Odia News Portal

୧୦ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟରେ ୧୦ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଗତକାଲି ସୋମବାର ବସିଥିଲା ରାଜ୍ୟ କ୍ୟାବିନେଟ୍ ବୈଠକ । ଆଜି ବିଧାନସଭାରେ ଏ ନେଇ ସୂଚନା ଦେଇଛନ୍ତି ସଂସ୍କୃତି ମନ୍ତ୍ରୀ । ଗ୍ରୀଡକୋ ଋଣ ଟଙ୍କାର ବ୍ୟାଙ୍କ ଗ୍ୟାରେଣ୍ଟି ସମୟ ୭ ବର୍ଷକୁ ବୃଦ୍ଧି କରାଯାଇଛି ।

ବିଦାୟ ନେଲା ସୁନ୍ଦରୀ

ଅନୁଗୁଳ: ଦୀର୍ଘ ୩ ବର୍ଷ ଯାଏଁ ସାତକୋଶିଆ ଅଭୟାରଣ୍ୟ ଭିତରେ ସ୍ଥାନୀୟ ଲୋକଙ୍କ ନିଦ ହଜାଇ ଦେଇଥିବା ବାଘୁଣୀ ‘ସୁନ୍ଦରୀ’ ଶେଷରେ ମଧ୍ୟପ୍ରଦେଶ ଫେରିଯାଇଛି। ସାତକୋଶିଆ ଅଭୟାରଣ୍ୟର ବନ୍ୟ ପ୍ରାଣୀ ଚିକିତ୍ସକ କିଶୋର ସାହୁ ଏହି ସୂଚନା ଦେଇଛନ୍ତି। ବନ ବିଭାଗର ବହୁ ଉଦ୍ୟମ ପରେ ସୁନ୍ଦରୀକୁ

ଏପ୍ରିଲ ୧ରୁ ୪୫ ବର୍ଷରୁ ଅଧିକ ବୟସର ଲୋକଙ୍କୁ ଟିକା

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ଆରମ୍ଭ ହୋଇଥିବା ସମୟରେ ଦେଶରେ ଦିନକୁ ୪୦ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଏହାକୁ ଆୟତ କରିବାକୁ କେନ୍ଦ୍ର ସରକାର ଏକ ବଡ ନିଷ୍ପତ୍ତି ଗ୍ରହଣ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର ସୂଚନା ମୁତାବକ, ଏପ୍ରିଲ

ଗାନ୍ଧୀଙ୍କ ହୃଦୟରେ ଥିଲା ଓଡ଼ିଶା : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଅଭିଭାଷଣରେ କହିଛନ୍ତି, ଆମ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ହୃଦୟରେ ଓଡ଼ିଶାର ଏକ ବିଶେଷ ସ୍ଥାନ ଥିଲା। ମହାତ୍ମା ଆଠଥର ଓଡ଼ିଶା ଗସ୍ତ କରିଥିଲେ ଏବଂ ମୁଁ ଖୁସି ଯେ ବିଧାନସଭା ଗାନ୍ଧୀଙ୍କ ଓଡ଼ିଶା ଗସ୍ତର ଶତବାର୍ଷିକୀକୁ

ମିଥୁନଙ୍କୁ ଟିକେଟ ଦେଲାନି ବିଜେପି

କୋଲକାତା: ଭାରତୀୟ ଜନତା ପାର୍ଟି (ବିଜେପି)ରେ ଯୋଗଦେବାର କିଛି ଦିନ ପରେ ଗତକାଲି ବଲିଉଡ ଅଭିନେତା ମିଥୁନ ଚକ୍ରବର୍ତ୍ତୀ କୋଲକାତାର ଭୋଟର ଭାବେ ତାଙ୍କର ନାମ ପଞ୍ଜୀକରଣ କରିଥିଲେ। ପୂର୍ବରୁ ମୁମ୍ବାଇର ଭୋଟର ଥିବା ଏହି ଅଭିନେତା ନିଜକୁ କାଶୀପୁର- ବେଲଗାଛିଆର ଭୋଟର ଭାବରେ ପଞ୍ଜୀକୃତ