ମୁଖ୍ୟମନ୍ତ୍ରୀଙ୍କୁ ବିଜେପି ବିଧାୟକଙ୍କ ଚିଠି
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଜେପି ବିଧାୟକ । କରୋନା ସମୟରେ କିଛି ସୁବିଧା ଯୋଗାଇବା ଲାଗି ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି । କେବଳ ମାସ୍କ ନୁହେଁ, ଗ୍ରାମାଞ୍ଚଳର ସ୍ୱାସ୍ଥ୍ୟ ଭିତ୍ତିଭୂମି ସୁଦୃଢ଼ ପାଇଁ ପାଣ୍ଠି ବିନିଯୋଗ ଦାବି । ଆଇସୋଲେସନ ରୁମ୍,!-->…
