ଅତ୍ୟାଧୁନିକ ସୁରକ୍ଷା ବଳୟରେ ରହିବ ପୁରୀ ଶ୍ରୀମନ୍ଦିର, ହେବ ୱାକିଟକି ବ୍ୟବସ୍ଥା: ଗିରୀଶ ଚନ୍ଦ୍ର ମୁର୍ମୁ
ଏଥର ଅତ୍ୟାଧୁନିକ ସୁରକ୍ଷା ବଳୟରେ ରହିବ ପୁରୀ ଶ୍ରୀମନ୍ଦିର । ଶ୍ରୀମନ୍ଦିର ଭିତରେ ଓ ବାହାରେ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ । ଶ୍ରୀମନ୍ଦିର ସୁରକ୍ଷା ନେଇ ପୁରୀ ନୀଳାଦ୍ରି ଭକ୍ତ ନିବାସରେ ବସିଥିବା ସୁରକ୍ଷା ସବ କମିଟି ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି । ସୁରକ୍ଷା ପାଇଁ…
