ବଲିଉଡର ବରିଷ୍ଠ ଅଭିନେତା ଦିଲ୍ଲୀପ କୁମାର ହସ୍ପିଟାଲରେ ଭର୍ତ୍ତି
ମୁମ୍ବାଇ: ବଲିଉଡର ଲୋକପ୍ରିୟ ଅଭିନେତା ଦିଲ୍ଲୀପ କୁମାର ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ନିଶ୍ୱାସ ନେବାରେ ଅସୁବିଧା ହେବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଦିଲ୍ଲୀପ କୁମାରଙ୍କୁ ମୁମ୍ବାଇର ହିନ୍ଦୁଜା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଡାକ୍ତରଖାନାରେ ଦିଲ୍ଲୀପ!-->!-->!-->…
