Odia News Portal

ରାଜ୍ୟରେ ଆଉ ୨୨ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨ ଜଣ ଆକ୍ରାନ୍ତ ପ୍ରାଣ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ

ବିବାହ-ଅନ୍ତେଷ୍ଟି କ୍ରିୟା ପାଇଁ ଆଉ ଯିବାକୁ ପଡିବନି ପୋଲିସ କାର୍ଯ୍ୟାଳୟ, ଘରେ ବସି କରିପାରିବେ ଆବେଦନ

ଭୁବନେଶ୍ୱର: କଟକ-ଭୁବନେଶ୍ୱରରେ ବିବାହ ଏବଂ ଅନ୍ତେଷ୍ଟି କ୍ରିୟା ପାଇଁ ଆଉ ଯିବାକୁ ପଡିବନି ପୋଲିସ କାର୍ଯ୍ୟାଳୟ । ସାଧାରଣ ଲୋକଙ୍କ ସୁରକ୍ଷା ଏବଂ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କମିସନରେଟ ପୋଲିସ ପକ୍ଷରୁ ଏକ ୱେବସାଇଟ ଲଞ୍ଚ କରାଯାଇଛି । ଏହି ୱେବସାଇଟ ଜରିଅାରେ ଘରେ ବସି କରିପାରିବେ…

ଓଡିଶା ପଇଁ ଗର୍ବ; ଶିବସୁନ୍ଦର ଦାସ ହେଲେ ଭାରତୀୟ ମହିଳା କ୍ରିକେଟ୍ ଦଳର ବ୍ୟାଟିଂ କୋଚ୍

ନୂଆଦିଲ୍ଲୀ : ଭାରତୀୟ ମହିଳା କ୍ରିକେଟ୍ ଦଳକୁ ମିଳିଲେ ଆଉ ଦୁଇ କୋଚ୍। ପୂର୍ବତନ ଓପନର ଶିବସୁନ୍ଦର ଦାସଙ୍କୁ ବ୍ୟାଟିଂ କୋଚ୍ ଭାବେ ନିଯୁକ୍ତ କରାଯାଇଥିବା ବେଳେ ଅଭୟ ଶର୍ମାଙ୍କୁ ଫିଲ୍ଡିଂ କୋଚ୍ କରାଯାଇଛି। ଦଳ ଆଗାମୀ ମାସରେ ଇଂଲଣ୍ଡ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଦଳ

ସଂକ୍ରମଣ ବୃଦ୍ଧି: ରାଜ୍ୟରେ ୧୦୩୨୧ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୨୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୩୩୩୦୨ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୫୪୨ ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୫୭୭୯ ଜଣ

ଜାଣନ୍ତୁ ମେ ୧୮ରେ କେମିତି କଟିବ ଆପଣଙ୍କ ଦିନ…

ଭୁବନେଶ୍ବର: ଆଜିର ରାଶିଫଳ ଆପଣଙ୍କ ପାଇଁ ଚାକିରି, ବ୍ୟବସାୟ, କାରବାର, ପରିବାର ଏବଂ ସାଙ୍ଗମାନଙ୍କ ସହିତ ସମ୍ପର୍କ, ସ୍ୱାସ୍ଥ୍ୟ ଏବଂ ଶୁଭ ଏବଂ ଶୁଭ ଏବଂ ଦିନସାରା ଘଟୁଥିବା ଘଟଣାର ଭବିଷ୍ୟବାଣୀ କରେ | *ମେଷ ରାଶିର ଦୈନିକ ରାଶିଫଳ :- ଆଜି ଆପଣଙ୍କ ପାଇଁ ଦିନଟି ଟିକେ କଷ୍ଟସାଧ୍ୟ

କରୋନା ସମୟରେ ଆମ୍ବୁଲାନ୍ସ ଭଡା ଧାର୍ଯ୍ୟ କଲେ ରାଜ୍ୟ ସରକାର

ଭୁବନେଶ୍ବର: କରୋନା ସମୟରେ ଧାର୍ଯ୍ୟ ହେଲା ଘରୋଇ ଆମ୍ବୁଲାନ୍ସ ପାଇଁ ଭଡ଼ା। ପରିବହନ ବିଭାଗର ନିଷ୍ପତି ମୁତାବକ ରୋଗୀ ପରିବହନ ପାଇଁ ମାରୁତି ଓମିନି ଆମ୍ବୁଲାନ୍ସ ଭଡ଼ା ବାବଦରେ ୭୫୦ଟଙ୍କା ନେଇପାରିବେ । ସେହିପରି ମାରୁତି ଓମିନି ଲାଇଫ ସପୋର୍ଟ ଆମ୍ଭୁଲାନ୍ସ ଭଡ଼ା ଆକାରରେ ୧୦୦୦ଟଙ୍କା

ମେ ୨୪ରୁ ଗାଁ’ରେ ଘରକୁ ଘର ବୁଲି ସର୍ଭେ କରିବେ ଆଶା କର୍ମୀ

*ପ୍ରତି ଗାଁ ରେ ଥିବା ଗାଁ କଲ୍ୟାଣ ସମିତି ହେବ କୋଭିଡ଼ ନିୟନ୍ତ୍ରଣ କାର୍ଯ୍ୟକ୍ରମରେ ସାମିଲ । *ଗାଁ ରେ ଲକ୍‌ଡାଉନ ଓ TMC ସଂପର୍କରେ ସରପଞ୍ଚମାନେ ପରିସ୍ଥିତିକୁ ଦେଖି ନିଷ୍ପତ୍ତି ନେଇପାରିବେ । *କୋଭିଡରେ ମୃତକଙ୍କ ବିଧବା ଓ ବାପା ମାଙ୍କୁ ହରାଇ ଥିବା ପିଲାଙ୍କୁ ମଧୁବାବୁ ପେନ୍‌ସନ୍‌ ।…