Odia News Portal

କଂଗ୍ରେସ କଳି: ୨ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ

ଭୁବନେଶ୍ବର: ପୁଣି ଦାଣ୍ଡରେ ପଡି ହାଟରେ ଗଡିଲା କଂଗ୍ରେସ କଳି । କଂଗ୍ରେସ ଭବନର ପାର୍ଟି ଅଫିସରେ ୨ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ । କଂଗ୍ରେସ ଭବନ ପରିସରରେ ହେବାକୁ ଥିବା ଓବିସି ସେଲ୍‌ ବୈଠକ ପୂର୍ବରୁ ଏଭଳି ଅପ୍ରିତିକର ପରିସ୍ଥିତି ସୃଷ୍ଟି ହୋଇଛି । ସୂଚନା ଅନୁଯାୟୀ, ଆଜି କଂଗ୍ରେସ

ମାର୍ଚ୍ଚ ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ପାଠପଢ଼ା

ଭୁବନେଶ୍ୱର: ମାର୍ଚ୍ଚ ପହିଲାରୁ ଯୁକ୍ତ ୩ ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଅନ୍‌ଲାଇନ୍‌ ପାଠପଢ଼ା ଆରମ୍ଭ । ଏନେଇ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ବିଶ୍ୱବିଦ୍ୟାଳୟ କୁଳପତି ଓ ସରକାରୀ ଏବଂ ଘରୋଇ ମହାବିଦ୍ୟାଳୟର ଅଧ୍ୟକ୍ଷମାନଙ୍କୁ ଚିଠି ଲେଖିଛନ୍ତି । ରାଜ୍ୟରେ

ଦ୍ୱିପର୍ଯ୍ୟାୟ ଟିକାକରଣ ପାଇଁ ପ୍ରସ୍ତୁତି ଜୋରଦାର

ଭୁବନେଶ୍ବର: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ବୟସ୍କଙ୍କୁ ଟିକାକରଣ ସଂପର୍କରେ ଘୋଷଣା କରାଯିବା ପରେ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି । କିଭଳି ଢଙ୍ଗରେ ଟିକାକରଣ କରାଯିବ, ତାହାର ଏକ ପ୍ଲାନିଂ ପ୍ରସ୍ତୁତ କରିବା ଲାଗି ସବୁ ଜିଲ୍ଲାପାଳ ଓ ୫ମହାନଗର ନିଗମକୁ ଚିଠି

ଜାରି ହେଲା ଗ୍ରୀଷ୍ମ ପ୍ରବାହ ଗାଇଡଲାଇନ

ଭୁବନେଶ୍ଵର : ରାଜ୍ୟରେ ଧୀରେ ଧୀରେ ତାପମାତ୍ରା ବଢିବା ଆରମ୍ଭ କରିଛି। ଚଳିତ ବର୍ଷ ପ୍ରଚଣ୍ଡ ଖରା ହେବାର ସମ୍ଭାବନା ମଧ୍ୟ ରହିଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପ୍ରସ୍ତତୁ ରହିବାକୁ ସ୍ଵତନ୍ତ୍ର ରିଲିଫ କମିଶନର ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି। ଚଳିତ ବର୍ଷ ଖରାଦିନେ ମଧ୍ୟ

ଇଂଲଣ୍ଡ ୧୧୨, ଭାରତ ୩/୯୯

ଅହମ୍ମଦାବାଦ : ସ୍ପିନର ଅକ୍ଷର ପଟେଲଙ୍କ ଶାଣିତ ବୋଲିଂ ପରେ ରୋହିତ ଶର୍ମାଙ୍କ ଅର୍ଦ୍ଧଶତକ ବଳରେ ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯାଉଥିବା ସିରିଜ୍‌ର ତୃତୀୟ ଟେଷ୍ଟର ପ୍ରଥମ ଦିନରେ ଭାରତର ସ୍ଥିତି ମଜବୁତ ରହିଛି। ପ୍ରଥମ ଦିନରେ ଇଂଲଣ୍ଡ ୧୧୨ ରନରେ ଅଲଆଉଟ୍ ହେବା ପରେ ଭାରତ

ଅକ୍ଷରଙ୍କ ସ୍ପିନ୍ ଯାଦୁରେ ଆଣ୍ଠେଇଲା ଇଂଲଣ୍ଡ

ଅହମ୍ମଦାବାଦ: ଭାରତ-ଇଂଲଣ୍ଡ ତୃତୀୟ ଟେଷ୍ଟ ମ୍ୟାଚରେ ଇଂଲଣ୍ଡର ବ୍ୟାଟିଂ ବିପର୍ଯ୍ୟୟ । ପ୍ରଥମ ଇଂନିସ ଶେଷ ସୁଦ୍ଧା ୧୧୨ ରନରେ ଅଲଆଉଟ ହେଲା ଇଂଲଣ୍ଡ । ପ୍ରଥମ ଇଂନିସରେ ୧୧୨ ରନରେ ଅଲଆଉଟ ହେଲା ଇଂଲଣ୍ଡ । ବିଶ୍ୱର ସବୁଠାରୁ ବଡ ଷ୍ଟାଡିୟମର ପ୍ରଥମ ମ୍ୟାଚରେ ଭାରତର ଚମତ୍କାର ପ୍ରଦର୍ଶନ