Odia News Portal

ଜାତୀୟ ପଞ୍ଚାୟତିରାଜ ଦିବସରେ ପୁରୀରେ ରାଜ୍ୟସ୍ତରୀୟ ସମାରୋହ, ୬ ଲକ୍ଷ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ବାଣ୍ଟିଲେ ନୂଆ…

ପଞ୍ଚାୟତିରାଜ ଦିବସରେ ବଣ୍ଟାଗଲା ନୂଆ ରାସନ୍ କାର୍ଡ । ପୁରୀ ତାଳବଣିଆରେ ଆୟୋଜିତ ରାଜ୍ୟସ୍ତରୀୟ ପଞ୍ଚାୟତିରାଜ ଦିବସ ସମାରୋହରେ ସାମିଲ ହୋଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବାଣ୍ଟିଛନ୍ତି ରାସନ୍ କାର୍ଡ । ପ୍ରାୟ ୬ ଲକ୍ଷ ହିତାଧିକାରୀଙ୍କୁ ରାସନ କାର୍ଡ ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ୨

ଭାରତର ପହଲଗାମ ଆକ୍ରମଣ ପ୍ରତିଶୋଧ, ପାକିସ୍ତାନ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ

ଭାରତ ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ପରେ ପାକିସ୍ତାନକୁ ସିନ୍ଧୁ ନଦୀର ଜଳ ପ୍ରବାହ ବନ୍ଦ କରିଛି । ଭାରତ ସରକାର ଏହି ଆତଙ୍କବାଦୀ ହମ୍‌ଲାକୁ ନେଇ କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି । ୧୯୬୦ ମସିହାରେ ସ୍ଥିରୀକୃତ ସିନ୍ଧୁ ଜଳ ଚୁକ୍ତିକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି । ଏହା

ଭଦ୍ରକ ମେଡିକାଲରେ ଅଘଟଣ, ଲିଫ୍ଟରେ ଚାପି ହୋଇ ରୋଗୀ ମୃତ

ଭଦ୍ରକ ମେଡିକାଲରେ ଅଘଟଣ । ଲିଫ୍ଟରେ ଫସି ଜଣେ ରୋଗୀଙ୍କର ମୃତ୍ୟୁ ହୋଇଛି । ମୃତ ରୋଗୀଙ୍କ ନାମ ମୀନତି ପରିଡ଼ା ବୋଲି ଜଣାପଡିଛି । ଏହି ଘଟଣା ପରେ ମେଡିକାଲ ପରିସରରେ ଉତ୍ତେଜନା ଦେଖାଦେଇଛି ।  ଖବର ଅନୁଯାୟୀ, ଭଦ୍ରକ ଗ୍ରାମାଞ୍ଚଳ ଥାନା ରାନ୍ଦିଆ ନରସିଂହପୁର ମୀନତି ପରିଡ଼ା ହଠାତ୍‌

ଆଜି ମିଳିବ ‘ସୁଭଦ୍ରା’ର ଷଷ୍ଠ ପର୍ଯ୍ୟାୟ ଟଙ୍କା, ଏକାସାଙ୍ଗରେ ଆସିବ ଦୁଇଟି କିସ୍ତି

ଆଜି ମିଳିବ ‘ସୁଭଦ୍ରା’ର ଷଷ୍ଠ ପର୍ଯ୍ୟାୟ ଟଙ୍କା । ପଞ୍ଚାୟତିରାଜ ଦିବସରେ ପୁରୀଠାରେ ସୁଭଦ୍ରା ଟଙ୍କା ଦେବେ ସରକାର । ସୁଭଦ୍ରା ଯୋଜନାକୁ ନେଇ ପ୍ରଭାତୀ ପରିଡ଼ାଙ୍କ ଏହି ଘୋଷଣା କରିଛନ୍ତି । ୧ ଲକ୍ଷ ୭୦ ହଜାର ମହିଳା ପାଇବେ ସୁଭଦ୍ରା ଟଙ୍କା । ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ ।

ପଞ୍ଚଭୂତରେ ବିଲୀନ ହେଲେ ପ୍ରଶାନ୍ତ ଶତପଥୀ, ଇସାଣୀ ଗାଁ ଶ୍ମଶାନରେ ହେଲା ଶେଷକୃତ୍ୟ ସମ୍ପନ୍ନ

ପ୍ରଶାନ୍ତ ଶତପଥୀଙ୍କ ଶେଷକୃତ୍ୟ ସମ୍ପନ୍ନ । ଇସାଣୀ ଗାଁ ଶ୍ମଶାନରେ ହେଲା ଶେଷକୃତ୍ୟ ସମ୍ପନ୍ନ । ଶେଷକୃତ୍ୟରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ହଜାର ହଜାର ଲୋକ ଅନ୍ତିମ ଯାତ୍ରାରେ ହେଲେ ସାମିଲ ।  ମୃତ ପ୍ରଶାନ୍ତଙ୍କ ପରିବାର ପାଇଁ ୨୦ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି

