Odia News Portal

ଓଡ଼ିଶା ଓ୍ୱାନ୍ ପୋର୍ଟାଲ ଲୋକାର୍ପିତ

ଭୁବନେଶ୍ୱର: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ । ତେବେ ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୦୦୦ରୁ ଅଧିକ ମୋ ସେବାକେନ୍ଦ୍ର ଓ ଓଡ଼ିଶାଓ୍ୱାନ୍ ପୋର୍ଟାଲ ଲୋକାର୍ପିତ କରିଛନ୍ତି । 5T ଉପକ୍ରମ ଅନୁଯାୟୀ ଏହି କାର୍ଯ୍ୟକ୍ରମ ଆରମ୍ବ କରାଯାଇଛି। ଏହି ଅବସରରେ

ବିଜୁ ଜୟନ୍ତୀରେ ବିଜେଡି ପକ୍ଷରୁ ସାଇକେଲ ରାଲି

ଭୁବନେଶ୍ବର: ଆଜି ମହାନ ଜନ ନାୟକ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜନ୍ମ ଜୟନ୍ତୀ । ସାରା ରାଜ୍ୟରେ ଏହାକୁ ପଂଚାୟତିରାଜ ଦିବସ ଭାବେ ପାଳନ କରାଯାଉଛି ।ତେବେ ବିଜୁ ଜନତା ଦଳ ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜନ୍ମ ଦିନକୁ ଖୁବ୍ ଉତ୍ସାହର ସହ ପାଳନ କରାଯାଉଛି । ଆଜି କଟକ ସ୍ଥିତ ଆନନ୍ଦ

ପ୍ରବାଦ ପୁରୁଷ ଓଡ଼ିଶାର ସ୍ୱାଭିମାନ ବିଜୁ ବାବୁ….

ଭୁବନେଶ୍ବର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଆଜି ୧୦୫ ତମ ଜନ୍ମ ଜୟନ୍ତୀ। ଏହି ଅବସରରେ ବିଜୁ ବାବୁଙ୍କୁ ମନେ ପକାଉଛନ୍ତି ସମ୍ପୂର୍ଣ୍ଣ ଓଡ଼ିଶାବାସୀ। ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ୧୯୧୬ ମସିହା ମାର୍ଚ୍ଚ ୫