ମୁଖ୍ୟମନ୍ତ୍ରୀମାନଙ୍କୁ ନବୀନଙ୍କ ଚିଠି
ଭୁବନେଶ୍ୱର: ଟିକା ପାଇଁ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଚିଠି ଲେଖିଲେ ନବୀନ । ସମସ୍ତଙ୍କୁ ଟିକା ପାଇଁ ନିୟମରେ କୋହଳରେ ରାଜ୍ୟକୁ ଅନୁମତି ମିଳୁ । ନବୀନ କହିଛନ୍ତି କି ଏଭଳି ସ୍ଥିତିରେ ଏକମାତ୍ର ବିକଳ୍ପ ହେଉଛି କି କେନ୍ଦ୍ର ସରକାର ଟିକା ଆଣି ରାଜ୍ୟମାନଙ୍କୁ ବାଣ୍ଟୁ । ସେପଟେ!-->…
