Odia News Portal

ହାଡ଼ଭଙ୍ଗା ଜାଡ: ୧୦ଟି ସ୍ଥାନରେ ୧୦ ଡ଼ିଗ୍ରୀ ତଳେ ତାପମାତ୍ରା

ଭୁବନେଶ୍ୱର: ରାଜ୍ୟର ୧୦ଟି ସ୍ଥାନରେ ୧୦ ଡ଼ିଗ୍ରୀ ତଳେ ତାପମାତ୍ରା । ଫୁଲବାଣୀ ଏବଂ କନ୍ଧମାଳରେ ୪ ଦଶମିକ ୫ଡିଗ୍ରୀ ରାତି ତାପମାତ୍ରା ରେକର୍ଡ଼ କରାଯାଇ ଥିବା ସମୟରେ ଦାରିଙ୍ଗବାଡ଼ିରେ ୭ ଦଶମିକ ୫, ବଲାଙ୍ଗୀରରେ ୭ ଦଶମିକ ୮, ଅନୁଗୁଳରେ ୯ ଦଶମିକ ୬, ବାରିପଦାରେ ୯ ଦଶମିକ ୬,

ଝରାଫୁଲ ମର୍ଡର: ରାକେଶକୁ ଜୋରଦାର ଜେରା

ଯାଜପୁର: ବହୁଚର୍ଚ୍ଚିତ ଝରାଫୁଲ ମୃତ୍ୟୁ ମାମଲାରେ ମୁଖ୍ୟ ଅଭିଯୁକ୍ତ ରାକେଶ ସ୍ୱାଇଁକୁ ଜୋରଦାର ଜେରା କରୁଛି ପୋଲିସ । ଯାଜପୁର କୁଆଖିଆ ଥାନାରେ ରାକେଶକୁ ପଚରାଉଚରା ଜାରି ରଖିଛି ପୋଲିସ। ୨୬ ତାରିଖ ରାତିରେ ଝରାଫୁଲ ସହିତ କ’ଣ ହୋଇଥିଲା ଏନେଇ ରାକେଶକୁ ନିକଟରୁ ସତ ଓଗାଳୁଛନ୍ତି ଏସଡିପିଓ

ଜିଲ୍ଲାକୁ ଜିଲ୍ଲା ଡେଉଁଛି ନକଲି କାରବାର

ଅନୁଗୁଳ: ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ତଳମୂଳ ପାଟଣା ଗ୍ରାମର ଚବିଶ ସାହୁ (୪୦)ଙ୍କର ଥିବା ଅଟାକଳ ଉପରେ ଗତକାଲି ଅପରାହ୍ନରେ ଜିଲ୍ଲା ସ୍ୱତନ୍ତ୍ର ସ୍କ୍ୱାର୍ଡ ଅତିରିକ୍ତ ଚଢ଼ାଉ | ଅଟାକଳରେ ବିଭିନ୍ନ ବ୍ରାଣ୍ଡର ଅପମିଶ୍ରଣ ହୋଇ ତିଆରି ହେଉଥିବା ଅଟା ଓ ହଳଦୀ ଜବତ କରି ଚବିଶ

ଯୌନ କେଳେଙ୍କାରୀ: ବନ୍ଧା ହେଲେ ପ୍ରଶିକ୍ଷିକା

ଭୁବନେଶ୍ୱର: ରାଜଧାନୀର ଭିନ୍ନକ୍ଷମ ତାଲିମ କେନ୍ଦ୍ରରେ ସେକ୍ସ ରାକେଟ୍‌ ଘଟଣାରେ ମହିଳା ପ୍ରଶିକ୍ଷକ ମଧୁମଞ୍ଜରୀ ଧଳଙ୍କୁ ଗିରଫ କରିଛି ପୋଲିସ । ଭିନ୍ନକ୍ଷମଙ୍କୁ ଯୌନ ନିର୍ଯାତନା ମାମଲାରେ ବନ୍ଧା ହେଲା ସୁରେଶ ବେହେରାର ମୁଖ୍ୟ ସହଯୋଗୀ ମଧୁମଞ୍ଜରୀ ଧଳ । ଭୁବନେଶ୍ୱର ଏୟାରପୋର୍ଟ

କୋଟପାଡ଼ ଦୁର୍ଘଟଣା: ପ୍ରଧାନମନ୍ତ୍ରୀଙ୍କ ଅନୁକମ୍ପା ରାଶି ଘୋଷଣା

କୋରାପୁଟ: ଜୟପୁର ସ୍ଥିତ କୋଟପାଡ଼ ଥାନା ଏନଏଚ୍-୩୨୬ର ସିନ୍ଧି ଗାଁ ମୂର୍ତ୍ତାହାଣ୍ଡିଠାରେ ଘଟିଥିବା ସଡ଼କ ଦୁର୍ଘଟଣାରେ ଗତକାଲି ୯ ଜଣଙ୍କର ମୃତ୍ୟୁ ହୋଇଥିଲା। କୋରାପୁଟ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏହି

