Sign in
Sign in
Recover your password.
A password will be e-mailed to you.
ଦିଲ୍ଲୀ, ଗୋଆ ଟ୍ରେନ୍ ଯାତ୍ରୀଙ୍କ ପାଇଁ କଠିନ ନିୟମ
ଭୁବନେଶ୍ୱର ; ଟ୍ରେନ୍ ଦ୍ୱାରା ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଦିଲ୍ଲୀ ଏବଂ ଗୋଆ ସରକାରଙ୍କ ପକ୍ଷରୁ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋଟୋକଲ୍ (SOP) ଜାରି କରାଯାଇଛି। ତେଲେଙ୍ଗାନା ଏବଂ ଆନ୍ଧ୍ରପ୍ରଦେଶରୁ ଟ୍ରେନ ଯୋଗେ ଦିଲ୍ଲୀ ଯାଉଥିବା ଏବଂ ଦେଶର ଯେକୌଣସି ସ୍ଥାନରୁ ଗୋଆ ଯାଉଥିବା!-->…
ସମସ୍ତ ବୁକିଂ କ୍ୟାନସଲ କରିବନି ବିଏମସି
ଭୁବନେଶ୍ୱର : ରାଜଧାନୀର ଘରୋଇ ହସ୍ପିଟାଲରେ ଟୀକାଦାନ ନେଇ ସୂଚନା ଦେଇଛନ୍ତି ବିଏମସି କମିଶନର । ପୂର୍ବରୁ ୩୧ଟି ବେସରକାରୀ ହସ୍ପିଟାଲକୁ ପ୍ରଥମ ଫେଜ୍ରେ ଚିହ୍ନଟ କରାଯାଇଥିଲା। ମାତ୍ର ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ବି ପ୍ରାଇଭେଟ୍ ହସ୍ପିଟାଲକୁ ଟୀକା ଦିଆଯାଇ ନଥିବା ସୂଚନା ମିଳିଛି ।
!-->!-->!-->…
କରୋନା ଭ୍ୟାକସିନ୍ ନେଲେ ଅଧିନାୟକ ବିରାଟ କୋହଲି
*ଟିକା ନେବା ସହିତ ଅନ୍ୟମାନଙ୍କୁ ମଧ୍ୟ ଟିକା ନେବାକୁ ଅପିଲ ।
ମୁଖ୍ୟମନ୍ତ୍ରୀ ହେବାର ୪୮ ଘଣ୍ଟା ପରେ କରୋନା ପଜିଟିଭ୍
ପୁଡୁଚେରୀ: ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାର ୪୮ ଘଣ୍ଟା ପରେ କରୋନା ମହାମାରୀରେ ସଂକ୍ରମିତ ହୋଇଛନ୍ତି ପୁଡୁଚେରୀର ନୂଆ ମୁଖ୍ୟମନ୍ତ୍ରୀ ଏନ୍ ରଙ୍ଗାସ୍ୱାମୀ ବର୍ତ୍ତମାନ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି । ହେଲେ ଚିନ୍ତାର ବିଷୟ ଏହିକି ଯେ ତାଙ୍କର ସ୍ୱାସ୍ଥ୍ୟବସ୍ଥା!-->…
ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ହିମନ୍ତ ବିଶ୍ୱ ଶର୍ମା
ଆସାମ: ଆଜି ନୂଆ କରି ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ହିମନ୍ତ ବିଶ୍ୱ ଶର୍ମା । ହିମନ୍ତଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ରାଜ୍ୟପାଳ ଜଗଦୀଶ ମୁଖୀ । ସମାରୋହ ଉତ୍ସବରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି. ନଡ୍ଡାଙ୍କ ସମେତ ଅନେକ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ!-->…
ଦିଲ୍ଲୀ ସରୋଜ ହସ୍ପିଟାଲର ୮୦ ଡାକ୍ତର ସଂକ୍ରମିତ
ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଜାରି ରହିଛି କରୋନାର ଭୟାବହତା ମଧ୍ୟରେ ଦିଲ୍ଲୀର ସରୋଜ ସୁପର ସ୍ପେଶାଲିଟ୍ ହସ୍ପିଟାଲ ଏବେ କରୋନାର ହଟସ୍ପଟ ପାଲଟିଛି ।ହସ୍ପିଟାଲର ୮୦ ଜଣ ଡାକ୍ତର କରୋନା ସଂକ୍ରମିତ ହୋଇଥିବା ସାଙ୍ଘାତିକ ଖବର ସାମ୍ନାକୁ ଆସିଛି।
ତେବେ କରୋନା ସଂକ୍ରମଣରେ ଜଣେ!-->!-->!-->…
ସୁପ୍ରିମ୍ କୋର୍ଟରେ ସତ୍ୟପାଠ ଦାଖଲ କଲା କେନ୍ଦ୍ର
ନୂଆଦିଲ୍ଲୀ: କେନ୍ଦ୍ର ସରକାର ସୁପ୍ରିମ୍ କୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି। ‘ଟିକାକରଣ ନୀତି’ରେ ଅଦାଲତ ହସ୍ତକ୍ଷେପ ନ କରନ୍ତୁ। ବିଚାର ବ୍ୟବସ୍ଥା ହସ୍ତକ୍ଷେପ କଲେ ପରିଣାମ ଅଭୂତପୂର୍ବ ଏବଂ ଅବାଞ୍ଛନୀୟ ହେବ ବୋଲି ଏହି ସତ୍ୟପାଠରେ ଉଲ୍ଲେଖ ଅଛି।
କେନ୍ଦ୍ର ସରକାର କହିଛନ୍ତି ଯେ, ଦୁଇଟି!-->!-->!-->…
ଦେଶରେ ଆଉ ୩.୬୬ ଲକ୍ଷ ନୂଆ ସଂକ୍ରମଣ,୩୭୫୪ ମୃତ୍ୟୁ
ନୂଆଦିଲ୍ଲୀ: ଭାରତରେ ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ଓ ମୃତ୍ୟୁସଂଖ୍ୟାରେ ମାସାନ୍ୟ ହ୍ରାସ ଘଟିଥିବା ସମୟରେ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁଯାୟୀ, ଦିନକରେ ଦେଶରେ ଆଉ ୩,୬୬,୧୬୧ ନୂଆ ମାମଲା ରେକର୍ଡ କରାଯାଇଛି ।
ସେହିଭଳି ମହାମାରୀରେ ଆଉ ୩୭୫୪ ଜଣ ଲୋକଙ୍କ ମୃତ୍ୟୁ ହୋଇଛି । ଏହି!-->!-->!-->…
ରାଜ୍ୟରେ ଆଉ ୧୭ ଜୀବନ ନେଲା କରୋନା
ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୦୩୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣ ଆକ୍ରାନ୍ତ ପ୍ରାଣ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୯୭କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା!-->…
