Sign in
Sign in
Recover your password.
A password will be e-mailed to you.
ତୀରଥ ସିଂହ ରାୱତ ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ
ଉତ୍ତରାଖଣ୍ଡ: ଘୋଷଣା ହୋଇଛି ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ । ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ପ୍ରଚାରକ ତଥା ବିଜେପିର ବରିଷ୍ଠ ନେତା ତୀରଥ ସିଂହ ରାୱତଙ୍କୁ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ପ୍ରଦାନ କରା ଯାଇଛି। ଡେରାଡୁନ ସ୍ଥିତ ବିଜେପି କାର୍ଯ୍ୟାଳୟରେ ବସିଥିବା ବିଜେପି ବିଧାୟକ ଦଳ!-->…
ଆଜି ୯ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ
ଶିମିଳିପାଳରେ ନିଆଁ ଲିଭାଇବାରେ ବିଫଳତାକୁ ନେଇ ବନ୍ଦ ଡାକରା
ନୂଆପଡ଼ାବାସୀଙ୍କ ସ୍ବପ୍ନ ସାକାର୍ ପଥରେ ନବୀନ
ଆଜି ଲୋକାର୍ପିତ ହେବ ବହୁ ପ୍ରତୀକ୍ଷିତ ନୂଆପଡା ଲୋୟର ଇନ୍ଦ୍ର ପ୍ରକଳ୍ପ
ନଜରରେ ସମ୍ବେଦନଶୀଳ ସ୍ଥାନ
ଭୁବନେଶ୍ବର: ଗତ ୪ରୁ ୫ ମାସ ମଧ୍ୟରେ ବର୍ଷା ହୋଇ ନଥିବାରୁ ଚଳିତ ବର୍ଷ ରାଜ୍ୟର କେତେକ ସ୍ଥାନରେ ବନାଗ୍ନି ଦେଖାଯାଇଛି। ଏହାର ନିୟନ୍ତ୍ରଣ ଏବଂ ନିର୍ବାପନ ପାଇଁ ତତ୍କ୍ଷଣାତ୍ ସମନ୍ବିତ ଭାବେ କାର୍ଯ୍ୟ କରିବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଜିଲ୍ଲାସ୍ତରୀୟ!-->…
ବଦଳିଲେ ପଶ୍ଚିମବଙ୍ଗ ଡିଜିପି
କୋଲକାତା ୦୯।୦୩: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପୂର୍ବରୁ ନିର୍ବାଚନ ଆୟୋଗ ଆକ୍ସନ ମୋଡକୁ ଆସିଛନ୍ତି। ମଙ୍ଗଳବାର ଆୟୋଗ ପଶ୍ଚିମବଙ୍ଗର ପୋଲିସ ମହାନିର୍ଦ୍ଦେଶକଙ୍କ ବଦଳି କରିଛନ୍ତି। ଡିଜିପି ବୀରେନ୍ଦ୍ରଙ୍କ ଜାଗାରେ ପି ନିରଜନୟନଙ୍କୁ ଦାୟିତ୍ଵ ଦିଆଯାଇଛି। ନିର୍ବାଚନ ଆୟୋଗ!-->…
୧୦ରୁ ସମସ୍ତ ବିଧାୟକଙ୍କ କୋଭିଡ୍ ଟେଷ୍ଟ
ଭୁବନେଶ୍ୱର: ଆସନ୍ତା ୧୨ତାରିଖରୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । କରୋନା ସଂକ୍ରମଣକୁ ଆଖି ଆଗରେ ରଖି ଏହି ଅଧିବେଶନ ପୂର୍ବରୁ କେତେକ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି । ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇ କହିଛନ୍ତି ଯେ,!-->…
ବିକାଶର ନୂଆଚିତ୍ର ଦେଖିବ ନୂଆପଡ଼ା
ଭୁବନେଶ୍ୱର: ଆସନ୍ତାକାଲି ନୂଆପଡ଼ା ଯିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ସମସ୍ତ ପ୍ରସ୍ତୁତି କରାଯାଇଛି । ରାଜ୍ୟ ସରକାର ସମ ବିକାଶକୁ ଗୁରୁତ୍ୱ ଦେଉଥିବାରୁ ପ୍ରାୟ ୪ ହଜାର କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିପାରନ୍ତି ନବୀନ । ପଛୁଆ ଜିଲ୍ଲାକୁ ଆଗକୁ ଆଣିବା ପାଇଁ ସରକାର!-->…
ପାରାଦୀପରେ ଅତ୍ୟାଧୁନିକ ପ୍ଲାଷ୍ଟିକ୍ ପାର୍କ
ଅତ୍ୟାଧୁନିକ ପ୍ଲାଷ୍ଟିକ୍ ପାର୍କ ପାଇଁ ଏମଓୟୁ ସ୍ୱାକ୍ଷର
