Odia News Portal

ଭାରତୀୟ ଲିଜେଣ୍ଡସ ଜିତିଲା ରୋଡ୍ ସେଫ୍ଟୀ ୱାର୍ଲ୍ଡ ସିରିଜ

ରାୟପୁର: ଚଳିତ ରୋଡ୍ ସେଫ୍ଟୀ ୱାର୍ଲ୍ଡ ସିରିଜର ଫାଇନାଲ୍ ମୁକାବିଲାରେ ଭାରତୀୟ ଲିଜେଣ୍ଡସ ପ୍ରତିପକ୍ଷ ଶ୍ରୀଲଙ୍କା ଲିଜେଣ୍ଡସକୁ ପରାସ୍ତ କରି ଟ୍ରଫି ହାସଲ କରିଛି । ଆଜି ମୁହାଁମୁହିଁ ହୋଇଥିଲେ ଦୁଇ ଏସୀୟ ଶକ୍ତି ଇଣ୍ଡିଆ ଲିଜେଣ୍ଡସ୍ ଓ ଶ୍ରୀଲଙ୍କା ଲିଜେଣ୍ଡସ୍। ଏହି ମ୍ୟାଚରେ ଯୁବରାଜ ସିଂହ

‘ହସ୍ପିଟାଲ ଦ୍ୱାରା ପ୍ରତ୍ୟକ୍ଷ ଓ ପରୋକ୍ଷରେ ହେବ ନିଯୁକ୍ତି ସୃଷ୍ଟି’: ରାଷ୍ଟ୍ରପତି

ରାଉରକେଲା: ଆଇଜିଏଚ ସୁପର ସ୍ପେଶାଲିଟି ହସ୍ପିଟାଲର ଉଦଘାଟନ | ରାଉରକେଲା ଆଇଜିଏଚ ସୁପର ସ୍ପେଶାଲିଟି ହସ୍ପିଟାଲ ଉଦଘାଟନ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ୨ଶହ ଶଯ୍ୟା ବିଶିଷ୍ଟ ଡ଼ାକ୍ତରଖାନା ଲୋକାର୍ପିତ ହୋଇଛି । ତେବେ ଏହି ଅବସରରେ ରାଷ୍ଟ୍ରପତି ସମ୍ବୋଧନ କରି କହିଛନ୍ତି,

୬ ରାଜ୍ୟରେ ସଂକ୍ରମଣ ଚିନ୍ତାଜନକ

ନୂଆଦିଲ୍ଲୀ : ଚଳିତ ବର୍ଷ ଭାରତରେ କରୋନାର ଦୈନିକ ସଂକ୍ରମଣ ସର୍ବାଧିକ ରହିଥିବାରୁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ରବିବାର କହିଛି ଯେ ଦେଶର ୬ ରାଜ୍ୟ ଯଥାକ୍ରମେ, ମହାରାଷ୍ଟ୍ର, କେରଳ, ପଞ୍ଜାବ, କର୍ଣ୍ଣାଟକ, ଗୁଜୁରାଟ ଏବଂ ମଧ୍ୟପ୍ରଦେଶ ନୂତନ କୋଭିଡ -19 ସଂକ୍ରମଣର 83.14%

ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ଗୋବିନ୍ଦା

ପୁରୀ: ବଲିଉଡ ଫିଲ୍ମ ଷ୍ଟାର ଗୋବିନ୍ଦା ଓ ତାଙ୍କ ଧର୍ମ ପତ୍ନୀ ଆଜି ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଆଶୀର୍ବାଦ ନେଇଛନ୍ତି। ମହାପ୍ରଭୁଙ୍କ ଅତି ନିକଟକୁ ଯାଇ ଦର୍ଶନ କରି ବିମୁଗ୍ଧ ହୋଇ ଯାଇଥିଲେ ଗୋବିନ୍ଦା । ତେବେ ମହାପ୍ରଭୁଙ୍କ ଆଶୀର୍ବାଦରେ ତାଙ୍କୁ ଦୈବୀ କୃପା ମିଳିଛି ବୋଲି ସେ କହିଛନ୍ତି