୧୮ରୁ ରାଜ୍ୟ ବଜେଟ୍ ଅଧିବେଶନ

ଭୁବନେଶ୍ୱର: ଫେବୃୟାରୀ ୧୮ ଆରମ୍ଭ ହେବାକୁ ଯାଉଛି ବଜେଟ ଅଧିବେଶନ । ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ଆଣିବେ ବଜେଟ୍ । ବିଧାନସଭାରେ ଫେବୃଆରୀ ୧୮ ରୁ ଏପ୍ରିଲ ୯ ପର୍ଯ୍ୟନ୍ତ ଚାଲିବ ଏହି ବଜେଟ ଅଧିବେଶନ । ପ୍ରଥମ ଦିନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ବିଧାନସଭାରେ ନିଜର

ଝରାଫୁଲ ମୃତ୍ୟୁ: ୩ ଦିନିଆ ରିମାଣ୍ଡରେ ରାକେଶ

ଯାଜପୁର: ୩ ଦିନିଆ ରିମାଣ୍ଡରେ ଯିବ ରାକେଶ | ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ମୃତ୍ୟୁ ମାମଲାରେ ଅତ୍ମସମର୍ପଣ ପରେ ଗିରଫ ହୋଇଥିବା ମୁଖ୍ୟ ଅଭିଯୁକ୍ତ ରାକେଶକୁ ୩ ଦିନିଆ ରିମାଣ୍ଡରେ ନେବ ଯାଜପୁର ପୋଲିସ । ରାକେଶକୁ ୩ ଦିନିଆ ରିମାଣ୍ଡରେ ନେବାକୁ ଯାଜପୁର ଜିଲ୍ଲା ଦୌରାଜଜ୍

ଦେବୀ ଦୁର୍ଗାଙ୍କ ନାଁରେ ଝିଅର ନାମକରଣ

ମୁମ୍ବାଇ: ସାମ୍ନାକୁ ଆସିଲା ବିରୁଷ୍କାଙ୍କ ଲାଡଲି ଝିଅର ଫଟୋ | ଅଭିନେତ୍ରୀ ଅନୁଷ୍କା ଶର୍ମା ନିଜ ଝିଅର ପ୍ରଥମ ଫଟୋ ସୋସିଆଲ ମିଡ଼ିଆରେ ସେୟାର କରିଛନ୍ତି। ଫଟୋରେ ବିରାଟ ଓ ଅନୁଷ୍କା ଝିଅକୁ ଧରିଥିବା ନଜର ଆସିଛନ୍ତି। ଫଟୋ ସେୟାର କରି ଅନୁଷ୍କା ଝିଅର ନାଁ ମଧ୍ୟ ରଖିଛନ୍ତି। ବିରାଟ ଅନୁଷ୍କା

ତୈଳ ଦର ଏବଂ ମଦ ଉପରେ କୃଷି ସେସ୍

ନୂଆଦିଲ୍ଲୀ: ବଢ଼ିଲା ସାଧାରଣ ଲୋକଙ୍କ ଚିନ୍ତା | ବଜେଟ୍ ୨୦୨୧ରେ ମହଙ୍ଗା ହେବ ପେଟ୍ରୋଲ ଓ ଡିଜେଲ ଦର । ପେଟ୍ରୋଲ ଓ ଡିଜେଲ ଉପରେ କୃଷି ସେସ ଲଗାଇଛନ୍ତି କେନ୍ଦ୍ର ସରକାର । ଚଳିତ ସାଧାରଣ ବଜେଟରେ ସରକାର ପେଟ୍ରୋଲ ଓ ଡିଜେଲ ଉପରେ କୃଷି ସେସ୍ ଲଗାଇବା ପାଇଁ ଘୋଷଣା କରିଛନ୍ତି ।

ଲେହରେ ହେବ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ

ନୂଆଦିଲ୍ଲୀ: ବଜେଟ୍ ୨୦୨୧ରେ ଶିକ୍ଷାକ୍ଷେତ୍ର ପାଇଁ ହୋଇଛି ବଡ଼ ଘୋଷଣା | ବଜେଟ୍ ୨୦୨୧ ଅନୁଯାୟୀ ଦେଶରେ ଖୋଲାଯିବ ୧୦୦ରୁ ଅଧିକ ସୈନିକ ସ୍କୁଲ ।ସେହିଭଳି ଆଦିବାସୀ ଅଞ୍ଚଳରେ ଖୋଲିବ ଏକଲବ୍ୟ ସ୍କୁଲ । ଏନେଇ ଆଜି ସଂସଦରେ ସାଧାରଣ ବଜେଟ ଉପସ୍ଥାପନରେ କେନ୍ଦ୍ର ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି