ଆସାମରେ ଭୂକମ୍ପ ଝଟକା
ଗୌହ୍ୱାଟୀ: ଆସାମରେ ୨୪ ଘଣ୍ଟାରେ ପ୍ରାୟ ୫ ଥର ଭୂକମ୍ପ ଝଟକା ଅନୁଭବ ହୋଇଥିବା ନେଇ ଖବର ମିଳିଛି। ଏନସିଏସ ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ଏହି ଭୂକମ୍ପ ଝଟକା ଅନୁଭବ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୪.୨ ରେକର୍ଡ କରାଯାଇଛି। ଭୂକମ୍ପରେ କୌଣସି ଧନଜୀବନ ହାନି ହୋଇଥିବା!-->…
