Odia News Portal

କରୋନା କାଳରେ ସାମ୍ବାଦିକଙ୍କୁ ସାହାଯ୍ୟ କଲେ ବିଗ୍ ବି

ନୂଆଦିଲ୍ଲୀ: ସାରା ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଏପରି ପରିସ୍ଥିତିରେ ସିନେ ତାରକା ମାନେ ମଧ୍ୟ ନିଜ ନିଜ ସ୍ତରରେ ବିଭିନ୍ନ ଉପାୟରେ ସାଧାରଣ ଜନତାଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସୁଛନ୍ତି |କରୋନା ସଙ୍କଟ ସମୟରେ ଲୋକଙ୍କୁ ଉତ୍ସାହିତ କରିବା ସହିତ ଅଭିନେତାମାନେ ସେମାନଙ୍କୁ ଆର୍ଥିକ…

ସ୍ୱତନ୍ତ୍ର ଭାବେ କାର୍ଯ୍ୟକ୍ଷମ ହେଲା ମିଶନ ଶକ୍ତି ବିଭାଗ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ମହିଳା ଓ ଶିଶୁ ବିକାଶ ବିଭାଗରୁ ପୃଥକ ହୋଇ ଆଜିଠାରୁ ଏକ ସ୍ୱତନ୍ତ୍ର ବିଭାଗ ଭାବେ କାର୍ଯ୍ୟ କରିବ "ମିଶନ ଶକ୍ତି’ ବିଭାଗ । ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଏ ସଂପର୍କିତ ବିଜ୍ଞପ୍ତି ଅ।ଜି ପ୍ରକାଶିତ ହୋଇଛି ଏବଂ ମହିଳା…

ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ

ଭୁବନେଶ୍ୱର : ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂତନ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ନିରଞ୍ଜନ ସେଠୀ । ସରକାରଙ୍କ ପରବର୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ ଦାୟିତ୍ୱରେ ରହିବେ । ଏହି ମର୍ମରେ ବିଭଗ ତରଫରୁ ଆଦେଶନାମା ପ୍ରକାଶ ପାଇଛି ।…

କେନ୍ଦ୍ର ବନାମ ରାଜ୍ୟ: ମମତାଙ୍କ ପରାମର୍ଶଦାତା ଅଲପନଙ୍କୁ କାରଣ ଦର୍ଶାଅ ନୋଟିସ୍

ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟ ଶାସନ ସଚିବ ଅଲପନ୍ ବନ୍ଦୋପାଧ୍ୟାୟଙ୍କୁ କେନ୍ଦ୍ର ସରକାର କାରଣ ଦର୍ଶାଅ ନୋଟିସ୍ ପଠାଇଛନ୍ତି। ତିନି ଦିନ ମଧ୍ୟରେ ଏହାର ଉତ୍ତର ଦେବାକୁ କେନ୍ଦ୍ର ସରକାର କହିଛନ୍ତି। ଏତଦ୍ ବ୍ୟତୀତ, ଅଲପନ୍ ଙ୍କ ବିପକ୍ଷରେ ବିପର୍ଯ୍ୟୟ ପରିଚାଳନା ଆଇନର ଧାରା 51…

ଅବକି ବାର୍ ପେଟ୍ରୋଲ ରେଟ୍ ଶ’ ପାର୍‌

ଭୁବନେଶ୍ୱର: ଦେଶରେ ହୁ ହୁ ହୋଇ ବଢ଼ିବାରେ ଲାଗି ପେଟ୍ରୋଲ ଦର । କୋତୋଟି ସହରରେ ଶହେ ଟଙ୍କା ଉପରେ ରହିଛି ପୋଟ୍ରୋଲ ଦର । ମୁମ୍ବାଇରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୪୭ ପଇସା ରହିଥିବା ବେଳେ ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ରାଜସ୍ଥାନ ଏବଂ ଓଡ଼ିଶାର କିଛି ସ୍ଥାନରେ ୧୦୦ ଟଙ୍କା ଛୁଇଁଛି ପେଟ୍ରୋଲ…

