Odia News Portal

ଆଉ କିଛି ସମୟ ପରେ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା କ୍ଷୟକ୍ଷତି ସମୀକ୍ଷା

ଭୁବନେଶ୍ୱର: ଉତ୍ତର ଓଡ଼ିଶାରେ ତାଣ୍ଡବ ଲୀଳା ରଚିଛି ବାତ୍ୟା ୟାସ୍ । ସମ୍ଭାବ୍ୟ ବାତ୍ୟା କାରଣରୁ ବିଭିନ୍ନ କ୍ଷୟକ୍ଷତି ହୋଇଥିବା ସମୟରେ ୨ଜଣଙ୍କ ଜୀବନ ମଧ୍ୟ ଚାଲି ଯାଇଛି ।ସନ୍ଧ୍ୟା ସାଢେ ୬ଟାରେ ମୁଖ୍ୟମନ୍ତ୍ରୀ ଏନେଇ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ କରିବେ । ଏହି ବୈଠକରେ ମୁଖ୍ୟ ଶାସନ

ଉପକୂଳ ଓଡିଶା ଛାରଖାର କଲା ୟାସ୍

ଭୁବନେଶ୍ୱର: ବାତ୍ୟା ‘ୟାସ୍’ର ସମ୍ପୂର୍ଣ୍ଣ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହୋଇଛି । ଏହା ଏବେ ସ୍ଥଳଭାଗରେ ଆଗକୁ ଆଗକୁ ମାଡ଼ି ଚାଲିଛି । ତେବେ ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁରରେ ବଡ଼ ଧରଣଣ କ୍ଷୟକ୍ଷତି ହୋଇଛି । ଭଦ୍ରକ, ବାଲେଶ୍ଵରର ବହାନଗା, ସଦର, ରେମୁଣାରେ ବର୍ଷା କମିଛି ।

ଭଦ୍ରକରେ ବହୁ କ୍ଷୟକ୍ଷତି କଲା ‘ୟାସ୍’

ଭଦ୍ରକ :  ବାତ୍ୟା ‘ୟାସ୍‌’ର ପ୍ରଭାବ ଭଦ୍ରକ ଜିଲ୍ଲାରେ ଦେଖାଦେଇଛି ।  ଭଦ୍ରକରେ ଲ୍ୟାଣ୍ଡଫଲ୍ କରିଲାନାହିଁ, କିନ୍ତୁ ବହୁ କ୍ଷୟକ୍ଷତି କଲା ବାତ୍ୟା ‘ୟାସ୍’ । କେଉଁଠି ଗଛ ଭାଙ୍ଗିଲା ତ କେଉଁଠି ବିଦ୍ୟୁତ ଖୁଣ୍ଟିକୁ ତଳେ ସୁଆଇଦେଲା । ଆଉ କେଉଁଠି କେଉଁଠି କାରକୁ ପାଣିରେ ଭସେଇଲା ଓ ଘରଗୁଡିକୁ

ଦିନ ୧ଟା ସୁଦ୍ଧା ସରିବ ‘ୟାସ୍’ର ଲ୍ୟାଣ୍ଡଫଲ୍: ଏସ୍‌ଆର୍‌ସି

ଭୁବନେଶ୍ୱର: ବାତ୍ୟା ୟାସ୍ ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ହେବାକୁ ପ୍ରାୟ ୩ରୁ ୪ ଘଣ୍ଟା ଲାଗିବ । ଧାମରାର ଉତ୍ତର ଏବଂ ବାଲେଶ୍ୱରର ଦକ୍ଷିଣରେ ଲ୍ୟାଣ୍ଡଫଲ କରୁଛି ୟାସ । ସକାଳ ୯ଟାରୁ ଏହି ଲ୍ୟାଣ୍ଡଫଲ ଆରମ୍ଭ ହୋଇଥିବା ନେଇ ଆଇଏମଡି ପକ୍ଷରୁ ସୂଚନା

‘ୟାସ୍’ର ଲ୍ୟାଣ୍ଡଫଲ: ବାଲେଶ୍ଵର,ଭଦ୍ରକରେ ବଢ଼ିଲା ପବନର ବେଗ

ଭୁବନେଶ୍ୱର: ବାତ୍ୟା ୟାସ୍ ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ହେବାକୁ ପ୍ରାୟ ୩ରୁ ୪ ଘଣ୍ଟା ଲାଗିବ । ଧାମରାର ଉତ୍ତର ଏବଂ ବାଲେଶ୍ୱରର ଦକ୍ଷିଣରେ ଲ୍ୟାଣ୍ଡଫଲ କରୁଛି ୟାସ । ସକାଳ ୯ଟାରୁ ଏହି ଲ୍ୟାଣ୍ଡଫଲ ଆରମ୍ଭ ହୋଇଥିବା ନେଇ ଆଇଏମଡି ପକ୍ଷରୁ ସୂଚନା

ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ବୁଧବାର ସକାଳେ ବାତ୍ୟା ୟାସ୍ ଓଡ଼ିଶା ଉପକୂଳକୁ ସ୍ପର୍ଶ କରିବାକୁ ଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବାତ୍ୟାର ସ୍ଥିତି ଓ ପ୍ରଶାସନ ପକ୍ଷରୁ କରାଯାଇଥିବା ପ୍ରସ୍ତୁତି ସମ୍ପର୍କରେ ମଙ୍ଗଳବାର ସନ୍ଧ୍ୟାରେ ସମୀକ୍ଷା କରିଛନ୍ତି । ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ

ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ସିରିଜ୍ ରଦ୍ଦ

ନୂଆଦିଲ୍ଲୀ : ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ) ପାଇଁ ବିସିସିଆଇ ସବୁ କିଛି କରିବାକୁ ପ୍ରସ୍ତୁତ। କାରଣ ବାଜିରେ ଲାଗି ଯାଇଛି ବୋର୍ଡର ୨୫୦୦ କୋଟି ଟଙ୍କା। ଆଇପିଏଲର ବଳକା ମ୍ୟାଚ୍ ନହେଲେ ପୂରା  ଘାଟାରେ ପଡିଯିବ ବିସିସିଆଇ। ତେଣୁ ଯେମିତି ହେଉ ପଛେ ଆଇପିଏଲ ଆୟୋଜନ ପାଇଁ ବିସିସିଆଇ ଅଣ୍ଟା

ସୁବୋଧ ଜୟସଓ୍ଵାଲ ସିବିଆଇ ନୂତନ ନିର୍ଦ୍ଦେଶକ

ନୂଆଦିଲ୍ଲୀ : ଆଇପିଏସ ଅଧିକାରୀ ସୁବୋଧ କୁମାର ଜୟସଓ୍ଵାଲଙ୍କୁ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା(ସିବିଆଇ)ର ନୂତନ ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି। ତାଙ୍କ କାର୍ଯ୍ୟକାଳ ଦୁଇ ବର୍ଷ ରହିବ। ଜୟସଓ୍ଵାଲ ୧୯୮୫ ବ୍ୟାଚ୍‌ର ଆଇପିଏସ ଅଫିସର। ସେ ପୂର୍ବରୁ ମହାରାଷ୍ଟ୍ରର ପୋଲିସ ମହାନିର୍ଦ୍ଦେଶକ