ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି; ତ୍ରିଶୁଳିଆ ପରିବର୍ତ୍ତେ ଏସସିବି ଯାଏ ଗଢ଼ିବ ମେଟ୍ରୋ
ଭୁବନେଶ୍ୱର-କଟକ ମଧ୍ୟରେ ମେଟ୍ରୋ ଟ୍ରେନ ଚଳାଚଳକୁ ନୂଆ ସରକାରଙ୍କ ଗୁରୁତ୍ୱ । ଏନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି ସରକାର । ଭୁବନେଶ୍ୱର ବିମାନ ବନ୍ଦରରୁ ତ୍ରିଶୁଳିଆ ପରିବର୍ତ୍ତେ କଟକ ବସଷ୍ଟାଣ୍ଡ ଓ କଟକ ବଡ଼ ମେଡିକାଲ ପର୍ଯ୍ୟନ୍ତ ସମ୍ପ୍ରସାରଣ ହେବ ମେଟ୍ରୋ ପ୍ରକଳ୍ପ । ଲୋକଙ୍କ ସୁବିଧା!-->…
