Sign in
Sign in
Recover your password.
A password will be e-mailed to you.
ସିଏମଆରଏଫକୁ ୫୦ ଲକ୍ଷ ଦାନ କଲେ ଓଡିଆ ଝିଅ
ଭୁବନେଶ୍ୱର :- ଓଡିଆ ଝିଅ ଜୟଶ୍ରୀ ମହାନ୍ତିଙ୍କ ଦ୍ୱାରା ଆମେରିକାରେ ସ୍ଥାପିତ ଆମ ବିଶ୍ୱାସ ସଂସ୍ଥା ରାଜ୍ୟର କୋଭିଡ୍ ପରିଚାଳନାରେ ନିଜର ସହଯୋଗସ୍ୱରୂପ ୬୮,୫୦୦ ଡଲାର ଅନ୍ ଲାଇନ୍ ଟ୍ରାନ୍ସଫର ମାଧ୍ୟମରେ ଦାନ କରିଛନ୍ତି ବୋଲି ଗୃହ ଓ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ଅତିରିକ୍ତ!-->…
ରାଜଧାନୀରେ ୯୭୪ ପଜିଟିଭ୍, ୧୦୪୭ ସୁସ୍ଥ
ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ( ବିଏମସି ) ଅଂଚଳରୁ ମଙ୍ଗଳବାର ଆଉ ୯୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥିରୁ ୧୭୦ ଜଣ କ୍ୱାରେଂଟାଇନ୍ ରୁ ରହିଥିବା ବେଳେ ୮୦୪ ଲୋକାଲ୍ କେସ୍ ରହିଛନ୍ତି । ଅପରପକ୍ଷରେ ୨୪ ଘଂଟାରେ ୧୦୪୭ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି । ଏନେଇ ବିଏମସି!-->…
ବିଧବା, ଅନାଥଙ୍କ ପାଇଁ ନବୀନଙ୍କ ବଡ ଘୋଷଣା
.ସମସ୍ତ ସାମାଜିକ ନିରାପତା ଯୋଜନାର ହିତାଧିକାରୀଙ୍କୁ ମିଳିବ ୩ ମାସର ଆଗୁଆ ପେନ୍ସନ
.ତୃତୀୟ ଲହର ପାଇଁ ପ୍ରସ୍ତୁତି ଆରମ୍ଭ କର, ପିଲାମାନଙ୍କ ଯତ୍ନ ଉପରେ ସ୍ୱତନ୍ତ୍ର ଫୋକସ୍
.ବ୍ଲାକ୍ ଫଙ୍ଗସର ମୁକାବିଲା ପାଇଁ ମଧ୍ୟ ପ୍ରସ୍ତୁତ ରହିବାକୁ ପରାମର୍ଶ
ରାଜ୍ୟରେ ଗବେଷଣା ସଂସ୍କୃତିକୁ ବ୍ୟାପକ କରିବ : ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ସାହୁ
ଭୁବନେଶ୍ୱର : ରାଜ୍ୟରେ ଉଚ୍ଚଶିକ୍ଷା କ୍ଷେତ୍ରରେ ଗବେଷଣାକୁ ଅଧିକ ବ୍ୟାପକ ଏବଂ ଗବେଷଣା ସଂସ୍କୃତିକୁ ଅ ।ଗେଇ ନେବା ଦିଗରେ ଓଡ଼ିଶା ବିଶ୍ୱବିଦ୍ୟାଳୟ ଅନୁସନ୍ଧାନ ଏବଂ ଅଭିନବୀକରଣ ପ୍ରୋତ୍ସାହନ ଯୋଜନା ଏକ ସମୟୋପଯୋଗୀ ପଦକ୍ଷେପ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି ଦୂରଦୃଷ୍ଟିସଂପନ୍ନ!-->…
ଛାତ୍ରଛାତ୍ରୀଙ୍କ ସପକ୍ଷରେ କେନ୍ଦ୍ର: ରଦ୍ଦ ହେଲା ସିବିଏସଇ ଦ୍ୱାଦଶ ପରୀକ୍ଷା
ନୂଆଦିଲ୍ଲୀ: ଦେଶରେ ବୃଦ୍ଧି ପାଉଛି ସଂକ୍ରମଣ । ତେବେ କରୋନା ସଂକ୍ରମଣ ଏବଂ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି ।ଆଜି କେନ୍ଦ୍ର ସରକାର ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ରଦ୍ଦ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ସହ ସିବିଏସଇର!-->…
ପ୍ରାଣୀମାନଙ୍କ ପ୍ରତି ନିଷ୍ଠୁର ଆଚରଣ ଅମାନବୀୟ
କ୍ରିୟାଶୀଳ ହେବ ରାଜ୍ୟ ପ୍ରାଣୀ ମଙ୍ଗଳ ବୋର୍ଡ : ମନ୍ତ୍ରୀ ଡ. ସାହୁ
ନୂତନ ଟିକାକେନ୍ଦ୍ର ଖୋଲିବାକୁ ଜଟଣୀ କଂଗ୍ରେସର ଦାବିପତ୍ର
ଜଟଣୀ : ଜଟଣୀ ଅଞ୍ଚଳରେ କରୋନା ମହାମାରୀର ସଂକ୍ରମଣ ଦିନକୁ ଦିନ ଭୟାବହ ହେଉଥିବାରୁ ଜଟଣୀ ଜନସାଧାରଣ ଏବେ ଆତଙ୍କିତ ଅବସ୍ଥାରେ |ଉଭୟ ଜଟଣୀ ସହର ଏବଂ ଗ୍ରାମାଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଚାଲିଛି |ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ି ବଢ଼ି ଚାଲିଛି |ନିକଟରେ କରୋନାରେ!-->…
ଜଟଣୀରେ ଟ୍ରକ ମାଲିକ ମହାସଂଘ ପକ୍ଷରୁ ବିରୋଧ ପ୍ରଦର୍ଶନ
ଜଟଣୀ : ଜଟଣୀସ୍ଥିତ ଭାରତୀୟ ଖାଦ୍ୟ ନିଗମରୁ ବାହାର ଜିଲ୍ଲାର ଟ୍ରକ ଲଗାଇ ମାଲ ପରିବହନକୁ ବିରୋଧ କରିଛି ସ୍ଥାନୀୟ ମା ଜଟିଆଣି ଟ୍ରକ ମାଲିକ ମହାସଂଘ |ମହାସଂଘର ୨୦୦ ଗାଡି ମାଲିକ ଖାଦ୍ୟ ନିଗମ ସାମ୍ନାରେ ବିରୋଧ ପ୍ରଦର୍ଶନ କରିଛନ୍ତି |ବର୍ଷ ବର୍ଷ ଧରି ଟ୍ରକ ମାଲିକ ମହାସଂଘ ମାଲ ପରିବହନ କରି!-->…