ପ୍ରଶାନ୍ତ ଶତପଥୀଙ୍କ ପରିବାରକୁ ଆର୍ଥିକ ସହାୟତା  ଘୋଷଣା

ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡିଆ ପୁଅ ପ୍ରଶାନ୍ତ ଶତପଥୀଙ୍କ ପରିବାରକୁ ମିଳିବ ୨୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା । ତାଙ୍କ ପତ୍ନୀଙ୍କୁ ମିଳିବ ସରକାରୀ ଚାକିରି , ପୁଅର ପାଠପଢା ଖର୍ଚ୍ଚ ବହନ କରିବେ ସରକାର । ଏହାସହ ଅନ୍ୟାନ୍ୟ ସୁବିଧାସୁଯୋଗ ଯୋଗାଇ ଦିଆଯିବ । ଘୋଷଣା କଲେ

କ୍ୟାବିନେଟ ବୈଠକ ,୬ ପ୍ରସ୍ତାବକୁ ଅନୁମୋଦନ, ଭିଜନ୍ ଡକ୍ୟୁମେଣ୍ଟ ୨୦୩୬ ଉପରେ ଆଲୋଚନା

ଲୋକ ସେବା ଭବନରେ ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ବୁଧବାର ଓଡ଼ିଶା କ୍ୟାବିନେଟ୍ ୬ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ସରକାରୀ ସୂତ୍ର ଅନୁଯାୟୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକ ଅପରାହ୍ନରେ ଅନୁଷ୍ଠିତ ହୋଇଥିଲା। ବୈଠକରେ ଆଲୋଚନା

ରାଜ୍ୟ କ୍ୟାବିନେଟ୍‌ରେ ୭ଟି ପ୍ରସ୍ତାବକୁ ଅନୁମୋଦନ

ରାଜ୍ୟ କ୍ୟାବିନେଟ୍ ବୈଠକ। ଆଉ ଏହି ବୈଠକରେ ୭ଟି ପ୍ରସ୍ତାବକୁ ମିଳିଲା ଅନୁମୋଦନ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା। ଏହି ବୈଠକ ଅତ୍ୟନ୍ତ ଗୁରୁତ୍ୱ ବହନ କରୁଥିଲା। ଦୀର୍ଘ ଅଢେଇ ଘଣ୍ଟା ଧରି ବିଭିନ୍ନ ପ୍ରସ୍ତାବ ଉପରେ ଆଲୋଚନା ଚାଲିଥିଲା। ଆଉ ଏବେ ସେହି ବୈଠକ ସରିଛି।

ପ୍ରଶାନ୍ତଙ୍କ ପରିବାରକୁ ଭେଟିଲେ ଅପରାଜିତା ଷଡ଼ଙ୍ଗୀ : ସାଂସଦଙ୍କୁ କୁଣ୍ଢାଇ କାନ୍ଦିଲେ ପତ୍ନୀ

ଜମ୍ମୁକାଶ୍ମୀର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ନାଗରିକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ । ପ୍ରାଣ ହରାଇଥିବା ଓଡ଼ିଆ ପୁଅ ପ୍ରଶାନ୍ତ ଶତପଥୀଙ୍କ ପରିବାରକୁ ମଧ୍ୟ ଭେଟିଛନ୍ତି । ସାଂସଦଙ୍କୁ ଦେଖିବା ପରେ କୋହ ସମ୍ଭାଳିପାରି ନଥିଲେ ପ୍ରଶାନ୍ତଙ୍କ

ପହଲଗାମ ଆକ୍ରମଣ : ସମ୍ପୃକ୍ତ ଥିଲେ ୬ ଆତଙ୍କବାଦୀ

ପହଲଗାମ ଆକ୍ରମଣରେ ସମ୍ପୃକ୍ତ ଥିଲେ ୬ ଆତଙ୍କବାଦୀ । ଆକ୍ରମଣ ପଛରେ ପାକିସ୍ତାନୀ ଆତଙ୍କୀଙ୍କ ହାତ ଥିବା ସୂଚନା । ୬ ଆତଙ୍କୀଙ୍କ ମଧ୍ୟରେ ୪ ପାକିସ୍ତାନୀ ଓ ୨ ସ୍ଥାନୀୟ ଆତଙ୍କୀଙ୍କ ହାତ ଥିବା ସୂଚନା ମିଳିଛି । ତେବେ ଏହି ଆତଙ୍କୀଙ୍କ ମଧ୍ୟରୁ ୪ ଜଣଙ୍କ ଫଟୋ ସାମ୍ନାକୁ ଆସିଛି । ୩ ଜଣଙ୍କ