ଭିଜୁଛି ରାଜ୍ୟ, ଅତି ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
ରାଜ୍ୟରେ ଜାରି ରହିଛି ବର୍ଷା । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କିଛି କିଛି ସ୍ଥାନରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ଅତିପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ!-->…
