Odia News Portal

ମାର୍ଚ୍ଚ ପହିଲାରୁ ସକାଳୁଆ ସ୍କୁଲ୍

ଫେବ୍ରୁଆରି ଆରମ୍ଭ ରାଜ୍ୟରେ ଅସହ୍ୟ ଗରମ ।ରାଜଧାନୀ ଭୁବନେଶ୍ଵର ପାଲଟିଛି ଦେଶର ସବୁଠାରୁ ଉତ୍ତପ୍ତ ସହର ପାଲଟିଛି। ଅନ୍ୟ ସହରଗୁଡ଼ିକର ତାପମାତ୍ରା ବି ଅନୁରୂପ ଭାବେ ବଢ଼ି ଚାଲିଛି । ଆଗକୁ ସ୍ଥିତି ଆହୁରି ବିଗିଡ଼ିବାର ଆଶଙ୍କା ଥିବା ନେଇ ପାଣିପାଗ ବିଭାଗ ଓ ସ୍ବତନ୍ତ୍ର ରିଲିଫ୍‌

ଖରା ପାଇଁ ସକାଳୁଆ ସ୍କୁଲ

ଭୁୁବନେଶ୍ୱର : ଖରାର ପ୍ରକୋପ ବୃଦ୍ଧି ପାଉଥିବାରୁ ସକାଳୁଆ ସ୍କୁଲ କରିବାକୁ ରାଜ୍ୟ ସରକାର ନିଷ୍ପି ନେଇଛନ୍ତି । ନିଷ୍ପତି ଅନୁଯାୟୀ ନବମ ଓ ଏକାଦଶ ଶ୍ରେଣୀ ସକାଳ 7ଟାରୁ 9ଟା ଯାଏଁ ଚାଲିବ ଏବଂ ଦଶମ ଓ ଦ୍ୱାଦଶ ଶ୍ରେଣୀ ସକାଳ 9ଟାରୁ ଦିନ 1ଟା ଯାଏଁ ଚାଲିବ ଏନେଇ ସବୁ ଡିଇଓମାନଙ୍କୁ ଗଣଶିକ୍ଷା

ଅଧିକ ଋଣ ଯୋଗାଇବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀ, ମିଶନ ଶକ୍ତି, ଏମଏସଏମଇ କ୍ଷେତ୍ରକୁ ଋଣ ଯୋଗାଣର ସମୀକ୍ଷା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମିଶନ ଶକ୍ତିକୁ ବାର୍ଷିକ 5ଶହ କୋଟି ଅଧିକ ଋଣ ଦିଆଯିବ ଭଲ ପ୍ରଦର୍ଶନକାରୀ ବ୍ୟାଙ୍କକୁ ପୁରସ୍କୃତ କରାଯିବ । ଗତ

ନିର୍ବାଚନ ପାର୍ ପାଇଁ କାଳିଆ ଭରଷା

କୋଲକାତା: ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ ପୁରୀରୁ ଜଗନ୍ନାଥଙ୍କ ବାଡଗ୍ରାହୀ ଜଗନ୍ନାଥ ସ୍ୱାଇଁ ମହାପାତ୍ର କୋଲକାତା ଯାଇ ମମତାଙ୍କ ପାଇଁ ପୂଜାର୍ଚ୍ଚନା ଆରମ୍ଭ କରିଛନ୍ତି । ଆଜି ନିର୍ବାଚନ କମିଶନ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ପୂର୍ବରୁ ମମତାଙ୍କ ବାସଭବନରେ ଆରମ୍ଭ ହୋଇଥିଲା

ନିର୍ବାଚନୀ ବିଗୁଲ୍: ମେ’ ୨ରେ ୪ ଟି ରାଜ୍ୟ ଫଳାଫଳ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ, ପୁଡୁଚେରୀ ଓ କେରଳ ବିଧାନସଭା ନିର୍ବାଚନ ତାରିଖ ଆଜି ଘୋଷଣା। ନିର୍ବାଚନ ଆୟୋଗ ଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନରେ ଆଜି ଏନେଇ ପ୍ରେସମିଟ୍ ଜରିଆରେ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ତେବେ ସାମ୍ବାଦିକ ସମ୍ମିଳନୀ ଆରମ୍ଭ ପୂର୍ବରୁ କୋଭିଡ

ଯୋଗ୍ୟତା ଭିତ୍ତିରେ ମିଳିବ ନିଯୁକ୍ତି: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ଆନ୍ଦୋଳନରତ ଏଏନ୍‌ଏମ୍‌ଙ୍କ ପ୍ରସଙ୍ଗରେ ଗୃହରେ ବିବୃତ୍ତି ରଖିଥିଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ। କୋଭିଡ୍‌ ସମୟରେ କାମ କରିଥିବା ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯିବ ବୋଲି ସେ କହିଛନ୍ତି। ରାଜ୍ୟରେ ୧୦୯୯ ଖାଲି ଥିବା ଏଏନ୍‌ଏମ୍‌ ପଦବୀରେ ନିଯୁକ୍ତ ଦିଆଯିବ।