ଜିମ୍‌ରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରସ୍ଥିତ କଳ୍ପନାଛକ ନିକଟରେ ଥିବା ଏକ ଜିମ୍‌ରୁ ଉଦ୍ଧାର ହୋଇଛି ଯୁବକଙ୍କ ଝୁଲନ୍ତା ମୃତଦେହ । ମୃତ ଯୁବକ ଜଣକ ହେଲେ ରଞ୍ଜିତ ନାୟକ । ତାଙ୍କ ଘର ୟୁନିଟ୍ ୬ ଅଞ୍ଚଳରେ ବୋଲି ଜଣାପଡ଼ିଛି । ରଞ୍ଜିତ ଜିମ୍‌ରେ ସିକ୍ୟୁରିଟିଭାବେ କାମ କରୁଥିଲେ । ତାଙ୍କୁ ହତ୍ୟା…

୧୪ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ଭଦ୍ରକ: ଜବତ ହେଲା ୧୪ ଲକ୍ଷ ଟଙ୍କାର ବ୍ରାଉନସୁଗାର । ଭଦ୍ରକ ଜିଲ୍ଲା ବନ୍ତଛକ ନିକଟରୁ ଏହି ବ୍ରାଉନସୁଗାର ଜବତ କରିଛି ଅବକାରୀ ଗୁଇନ୍ଦା ବିଭାଗ । ମଙ୍ଗଳବାର ନାଣଗଣେଷ ପଣ୍ଡା ନାମକ ଜଣେ ଯୁବକ ବ୍ରାଉନସୁଗାର ଧରି ଛିଡ଼ା ହୋଇଥିବା ବେଳେ କୌଣସି ବିଶେଷ ସୂତ୍ରରୁ ଖବର ପାଇ ଅବକାରୀ ଗୁଇନ୍ଦା…

ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ଵାରା ଜିନ୍ଦଲ ପ୍ଲାଣ୍ଟରେ ଲୋକାର୍ପିତ ହେଲା କୋଭିଡ୍ କେୟାର ସେଣ୍ଟର୍

ଅନୁଗୋଳ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ଵାରା ଜିନ୍ଦଲ ପ୍ଲାଣ୍ଟରେ ଲୋକାର୍ପିତ ହେଲା କୋଭିଡ୍ କେୟାର ସେଣ୍ଟର୍ ।ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁଗୋଳ ଗସ୍ତରେ ଯାଇ ଜିନ୍ଦଲ ହେଲିପ୍ୟାଡରେ ଓହ୍ଲାଇଥିଲେ । ଏହାପରେ ସେ ଜିନ୍ଦଲ ପ୍ଲାଣ୍ଟ ପରିସରରେ ନିର୍ମିତ ୨୭୦…

ବନ୍ଧାହେଲେ ନକଲି ଟିଭି ସୋ’ରୁମ୍ ମାଲିକ

ଭୁବନେଶ୍ୱର: ଦିନକୁ ଦିନ ବଢ଼ିବାରେ ଲାଗିଛି ନକଲି ସାମଗ୍ରୀର ସାମ୍ରାଜ୍ୟ । ରାଜଧାନୀ ଭୁବନେଶ୍ୱରରେ ଆଜି ନକଲି ଟିଭି ସୋ’ରୁମ ମାଲିକଙ୍କୁ ଗିରଫ କରିଛି ପୋଲିସ । ପଶ୍ଚିମବଙ୍ଗରୁ ଶସ୍ତାରେ ଟିଭି ଆଣି ବିନା ଜିଏସଟି ବେପାର କରୁଥିଲେ । ପୋଲିସ ଖବର ପାଇବା ପରେ ସୋ’ରୁମ ମାଲିକଙ୍କୁ ଗିରଫ କରିଛି ।…