Odia News Portal

ମହାମାରୀକୁ ନେଇ ବିଜେପି ରାଜନୀତି କରୁଛି

ଭୁବନେଶ୍ୱର : ଭୟାବହ କରୋନା ମହାମାରୀର ମୁକାବିଲା ପାଇଁ ଓଡିଶାର ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ ଏକତ୍ର ଭାବେ କାର୍ଯ୍ୟ କରିବାକୁ ଚାହୁଁଥିବାବେଳେ ଓଡିଶା ବିଜେପି ନେତାମାନେ କିନ୍ତୁ ଏହା ଚାହୁଁ ନାହାନ୍ତି । ରାଜ୍ୟ ବିଜେପି ନେତାମାନେ କରୋନାକୁ ନେଇ ହୀନ ରାଜନୀତି ଆରମ୍ଭ କରିଥିବା…

ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୩୭୨୦୪ କୁ ବୃଦ୍ଧି

ଭୁବନେଶ୍ୱର : ଗତ ୨୪ ଘଂଟାରେ ରାଜଧାନୀ ଭୁବନେଶ୍ୱରରେ ଆଉ ୪୭୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିରୁ ୮୮ ଜଣ କ୍ୱାରେଂଟାଇନ୍ ରେ ଥିବା ବେଳେ ୩୮୮ ଜଣ ଲୋକାଲ୍ କେସ୍ । ସେହିପରି ୨୪ ଘଂଟାରେ ଆଉ ୧୪୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଟ୍ୱିଟ୍…

୨୫ରୁ ଏମସ୍ ଓପିଡି ବନ୍ଦ

ଭୁବନେଶ୍ୱର : ଆସନ୍ତା ୨୫ ତାରିଖରୁ ଭୁବନେଶ୍ୱର ଏମସ୍ ହସ୍ପିଟାଲ ଓପିଡି ବନ୍ଦ ରହିବ । ହସ୍ପିଟାଲର କିଛି ସ୍ୱାସ୍ଥ୍ୟକର୍ମୀ ଓ ରୋଗୀ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବାରୁ ଏବଂ କିଛି ସ୍ୱାସ୍ଥ୍ୟକର୍ମୀ କରୋନା ରୋଗୀଙ୍କ ସଂସ୍ପର୍ଶରେ ଆସିଥିବାରୁ ହସ୍ପିଟାଲ ଓପିଡିକୁ ବନ୍ଦ କରିବାକୁ ନିଷ୍ପତି…

ୱାର୍ଡ ପୁନର୍ଗଠନ ପ୍ରକ୍ରିୟା ପାଇଁ ହାଇକୋର୍ଟଙ୍କ ରାୟ

କଟକ: ରାଜ୍ୟରେ ପୌର ନିର୍ବାଚନ ବିଳମ୍ବ ହେଉଥିବା ନେଇ ଦାୟର ଏକ ମାମଲାର ଶୁଣାଣି କରି ଓଡିଶା ହାଇକୋର୍ଟ ଯଥାଶୀଘ୍ର ୱାର୍ଡ ପୁନର୍ଗଠନ ଓ ସଂରକ୍ଷଣ ପ୍ରକ୍ରିୟା ଆରମ୍ଭ କରିବାକୁ ନିର୍ଦ୍ଧେଶ ଦେଇଛନ୍ତି।ଆବେଦନକାରୀ ହେମନ୍ତ ରଥ ଙ୍କ ପକ୍ଷରୁ ଦାୟର ମାମଲାର ଶୁଣାଣି କରି ହାଇକୋର୍ଟ ବିଚାରପତି…

ସ୍ୱର୍ଗଦ୍ୱାର ରୂପାନ୍ତରଣ କାର୍ଯ୍ୟ ସମୀକ୍ଷା କଲେ ପୂର୍ତ୍ତ ସଚିବ

ଭୁବନେଶ୍ବର: ପୂର୍ତ୍ତ ବିଭାଗ ସଚିବ କ୍ରିଷ୍ଣନ କୁମାର ଏବଂ ପୁରୀ ଜିଲ୍ଲାପାଳ ସମେତ ଅନେକ ବରିଷ୍ଠ ଅଧିକାରୀ ଆଜି ସ୍ୱର୍ଗଦ୍ୱାର ଯାଇ ରୂପାନ୍ତରଣ କାର୍ଯ୍ୟର ସମୀକ୍ଷା କରିଛନ୍ତି | ସ୍ୱର୍ଗଦ୍ୱାର ରୂପାନ୍ତରଣ କାର୍ଯ୍ୟ ପୂରା ହେବା ପୂର୍ବରୁ ନିମ୍ନଲିଖିତ କାର୍ଯ୍ୟଗୁଡ଼ିକ ସମ୍ପୂର୍ଣ୍ଣ ହେବ ଯଥା:…