Odia News Portal

ବାବର ବିଶ୍ବର ନଂ୧ ଦିନିକିଆ ବ୍ୟାଟ୍ସମ୍ୟାନ

ମୁମ୍ବାଇ: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କୁ ହଟାଇ ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ବାବର ଆଜମ ବିଶ୍ବର ନଂ୧ ଏକଦିବସୀୟ ବ୍ୟାଟ୍ସମ୍ୟାନ ମାନ୍ୟତା ପାଇଛନ୍ତି । ଆଇସିସି ପକ୍ଷରୁ ପ୍ରକାଶିତ ସଦ୍ୟତମ ମାନ୍ୟତା ତାଲିକା  ଅନୁସାରେ ୮୬୫ ପଏଣ୍ଟ ପାଇ ବାବର ୧ ନମ୍ବର ସ୍ଥାନରେ

ଅଜିତ ମଙ୍ଗରାଜଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର: କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ ମାଧ୍ୟମରେ ଅଜିତ ମଙ୍ଗରାଜଙ୍କ ବିୟୋଗ ନେଇ ଶୋକବ୍ୟକ୍ତ କରିଛନ୍ତି ନବୀନ | ଅଜିତଙ୍କ ଅକାଳ ବିୟୋଗ ନେଇ ଦୁଃଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ

ସ୍ଥଗିତ ହେବ ପିପିଲି ଉପନିର୍ବାଚନ !

ଭୁବନେଶ୍ୱର: କରୋନାରେ ପୀଡ଼ିତ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ । କିଛି ଦିନ ତଳେ କୋଭିଡ ସଂକ୍ରମିତ ଚିହ୍ନଟ ହେବା ପରେ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ହେଉଥିଲେ ।ତେବେ ଅଜିତ୍‌ଙ୍କ ନିଧନ ପରେ ପିପିଲି ଉପ ନିର୍ବାଚନକୁ ଶକ୍ତ ଝଟକା ଲାଗିଛି। ଏହି

କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ

ଭୁବନେଶ୍ୱର: କରୋନାରେ ପୀଡ଼ିତ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ । କିଛି ଦିନ ତଳେ କୋଭିଡ ସଂକ୍ରମିତ ଚିହ୍ନଟ ହେବା ପରେ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ହେଉଥିଲେ । କରୋନା କାରଣରୁ ନିଶ୍ୱାସ ପ୍ରଶ୍ୱାସରେ ସମସ୍ୟା ଅନୁଭବ କରୁଥିଲେ ଅଜିତ୍ | କୋଭିଡ