ଆଜି ସଦ୍ଧ୍ୟା ୫ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ଆଜି ସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ନିଜ ଟ୍ୱିଟର ଆକାଉଣ୍ଟରେ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ । ତେବେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ କହ କହିବେ ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି ।
ପ୍ରଧାନମନ୍ତ୍ରୀ ମୋଦୀ ଶେଷ ଥର!-->!-->!-->…
