Odia News Portal

ଗଞ୍ଜାମ ସହରାଞ୍ଚଳରେ ସମସ୍ତ ଦୋକାନ ବଜାର ବନ୍ଦ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ସହରାଞ୍ଚଳରେ ସଂକ୍ରମଣର ମାତ୍ରା ବୃଦ୍ଧି ପାଉଥିବାରୁ ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲା ବ୍ୟବସାୟୀ ଏବଂ ବୁଲାବିକାଳୀ ସଂଘ ଏହି ନିଷ୍ପତ୍ତି ନେଇଛି । ଆଜିଠାରୁ ମେ ମାସ ୯ ତାରିଖ ପର୍ଯ୍ୟନ୍ତ ଦିନ ୨ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ସମସ୍ତ ଦୋକାନ ବଜାର ବନ୍ଦ

ଜିଏନ୍‌ସିଟି ଆକ୍ଟ୍‌ ସଂଶୋଧନ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ‘ଗଭର୍ଣ୍ଣମେଣ୍ଟ୍‌ ଅଫ୍‌ ନ୍ୟାସ୍‌ନାଲ୍‌ କ୍ୟାପିଟାଲ୍‌ ଟେରିଟୋରି ଅଫ୍‌ ଦିଲ୍ଲୀ ଆକ୍ଟ୍‌ ୨୦୨୧’ ସଂଶୋଧନ ହୋଇଛି । କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରି କହିଛନ୍ତି ଯେ, ଏହି କେନ୍ଦ୍ରଶାସିତ ଅଞ୍ଚଳର ‘ସରକାର’ ହେଲେ ‘ଉପରାଜ୍ୟପାଳ’। ଜାତୀୟ ସ୍ତରର ଏକ ସମ୍ବାଦ ସରବରାହ

ହସ୍ପିଟାଲରେ ଅଗ୍ନିକାଣ୍ଡ, ୪ ଜଣ ରୋଗୀଙ୍କ ମୃତ୍ୟୁ

ମୁମ୍ବାଇ: କରୋନା ସଂକଟ ମଧ୍ୟରେ ମହାରାଷ୍ଟ୍ରର ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା ବଢ଼ ବଢ଼ି ଚାଲିଛି । ଥାନେର ପ୍ରାଇମ୍ କ୍ରିଟିକେୟାର୍ ହସ୍ପିଟାଲରେ ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗିଥିଲା । ଅଗ୍ନିକାଣ୍ଡ ପରେ ହସ୍ପିଟାଲରୁ ରୋଗୀଙ୍କୁ ଅନ୍ୟ ମେଡିକାଲ ସ୍ଥାନାନ୍ତର କରାଯାଇଛି ।

ନବୀନଙ୍କ ‘ଅମୂଲ୍ୟ’ ଦାନ ବଢାଇଛି ଓଡିଶାର ଗୌରବ

ଭୁବନଶ୍ୱେର: ଅମ୍ଲଜାନ ସଙ୍କଟକୁ ନେଇ ଏବେ ସାରା ଦେଶରେ ଚାଲିଛି ରାଜନୈତିକ ବାକବିତଣ୍ଡା । ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ସରକାର କୋର୍ଟ କଚେରୀରେ ପରସ୍ପର ଉପରେ ଦୋଷ ଲଦାଲଦି ହେଉଛନ୍ତି । ଏପରିକି ବିଭିନ୍ନ ହାଇକୋର୍ଟ ଓ ସୁପ୍ରିମକୋର୍ଟ ମଧ୍ୟ କେନ୍ଦ୍ରକୁ ଅକ୍ସିଜେନ ଅଭାବ ପାଇଁ ଦାୟୀ କରି

ଉତ୍ତରପୂର୍ବ ଭାରତରେ ଶକ୍ତିଶାଳୀ ଭୂମିକମ୍ପ

ନୂଆଦିଲ୍ଲୀ: ଉତ୍ତରପୂର୍ବ ଭାରତରେ ଶକ୍ତିଶାଳୀ ଭୂମିକମ୍ପ । ସମଗ୍ର ଆସାମ ସମେତ ଉତ୍ତର ବଙ୍ଗ ଏବଂ ଉତ୍ତରପୂର୍ବାଞ୍ଚଳର ଅନ୍ୟାନ୍ୟ ଅଞ୍ଚଳରେ ମଧ୍ୟ ଅନୁଭୂତ ହୋଇଛି। ବୁଧବାର ସକାଳେ ଶକ୍ତିଶାଳୀ ଭୂମିକମ୍ପ ସଂଘଠିତ ହୋଇଛି। ରିକ୍ଟର୍‌ ସ୍କେଲ୍‌ରେ ଏହି ଭୂମିକମ୍ପର ତୀବ୍ରତା ଥିଲା ୬.୪।

ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା ମହାମାରୀ କରୋନା

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୩୮୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୧୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା

କରୋନା ରେକର୍ଡ଼ ପାର୍: ୨୪ ଘଣ୍ଟାରେ ୮୩୮୬ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ପାର ୮୩୮୬ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୨୮୫୧୫ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬୦୫ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୪୭୮୧ ଜଣ

ରେଡିଓରେ ସମ୍ବାଦ ପରିବେଷଣ ନେଇ ସୋଆ କମ୍ୟୁନିଟିର ଅଭିନବ ପ୍ରୟାସ

ଭୁବନେଶ୍ୱର: ସୂଚନା ଏପରି ଏକ ମାଧ୍ୟମ ଯାହାଦ୍ୱାରା ଆଜି ମଣିଷ ପ୍ରଗତି ପଥରେ ଆଗେଇ ଚାଲିଛି । ପୂର୍ବରୁ ଲୋକଙ୍କୁ କୌଣସି ବିଷୟରେ ଜାଣିବା ପାଇଁ ଅନେକ ପ୍ରୟାସ କରିବାକୁ ପଡ଼ୁଥିଲା । କିନ୍ତୁ ବର୍ତମାନ ଇଣ୍ଟରନେଟ୍ ଯୁଗରେ ସୂଚନା ଏବେ ହାତ ପାହନ୍ତାରେ ଉପଲବ୍ଧ । କିନ୍ତୁ ସେହି ସୂଚନା ଠିକ୍ ନା