Odia News Portal

୩୦ ପରେ ନବମ ଶ୍ରେଣୀ ପରୀକ୍ଷା ନିଷ୍ପତ୍ତି

ଭୁବନେଶ୍ୱର: ଏପ୍ରିଲ ୩୦ ପରେ ପରେ ନିଆଯିବ ନବମ ଶ୍ରେଣୀ ପିଲାଙ୍କ ପରୀକ୍ଷା ନିଷ୍ପତ୍ତି । ଏନେଇ ସୂଚନା ପ୍ରଦାନ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ । ଏନେଇ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ସରକାର ଚାହାଁନ୍ତି ନବମ ଶ୍ରେଣୀ ଛାତ୍ରଛାତ୍ରୀମାନେ ବାର୍ଷିକ ପରୀକ୍ଷା ଦିଅନ୍ତୁ । ସରକାର

ମାସ୍କକୁ ହଁ କରିବା, ଲକଡାଉନକୁ କାହିଁକି ଡରିବା: ନବୀନ

ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ନବୀନଙ୍କ ଟ୍ୱିଟ୍ କରି ସଚେତନତା ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ସଚେତନତା ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଆମେ ସତର୍କ ଓ ସଚେତନ ହେଲେ ହିଁ କରୋନା

ଦେଶରେ ଦେଢ ଲକ୍ଷ ଟପିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧.୫ ଲକ୍ଷ ଟପିଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୫୨,୮୭୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୮୩୯ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪

ହାଇଦର ଫେରାର ଘଟଣାରେ ୬ କର୍ମଚାରୀ ସସ୍‌ପେଣ୍ଡ

କଟକ: ଗ୍ୟାଙ୍ଗଷ୍ଟାର ହାଇଦର ଫେରାର ହେବା ଘଟଣାରେ ୬ଜଣ ପୋଲିସ କର୍ମଚାରୀଙ୍କ ସସ୍‌ପେଣ୍ଡ କଲେ ସମ୍ବଲପୁର ଏସ୍‌ପି । ହାଇଦରର ସୁରକ୍ଷା ଦାୟିତ୍ୱରେ ଥିବା ୬ଜଣ ପୋଲିସ କର୍ମଚାରୀଙ୍କୁ ସସ୍‌ପେଣ୍ଡ କରାଯାଇଛି । ଜଣେ ହାବିଲଦାର ଓ ୫ଜଣ କନେଷ୍ଟବଳଙ୍କୁ ସସ୍‌ପେଣ୍ଡ କରିଛନ୍ତି ସମ୍ବଲପୁର ଏସ୍‌ପି

ଗ୍ୟାଙ୍ଗଷ୍ଟାର ହାଇଦରକୁ ଧରିବା ପାଇଁ ହାଇ ଆଲର୍ଟ

କଟକ: ଏସସିବି ମେଡ଼ିକାଲରୁ ଫେରାର ଗ୍ୟାଙ୍ଗଷ୍ଟାର ହାଇଦରକୁ ଧରିବା ପାଇଁ କମିଶନରେଟ୍ ପୋଲିସର ବଡ଼ଧରଣର ଅଭିଯାନ । କଟକ ଡିସିପି ପ୍ରତୀକ ସିଂଙ୍କ ନେତୃତ୍ୱରେ ୪ଟି ଟିମ୍ ଗଠନ କରି ହାଇଦରକୁ ଠାବ କରିବା ପାଇଁ ଉଦ୍ୟମ ଆରମ୍ଭ କରାଯାଇଛି । ଘଟଣା ନେଇ ପ୍ରତିକ୍ରିୟା ରଖିଛନ୍ତି ପୋଲିସ କମିଶନର ।

ସୀମା ସିଲ କଲା ମାଲକାନଗିରି ଜିଲ୍ଲା ପ୍ରଶାସନ

 ମାଲକାନଗିରି: ମହାମାରୀ କରୋନା ସଂକ୍ରମଣ ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି । ଅପରପକ୍ଷେ ଓଡ଼ିଶା ସୀମାନ୍ତ ଛତିଶଗଡ଼ରେ କରୋନା ମାମଲା ବଢ଼ିବାରେ ଲାଗିଛି । ଯାହାଫଳରେ ରାଜ୍ୟ ସରକାର ନେଇଛନ୍ତି ବଡ଼ ପଦକ୍ଷେପ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ମାଲକାନଗିରି ଜିଲ୍ଲା ପ୍ରଶାସନ

ଗର୍ଜିଲା ସ ଓ ଶିଖରଙ୍କ ବ୍ୟାଟ୍, ଜିତିଲା ଦିଲ୍ଲୀ

ଚେନ୍ନାଇ : ଚମକିଲା ପୃଥ୍ଵୀ ସ ଓ ଶିଖର ଧାଓ୍ଵନଙ୍କ ବ୍ୟାଟ୍ । ଦୁଇ ବ୍ୟାଟସମ୍ୟାନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଚେନ୍ନାଇ ସୁପରକିଙ୍ଗ୍ସକୁ ସହଜରେ ୭ ଓ୍ଵିକେଟ୍‌ରେ ପରାସ୍ତ କରି ଦିଲ୍ଲୀ କ୍ୟାପିଟାଲ୍ସ ନିଜର ବିଜୟ ଅଭିଯାନ ଆରମ୍ଭ କରିଛି। ଗତ ସିଜିନରେ ଭଲ ପ୍ରଦର୍ଶନ କରିବାରେ ବିଫଳ