Odia News Portal

ମମତାଙ୍କ ଗଡ଼ରେ ମୋଦୀଙ୍କ ଅଧଘଣ୍ଟା ଅପେକ୍ଷା

କୋଲକାତା: ପଶ୍ଚିମବଙ୍ଗରେ ବାତ୍ୟା ୟାସ୍‌ରେ ଘଟିଥିବା କ୍ଷୟକ୍ଷତି ଉପରେ ସମୀକ୍ଷା କରିଛନ୍ତିି ପ୍ରଧାନମନ୍ତ୍ରୀ ।ତେବେ ଏହି ବୈଠକକୁ ମମତା ବାନାର୍ଜୀ ୩୦ ମିନିଟ୍‌ ବିଳମ୍ବରେ ପହଞ୍ଚିଥିଲେ।ତେବେ କେବଳ ମୁଖ୍ୟମନ୍ତ୍ରୀ ନୁହେଁ ରାଜ୍ୟର ମୁଖ୍ୟ ସଚିବ ମଧ୍ୟ ବିଳମ୍ବରେ ପହଞ୍ଚିଥିଲେ। ମୁଖ୍ୟମନ୍ତ୍ରୀ…

ଓଡିଶାକୁ ୫୦୦ କୋଟିର ସହାୟତା ଘୋଷଣା

.ବାତ୍ୟା ୟାସ୍‌ ପାଇଁ ମୋଟ୍‌ ହଜାରେ କୋଟି ଟଙ୍କା ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ .ମୃତକଙ୍କ ପରିବାରକୁ ମିଳିବ ୨ ଲକ୍ଷ ଟଙ୍କା . ମୁଖ୍ୟମନ୍ତ୍ରୀ ୨ଟି ଦୀର୍ଘସୂତ୍ରୀ ବ୍ୟବସ୍ଥା ଦାବି କଲେ

କର୍ମଜୀବୀ ସାମ୍ବାଦିକଙ୍କୁ ଅନୁକମ୍ପା ରାଶି ଓ ଅ।ର୍ଥିକ ସହାୟତା ପ୍ରଦାନ

ଭୁବନେଶ୍ୱର : ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ୭ ଜଣ କର୍ମଜୀବୀ ସାମ୍ବାଦିକଙ୍କୁ ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ଭିନ୍ନ ଭିନ୍ନ କାରଣ ପାଇଁ ଅନୁକମ୍ପା ରାଶି ଓ ଅ।ର୍ଥିକ ସହାୟତା ବାବଦକୁ ୫୫ ଲକ୍ଷ ୫୦ ହଜାର ଟଙ୍କା ପ୍ରଦାନ କରିଛନ୍ତି । ସେଥି…

କୋଭିଡ ସଂକ୍ରମିତ ନକ୍ସଲ୍ ମୃତ, ନାଟକୀୟ ଢଙ୍ଗରେ ୩ ଗିରଫ

ମାଲକାନଗିରି :  ଏବେ ଯବାନଙ୍କ ଗୁଳିମାଡକୁ ଭୟ କରୁନାହାଁନ୍ତି ମାଓବାଦୀ । କାହିଁକି ନା ସେମାନଙ୍କୁ ଗୁଳିମାଡ ନୁହେଁ ବରଂ କରୋନା ଭାଇରସ୍ କରୁଛି ଏନ୍‌କାଉଣ୍ଟର । ସତ ପ୍ରମାଣିତ ହେଲା ଓଡିଶା ଓ ଛତିଶଗଡ ରାଜ୍ୟ ପୋଲିସର ସୂଚନା । ମାଓ କ୍ୟାମ୍ପରେ ଆତଙ୍କ ଖେଳାଇଛି କରୋନା ସଂକ୍ରମଣ ।ଆଜି…

ସ୍ଥାୟୀ ବାତ୍ୟା ନିରୋଧୀ ଭିତ୍ତିଭୂମି ପାଇଁ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦାବି

ଭୁବନେଶ୍ୱର: ପ୍ରଧାମନ୍ତ୍ରୀଙ୍କର ବାତ୍ୟା ସମୀକ୍ଷା ବୈଠକରେ ଓଡ଼ିଶାରେ ସ୍ଥାୟୀ ଦୀର୍ଘ ମିଆଦି ବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ ଗୁରୁତ୍ୱପୂର୍ଣ୍ଣ ଦାବି ରଖିଛନ୍ତି।ଓଡ଼ିଶା ବାରମ୍ବାର ବାତ୍ୟା ଦ୍ୱାରା ପ୍ରଭାବିତ ହେଉଥିବାରୁ ଏକ ଦୀର୍ଘ ମିଆଦି ବ୍ୟବସ୍ଥା କରିବା ପାଇଁ…

ସୁଶାନ୍ତ ସିଂ ରାଜପୁତ ଡ୍ରଗ୍ସ ମାମଲା: ସିଦ୍ଧାର୍ଥ ପିଥାନି ଗିରଫ

ନୂଆଦିଲ୍ଲୀ: ଏକ ପ୍ରମୁଖ କାର୍ଯ୍ୟାନୁଷ୍ଠାନକ୍ରମେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଶୁକ୍ରବାର ଦିନ ଡ୍ରଗ୍ସ ମାମଲାରେ ବଲିଉଡର ସ୍ୱର୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଫ୍ଲାଟମେଟ ସିଦ୍ଧାର୍ଥ ପିଥାନିଙ୍କୁ ଗିରଫ କରିଛି। ଏନସିବି ଅଧିକାରୀ କହିଛନ୍ତି ଯେ, ହାଇଦ୍ରାବାଦରୁ…