Odia News Portal

ଭାରତ ମହାସାଗରରେ ଖସିଲା ଚୀନ ରକେଟ

ନୂଆଦିଲ୍ଲୀ: ଚୀନ୍‌ର ବୃହତ୍ତମ ରକେଟ୍‌ ୧୮ ଟନ୍‌ ଓଜନବିଶିଷ୍ଟ ‘ଲଙ୍ଗ୍‌ ମାର୍ଚ ଫାଇଭ୍-ବି’ର ଧ୍ବଂସାବଶେଷ ଭାରତ ମହାସାଗର ମଧ୍ୟକୁ ଖସିପଡ଼ିଥିବା କଥା ଚୀନା ରାଷ୍ଟ୍ରାୟତ ଗଣମଧ୍ୟମସୂତ୍ରରୁ ପ୍ରକାଶ। ସମୁଦ୍ରରେ ପଡ଼ିବା ପୂର୍ବରୁ ପୃଥିବୀର ବାୟୁମଣ୍ଡଳରେ ଘର୍ଷଣ ଯୋଗୁଁ ରକେଟ୍‌ର ବହୁ ଉପକରଣ

ଓଡ଼ିଶାରେ ପ୍ରତିଷ୍ଠା ହେବ ଆଉ ୨ କେନ୍ଦ୍ରୀୟ ବିଦ୍ୟାଳୟ

ଭୁବନେଶ୍ବର: ଓଡ଼ିଶାର ସୁନ୍ଦରଗଡ଼ ଏବଂ ଅନୁଗୁଳ ଜିଲ୍ଲାରେ ପ୍ରତିଷ୍ଠା ହେବ ୨ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ। ଏଥିପାଇଁ ଏମସିଏଲ୍‌ ବୋର୍ଡ ଅନୁମୋଦନ ଦେଇଥିବାରୁ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

କରୋନା କହର: ଆଉ୧୯ ମୁଣ୍ଡ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୩୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ ଜଣ ଆକ୍ରାନ୍ତ ପ୍ରାଣ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ

ଭାରତର ସବୁଠୁ ଧନୀ ବ୍ୟକ୍ତି ରେସରେ ଗୌତମ ଆଦାନୀ

ନୂଆଦିଲ୍ଲୀ: କେବଳ ଭାରତ ନୁହେଁ ଏସିଆର ସବୁଠାରୁ ଧନୀ ବ୍ୟକ୍ତିର ମୁକୁଟ ବର୍ତ୍ତମାନ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଚେୟାରମ୍ୟାନ୍ ମୁକେଶ ଅମ୍ବାନୀଙ୍କ ମୁଣ୍ଡରେ ଅଛି | କିନ୍ତୁ ଏହା ଯେକୌଣସି ସମୟରେ ମୁକେଶ ଅମ୍ବାନୀଙ୍କ ହାତରୁ ଚାଲି ଯାଇପାରେ। କାରଣ ଏହି ମୁକୁଟ ହାସିଲ ଦିଗରେ ଅଦାନୀ କମ୍ପାନୀର

ଅକ୍ସିଜେନ ବିତରଣ ପାଇଁ ଟାସ୍କଫୋର୍ସ ଗଠନ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: କୋରୋନାର ଦ୍ୱିତୀୟ ଲହର ସାରାଦେଶର ସ୍ୱାସ୍ଥ୍ୟ ବ୍ୟବସ୍ଥାକୁ ବିପର୍ଯ୍ୟସ୍ତ କରିଥିବା ସମୟରେ ରୋଗୀଙ୍କୁ ଅକ୍ସିଜେନ ସମସ୍ୟା ଦୂର କରିବା ପାଇଁ ସୁପ୍ରିମକୋର୍ଟ ନେଇଛନ୍ତି ବଡ଼ ଫଇସଲା। କେନ୍ଦ୍ର ସରକାର ସବୁ ରାଜ୍ୟକୁ ଠିକ୍ ଭାବେ ଅକ୍ସିଜେନ ଯୋଗାଇ ପାରୁ ନାହାନ୍ତି । ଅକ୍ସିଜେନ

ଓଡିଶାରେ ପହଞ୍ଚିଲା ୧ ଲକ୍ଷ କୋଭିସିଲ୍ଡ ଟିକା

ଭୁବନେଶ୍ୱର: ଓଡିଶାକୁ ଆସି ପହଞ୍ଚିଛି ଆଉ ୧ ଲକ୍ଷ କୋଭିସିଲ୍ଡ ଟିକା ।ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ ଦ୍ୱାରା ଆଜି ଟିକା ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛି । ୧୮ରୁ ୪୪ ବର୍ଷ ଲୋକଙ୍କ ପାଇଁ ଏହି ଟିକା ଭୁବନେଶ୍ୱରକୁ ପଠାଯାଇଛି । ତେବେ ଏହା ପୂର୍ବରୁ ମଧ୍ୟ ଭୁବନେଶ୍ୱରକୁ ଟିକା