ବିଏସକେୱାଇ ଦୁର୍ନୀତିର ଖୁବ୍ ଶୀଘ୍ର ତଦନ୍ତ ଆରମ୍ଭ ହେବ
ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବା ଲାଗି ଚୁକ୍ତିନାମା ସ୍ବାକ୍ଷରିତ ହେବା ପରେ ପୂର୍ବ ବିଜେଡି ସରକାରଙ୍କ ଉପରେ ବର୍ଷିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।
ସେ କହିଛନ୍ତି, ପୂର୍ବରୁ ବିଭିନ୍ନ ସ୍ଥାନରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ (ବିଏସକେୱାଇ)!-->!-->!-->…
