Odia News Portal

ଝଲସିଲା ପୁରୀ-ଭୁବନେଶ୍ୱର ବାଇପାସ୍‌

ଭୁବନେଶ୍ୱର: ପୁରୀ-ଭୁବନେଶ୍ୱର ବାଇପାସ୍‌ର ହେଲା ଆଲୋକୀକରଣ | ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆଜି ସଂଧ୍ୟାରେ ଭୁବନେଶ୍ୱରର ଟଙ୍କପାଣି ରୋଡସ୍ଥିତ ସାଇମନ୍ଦିର ଛକ ଠାରେ କଟକ-ପୁରୀ ବାଇପାସ୍‌ ରୋଡରେ ଏଲ୍‌ଇଡି ଷ୍ଟ୍ରିଟଲାଇଟ ଆଲୋକୀକରଣ ବ୍ୟବସ୍ଥାକୁ ଲୋକାର୍ପିତ କରିଛନ୍ତି । ଏହି

ହଷ୍ଟେଲ ଫି’ ଛାଡ଼ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଛାଡ଼ ହେଲା ୯ ମାସର ହଷ୍ଟେଲ ଫି’ | ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ସରକାରୀ ଆଇ.ଟି.ଆଇ କଲେଜରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କ ୯ ମାସର ହଷ୍ଟେଲ ଫି’ ଛାଡ କରାଯାଛି। ଏହା ଦ୍ୱାରା ପ୍ରାୟ ୩୦ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ ।

ହରିଶଙ୍କର-ନୃସିଂହନାଥ ରୋପ୍‌ ଓ୍ୱେ

ବଲାଙ୍ଗିର: ବଦଳିବ ହରିଶଙ୍କର ଓ ନୃସିଂହନାଥ ମନ୍ଦିର ପର୍ଯ୍ୟଟନସ୍ଥଳିର ରୂପରେଖ । ପର୍ଯ୍ୟଟକଙ୍କ ପାଇଁ କରାଯିବ ସମସ୍ତ ପ୍ରକାରର ସୁବିଧା । ଏବେ ସରକାରଙ୍କ ଫୋକସରେ ରହିଛି ପଶ୍ଚିମ ଓଡ଼ିଶା । ଆଜି ବରଗଡ଼ ଓ ବଲାଙ୍ଗୀର ଗସ୍ତରେ ଯାଇଥିଲେ 5T ସଚିବ । ତେବେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର

ଝରାଫୁଲ ମୃତ୍ୟୁ: ଡେମୋ ଦେଖାଇଲା ରାକେଶ

ଭୁବନେଶ୍ୱର: ଝରାଫୁଲଙ୍କ ମୃତ୍ୟୁ ମାମଲାରେ ଅଭିଯୁକ୍ତ ରାକେଶ ସ୍ୱାଇଁଙ୍କୁ ଭୁବନେଶ୍ୱରକୁ ଆଣିଲା ଯାଜପୁର ପୋଲିସ । ଅଭିଯୁକ୍ତ ରାକେଶ ସ୍ୱାଇଁକୁ ପୋଲିସ ଭୁବନେଶ୍ୱରକୁ ଆଣି ଧର୍ମବିହାର ସ୍ଥିତ ଶିବସାଇ ଗେଷ୍ଟ ହାଉସକୁ ନେଇଛି | କେଉଁ ସ୍ଥିତିରେ ଝରାଫୁଲଙ୍କର ମୃତ୍ୟୁ ହୋଇଥିଲା ଆଜି ସିନ୍

ବଢ଼ିଲା ମାଟ୍ରିକ ପରୀକ୍ଷା ଫର୍ମପୂରଣ ଅବଧି

ଭୁବନେଶ୍ୱର: ମାଟ୍ରିକ ପରୀକ୍ଷା ଫର୍ମପୂରଣ ଅବଧି ବଢ଼ାଇଲେ ରାଜ୍ୟ ସରକାର | ଫର୍ମପୂରଣ ଅବଧି ଫେବ୍ରୁଆରୀ ୧୦ ତାରିଖ ମଧ୍ୟରାତ୍ରି ପର୍ଯ୍ୟନ୍ତ ବୃଦ୍ଧି ହୋଇଛି | ହାଇସ୍କୁଲ , ଓପନ ସ୍କୁଲ ଓ ଧନ୍ଦାମୂଳକ ଶିକ୍ଷା ପାଇଁ ମଧ୍ୟ ଫର୍ମପୂରଣ ଅବଧି ବୃଦ୍ଧି ହୋଇଛି | ପୂର୍ବରୁ ଫେବ୍ରୁଆରୀ ୨