ପ୍ରଧାନମନ୍ତ୍ରୀଙ୍କୁ ରାହୁଲ ଗାନ୍ଧୀଙ୍କ ଚିଠି
ପହଲଗାମରେ ଆତଙ୍କୀ ଆକ୍ରମଣକୁ ସବୁ ମହଲରେ ନିନ୍ଦା କରାଯାଉଛି । ଏହାରି ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଛନ୍ତି କଂଗ୍ରେସ ସାଂସଦ ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ । ପହଲଗାମ ଆତଙ୍କୀ ଆକ୍ରମଣ ଓ ଭାରତର ଆଗାମୀ ରଣନୀତି ପ୍ରସଙ୍ଗରେ ସଂସଦରେ ସ୍ବତନ୍ତ୍ର ଅଧିବେଶନ!-->…
