Odia News Portal

ପୋଲିସ ହାତରେ କଟୁରୀ ଗ୍ୟାଙ୍ଗର ୫ସଦସ୍ୟ

ଭୁବନେଶ୍ବର: ରାଜଧାନୀର ଛାତି ଉପରେ ଲୁଟ୍ ପାଟ୍ ଭଳି ଜଘନ୍ୟ ଅପରାଧରେ ସାମିଲ୍ ଥିବା କଟୁରୀ ଗ୍ୟାଙ୍ଗକୁ ଧରିଛି କମିସନରେଟ ପୋଲିସ ।କଟୁରୀ ଗ୍ୟାଙ୍ଗର ୫ ଜଣ ସଦସ୍ୟଙ୍କୁ ଆଜି ଗିରଫ କରିଛି କମିସନରେଟ ପୁଲିସର ସ୍ପେଶାଲ ସ୍କ୍ୱାର୍ଡ ।ଏହି ଗ୍ୟାଙ୍ଗ ଦୀର୍ଘ ଦିନ ଧରି ପଲସର ବାଇକରେ ଆସି କଟୁରୀ

ତାଲାବନ୍ଦରେ ଘରକୁ ଗଲା କମିସନରେଟ ପୋଲିସ

ଭୁବନେଶ୍ୱର: କମିସନରେଟ ପୋଲିସର ଭିନ୍ନ ପ୍ରୟାସ । ତାଲାବନ୍ଦ ବେଳେ ଘରକୁ ଯାଇ ଅଭିଯୋଗ ଶୁଣିଲା କମିସନରେଟ ପୁଲିସ। ଫୋନରେ ଅଭିଯୋଗ ପାଇ ଘରକୁ ଯାଇ ଏତଲା ଆଣିଲେ ନୟାପଲ୍ଲୀ ଥାନା ଅଧିକାରୀ। ୫୦୬ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କଲା ପୁଲିସ। ଆଜିଠାରୁ ସାରା ରାଜ୍ୟରେ ଲକଡାଉନ୍।

ବଙ୍ଗରେ ମମତାଙ୍କ ତୃତୀୟ ଇନିଂସ ଆରମ୍ଭ

ପଶ୍ଚିମବଙ୍ଗ: ଆଜି ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ପଦରେ ବସିଛନ୍ତି ମମତା ବାନାର୍ଜୀ । ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମମତା ବାନାର୍ଜୀ । ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ । ରାଜଭବନରେ ଏହି ଶପଥଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିଲା । କୋଭିଡ ସ୍ଥିତିକୁ

ରାଜ୍ୟରେ ଆଉ ୧୬ ମୁଣ୍ଡ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯୮୮୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣ କରୋନା ଆକ୍ରାନ୍ତଙ୍କ ମୁଣ୍ଡ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୦୪କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ

ସୁସ୍ଥ ଥିବା ଆନ୍ତରାଜ୍ୟ ଭ୍ରମଣକାରୀଙ୍କର ନମୁନା ପରୀକ୍ଷା କରାଯିବ ନାହିଁ

ନୂଆଦିଲ୍ଲୀ: କରୋନାଭାଇରସ୍‌ ସଂକ୍ରମଣ ମାମଲା ଦ୍ରୁତ ବେଗରେ ବୃଦ୍ଧିପାଉଥିବା ବେଳେ ‘ଡାଇଗ୍ନୋଷ୍ଟିକ୍‌ ଲ୍ୟାବ୍‌’ଗୁଡ଼ିକ ଉପରୁ ଚାପ ହ୍ରାସ ଲାଗି କେନ୍ଦ୍ର ସରକାର ମଙ୍ଗଳବାର ଦିନ ଦେଶରେ ‘କରୋନାଭାଇସ୍‌-ଟେଷ୍ଟିଙ୍ଗ୍‌ ନିୟମ’ ସଂଶୋଧନ କରିଛନ୍ତି। ସୁସ୍ଥ ଥିବା ଆନ୍ତରାଜ୍ୟ ଭ୍ରମଣକାରୀ ଏବଂ

ସାଲେପୁର ସବ୍‌ଜେଲ୍‌ରୁ ୧୨ କଏଦୀ ଆକ୍ରାନ୍ତ

ସାଲେପୁର : ସାଲେପୁର ସବ୍‌ଜେଲ୍‌ରୁ ପୁଣି କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି । ୧୨ଜଣ ବିଚରାଧୀନ କଏଦୀ କରୋନାରେ ଆକ୍ରାନ୍ତ ହୋଇଛି । ସାଲେପୁର ସବଜେଲରେ ୫ ଦିନ ତଳେ ଜଣେ କଏଦୀ କରୋନା ପଜିଟିଭ  ଚିହ୍ନଟ ହୋଇଥିଲେ । ଏହାପରେ ସମସ୍ତ କଏଦୀଙ୍କ କୋଭିଡ ଟେଷ୍ଟ କରାଯାଇଥିଲା । ଏବେ ୧୨ କଏଦୀଙ୍କୁ

ଥମୁନି ସଂକ୍ରମଣ: ରାଜ୍ୟରେ ୯୮୮୯ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କମିବାର ନା ଧରୁନି ସଂକ୍ରମଣର ମାତ୍ରା । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯୮୮୯ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୬୧୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୨୭୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ଚିହ୍ନଟ

ଆଜି ୧୫ ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ବର: ରାଜ୍ୟରେ ସଂକ୍ରମଣ ଧିରେ ଧିରେ ବୃଦ୍ଧି ପାଉଥିବା ସମୟରେ ଆଜି ରାଜ୍ୟର ୧୫ଟି ଜିଲ୍ଲାରେ ଟିକାକରଣ ବନ୍ଦ ରହିଛି ।ରାଜ୍ୟରେ ପର୍ଯ୍ୟାପ୍ତ ଟିକା ନଥିବାରୁ ଅନୁଗୁଳ, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, କଟକ, ଦେବଗଡ, କେନ୍ଦୁଝର, କୋରାପୁଟ,ସୋନପୁରରେ , ରାୟଗଡା, ବାଲେଶ୍ୱର, ବରଗଡ,