Odia News Portal

ପୁଣିଥରେ ମହାମାରୀ ଛଡାଇ ନେଲା ଲୋକଙ୍କ ରୋଜଗାର

ନୂଆଦିଲ୍ଲୀ: କରୋନା ମହାମାରୀର ଦ୍ୱିତୀୟ ଲହର ଦେଶରେ ହାହାକାର ରଚିବା ସହ ମୃତ୍ୟୁର ତାଣ୍ଡବ ଲୀଳା ଖେଳୁଛି ।ଆଉ ଇତି ମଧ୍ୟରେ ପୁଣିଥରେ ଲୋକଙ୍କ ରୋଜଗାର ଛଡାଇ ନେଇଛି କରୋନା। ମହାମାରୀ ସମୟରେ ଅର୍ଥନୈତିକ କାର୍ଯ୍ୟକଳାପ ପ୍ରଭାବିତ ହୋଇଥିବାରୁ ଅନେକ ଲୋକ ଜିବୀକା ହରାଇ ବେକାର ହୋଇପଡିଛନ୍ତି ।

କରୋନା କହରରେ ଗଡିଲା 15 ମୁଣ୍ଡ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୮୮କୁ ବୃଦ୍ଧି ପାଇଛି । ଏନେଇ

୨୪ ଘଣ୍ଟାରେ ୮,୨୧୬ କରୋନା ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୮,୨୧୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧,୨୭୧ ଜଣ ଅଛନ୍ତି। ଅନୁଗୋଳରୁ ୩୯୪ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ, ବାଲେଶ୍ୱରରୁ ୩୦୨, ବରଗଡରୁ ୩୭୫, ଭଦ୍ରକରୁ ୬୩, ବଲାଙ୍ଗୀରରୁ ୩୦୫,

କେକେଆର ପରେ ସିଏସକେର ୩ ସଦସ୍ୟଙ୍କୁ କରୋନା

ନୂଆଦିଲ୍ଲୀ: ଆଇପିଏଲରେ ଦ୍ରୁତ ଗତିରେ ବଢିଚାଲିଛି କୋଭିଡ ସଂକ୍ରାମିତଙ୍କ ସଂଖ୍ୟା | କୋଲକାତା ନାଇଟ୍ ରାଇଡର୍ସର ୨ଜଣ ଖେଳାଳୀ ପଜିଟିଭ ଚିହ୍ନଟ ହେବା ପରେ ଏବେ ଚେନ୍ନାଇ ଟିମର ୩ ଜଣ ସଦସ୍ୟ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି । ଚେନ୍ନାଇ ଟିମର ସିଇଓ କାଶୀ ବିଶ୍ବନାଥନ୍‌, ବୋଲିଂ

ସିଏମସିକୁ ୧୦ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋଭିଡ୍ ପରିଚାଳନା ପାଇଁ କଟକ ମୁନିସିପାଲଟି କର୍ପୋରେସନକୁ ୧୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ । ତେବେ ସିଲଭର ସିଟିରେ ବଢୁଥିବା ସଂକ୍ରମଣକୁ ନଜରରେ ରଖି କିଛି ଏହିଭଳି ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଟଙ୍କା ସହାୟତା

ଆଇପିଏଲରେ କରୋନା ଗ୍ରହଣ,୨ ଖେଳାଳୀ ପଜିଟିଭ୍

ମୁମ୍ବାଇ: ଆଇପିଏଲରେ ଆତଙ୍କ ଖେଳାଉଛି କରୋନା ସଂକ୍ରମଣଙ୍କ । କୋଲକାତା ନାଇଟ ରାଇଡର ରାଇଡର୍ସର ୨ ଜଣ ଖେଳାଳୀ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଚିନ୍ତା ବଢିଛି । ସୋମବାର କୋଲକାତା ଏବଂ ବେଙ୍ଗାଲୁରୁ ମଧ୍ୟରେ ହେବାକୁ ଥିବା ମ୍ୟାଚକୁ ବାତିଲ କରାଯାଇଛି । ଏହି ମ୍ୟାଚ ସ୍ଥଗିତ ରଖାଯାଇଛି ଏବଂ

ଚଳିତବର୍ଷ ସିବିଏସ୍ଇ ଢାଞ୍ଚାରେ ମାଟ୍ରିକ ମୂଲ୍ୟାଙ୍କନ

ଭୁବନେଶ୍ୱର: ଚଳିତ ବର୍ଷ ସିବିଏସ୍ଇ ଢାଞ୍ଚାରେ ମାଟ୍ରିକ ମୂଲ୍ୟାୟନ ପାଇଁ ନିଷ୍ପତ୍ତି ନିଆଯାଇଛି। ତେବେ ଏହି ନିଷ୍ପତ୍ତି ଅନୁସାରେ ମାଟ୍ରିକ ପରୀକ୍ଷାର୍ଥୀଙ୍କ ନବମ ଶ୍ରେଣୀର ପରୀକ୍ଷା ମାର୍କ ଓ ଦଶମ ଶ୍ରେଣୀର ଟେଷ୍ଟ ମାର୍କକୁ ଭିତ୍ତି କରି ମୂଲ୍ୟାୟନ ହେବା ସହିତ ଦଶମ ଶ୍ରେଣୀର ଇଣ୍ଟରନାଲ୍