ଲିଙ୍ଗରାଜ ମନ୍ଦିର ନୀତିକାନ୍ତି ନେଇ ଗଠନ ହେବ ସ୍ବତନ୍ତ୍ର କମିଟି
ଶ୍ରୀ ଲିଙ୍ଗରାଜ ମନ୍ଦିର ପାଇଁ ଗଠନ ହେବ ସ୍ଵତନ୍ତ୍ର କମିଟି । ଜଣେ ହାଇକୋର୍ଟଙ୍କ ଅବସର ପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ । ସମସ୍ତ ନିଯୋଗ ଙ୍କ ସହ ଆଲୋଚନା କରି ନିତିକାନ୍ତି ଉପରେ ବିଚାର କରିବେ । ବିଭିନ୍ନ ନିଯୋଗ ପାଖରେ ଥିବା ଭିନ୍ନ ଭିନ୍ନ ସେବା ଏବଂ!-->…
