମ୍ପଟନ୍‌: ପ୍ରଥମ ସେସନରୁ ଭାରତକୁ ଝଟକା । ୨୬ ଓଭର ମଧ୍ୟରେ ୨ଟି ୱିକେଟ ବିନିମୟ କରିସାରିଲାଣି ଭାରତ । ପ୍ରଥମେ ରୋହିତ ଶର୍ମା ଆଉଟ୍ ହୋଇଥିବା ବେଳେ ପରେ ଶୁଭମନ ଗିଲ ଆଉଟ୍ ହୋଇ ପାଭିଲିୟନ ଫେରିଛନ୍ତି । ରୋହିତ ୬୮ ବଲରୁ ୩୪ ରନ କରିଥିବା ବେଳେ ଗିଲ ୬୪ଟି ବଲରୁ ୨୮ ରନ କରିଛନ୍ତି । ସେ…

୧୦ଦିନର ଶିଶୁକୁ ୧୦ ହଜାର ଟଙ୍କାରେ ବିକ୍ରି, ଉଦ୍ଧାର କଲା ଚାଇଲ୍ଡ ଲାଇନ୍‌

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆସିଛି ଶିଶୁ ବିକ୍ରି କରୁଥିବାର ଚିତ୍ର । ଜଣେ ୧୦ଦିନର ଶିଶୁକୁ ୧୦ ହଜାର ଟଙ୍କାରେ ବିକ୍ରି କରିଥିଲେ ବାପା । ସୋସିଆଲ ମିଡିଆରେ ପ୍ରଥମେ ଏହି ଖବର ଭାଇରାଲ ହୋଇଥିଲା । ଏହାପରେ ତତ୍ପର ହୋଇଥିଲା ଚାଇଲ୍ଡ ଲାଇନ୍ । ସନ୍ତାନ ସନ୍ତତି ହେଉନଥିବା ଜଣେ ମହିଳା…

ଭାରତକୁ ଲାଗିଲା ପ୍ରଥମ ଝଟକା

ସାଉଥମ୍ପଟନ୍‌: ବିଶ୍ୱ ଟେଷ୍ଟ ଚାମ୍ପିୟନସିପ ଫାଇନାଲ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଥିବା ଟିମ୍ ଇଣ୍ଡିଆକୁ ଲାଗିଛି ପ୍ରଥମ ଝଟକା । ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ୩୪ ରନ କରି ଫାଭିଲିୟନକୁ ଫେରିଛନ୍ତି । ତାଙ୍କୁ ନ୍ୟୁଜିଲାଣ୍ଡର ଦ୍ରୃତ ବୋଲର ଜେମିନସନ କ୍ୟାଚ ଆଉ କରିଛନ୍ତି । ଦ୍ୱିତୀୟ…

ରଥଯାତ୍ରାକୁ ନେଇ ରାଜନୀତି

ଭୁବନେଶ୍ୱର: ଆସନ୍ତା ମାସ ୧୪ ତାରିଖରେ ହେବ ରଥଯାତ୍ରା । ତେବେ ଚଳିତ ବର୍ଷ କେବଳ ପୁରୀରେ ହେବ ରଥଯାତ୍ରା । ବିନା ଭକ୍ତରେ ପୂର୍ବ ବର୍ଷ ଚଳିତ ବର୍ଷ ମଧ୍ୟ ରଥଟଣା ହେବ । ତେବେ ରାଜ୍ୟର ଅନ୍ୟ ମନ୍ଦିର ଗୁଡ଼ିକରେ ରଥଯାତ୍ରା କରାଯିବା ନେଇ ବିଭିନ୍ନ ମହଲରୁ ପ୍ରତିକ୍ରିୟା ଆସୁଛି । ଏହାରି ଭିତରେ…

ବାପାକୁ ମାରିଦେଲା ମଦୁଆ ପୁଅ

ବାଲେଶ୍ୱର: ମଦୁଆ ପୁଅର ଉନ୍ମୁକ୍ତ କାଣ୍ଡ । ନିଶାରେ ଅମଣିଷ ହୋଇଯାଇଛି ନର ରାକ୍ଷସ । ନିଜ ଜନ୍ମକଲା ବାପାକୁ ହାଣି ଦେଇଥିବା ଅଭିଯୋଗ ହୋଇଛି । ବାଲେଶ୍ୱର ଜିଲ୍ଲା ଔପଦା ଥାନା ପାଇକପଡ଼ାରୁ ଆସିଛି ଏଭଳି ଖବର । ପୋଲିସ ଅଭିଯୁକ୍ତ ଶ୍ରୀକାନ୍ତ ନାୟକୁ ଗିରଫ କରିଥିବା ବେଳେ ମୃତଦେହକୁ ଉଦ୍ଧାର କରି…

କରୋନା ଜନିତ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ଶ୍ୱେତପତ୍ର ପ୍ରଦାନ କରିବାକୁ ଦାବି କଲା ବିଜେପି

ଭୁବନେଶ୍ୱର: କରୋନା ମୃତ୍ୟୁକୁ ନେଇ ବିଜେପି ବିଧାୟକ ମୋହନ ମାଝୀ ପ୍ରେସମିଟ୍ ଜରିଆରେ ମତ ରଖିଛନ୍ତି । ସେ ଏଥିରେ କରୋନାଜନିତ ମୃତ୍ୟୁ ରିପୋର୍ଟକୁ ନେଇ ପ୍ରଶ୍ନ କରିଛନ୍ତି । ସେ କହିଛନ୍ତି ଯେ, ଗଣମାଧ୍ୟମ ପରିସଂଖ୍ୟାନ ଓ ସରକାରଙ୍କ ପରିସଂଖ୍ୟାନରେ ତାଳମେଳ ଖାଉନି । ଓଡ଼ିଶାରେ ସ୍ୱାସ୍ଥ୍ୟ…

ବାଇକ୍ ସାଇଡ ମରାକୁ ନେଇ ଗୋଷ୍ଠୀ ସଙ୍ଘର୍ଷ

ଭଦ୍ରକ: ଝିମିଟି ଖେଳରୁ ମହାଭାରତ ହେବା ଭଳି ସାମାନ୍ୟ କଥାରୁ ଗୋଷ୍ଠୀ କନ୍ଦଳ ଦେଖିବାକୁ ମିଳିଛି । ବାଇକ ସାଇଡ ମରାକୁ ନେଇ ଦୁଇ ଗାଁ ମଧ୍ୟରେ ଗୋଷ୍ଠୀ କନ୍ଦଳ ହୋଇଥିବା ଦେଖିବାକୁ ମିଳିଛି । ଭଦ୍ରକ ଜିଲ୍ଲାରୁ ଆସିଛି ଏଭଳି ଦୃଶ୍ୟ । ଏହି ଗୋଷ୍ଠୀ କନ୍ଦଳରେ ୫ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ…