Odia News Portal

ଲୋକସେବା ଆୟୋଗ ଅଧ୍ୟକ୍ଷ ହେଲେ ସତ୍ୟଜିତ୍ ମହାନ୍ତି

ଭୁବନେଶ୍ୱର: ପୋଲିସ୍‌ ବିଭାଗରେ ୩୩ ବର୍ଷ କାମ କରିବା ପରେ ଗତକାଲି ସ୍ୱେଚ୍ଛାକୃତ ଅବସର ନେଇଥିବା ଆଇ.ପି.ଏସ୍ ସତ୍ୟଜିତ ମହାନ୍ତି ଆଜି ଲୋକସେବା ଆୟୋଗ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଗତକାଲି ସ୍ୱେଚ୍ଛାକୃତ ଅବସର ନେବା ପରେ ତାଙ୍କୁ କଟକରେ ବିଦାୟୀ ସମ୍ବର୍ଦ୍ଧନା ଦିଆଯାଇଥିଲା।