Odia News Portal

ସନ୍ ହସ୍ପିଟାଲ’ରେ ଭୟଙ୍କର ନିଆଁ

କଟକ: ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ । କଟକ କନିକା ଛକ ନିକଟରେ ସନ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ । ନିଆଁକୁ ଆୟତ୍ତ କରିବାକୁ ଦମକଳ ବାହିନୀର ପ୍ରୟାସ ସଫଳ ହୋଇଛି । ତେବେ ଅଗ୍ନିକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଥିବା ବେଳେ ସର୍ଟସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ

ବଜେଟ୍ : ନିର୍ମଳାଙ୍କ ଫୋକସରେ ଚାଷୀ

ନୂଆଦିଲ୍ଲୀ: ସଂସଦରେ ଆଗତ ହେଲା ସାଧାରଣ ବଜେଟ । ପ୍ରଥମ ଥର ପାଇଁ ସଂସଦରେ ପେପରଲେସ ବଜେଟ ଉପସ୍ଥାପିତ ହୋଇଛି । ସଂସଦରେ ତୃତୀୟ ଥର ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି ନିର୍ମଳା ସୀତାରମଣ ।ତେବେ ଚଳିତ ବର୍ଷ ଚାଷୀଙ୍କ ପାଇଁ ବଜେଟରେ ହୋଇଛି ବଡ ଘୋଷଣା । ନିର୍ମଳା ସୀତାରମଣ ବଜେଟ୍

ବଜେଟ୍ ୨୦୨୧: ରେଳ ବିଭାଗ ପାଇଁ କେତେ ଟଙ୍କା ?

ନୂଆଦିଲ୍ଲୀ: କେନ୍ଦ୍ର କ୍ୟାବିନେଟରେ ବଜେଟକୁ ମଞ୍ଜୁରୀ ମିଳିବା ପରେ ସଂସଦରେ ଆଗତ ହୋଇଛି ସାଧାରଣ ବଜେଟ ।କରୋନା ମହାମାରୀ ପରେ ଏହା ହେଉଛି ପ୍ରଥମ ସାଧାରଣ ବଜେଟ | ପ୍ରଥମ ଥର ପାଇଁ ସଂସଦରେ ପେପରଲେସ ବଜେଟ ଉପସ୍ଥାପିତ ହୋଇଛି ।ସଂସଦରେ ତୃତୀୟ ଥର ପାଇଁ ବଜେଟ୍ ଉପସ୍ଥାପନ କରୁଛନ୍ତି

ଅର୍ଥମନ୍ତ୍ରୀଙ୍କ ବଜେଟ ଉପସ୍ଥାପନା

ସଂସଦରେ ଆଗତ ହେଲା ସାଧାରଣ ବଜେଟ । ପୂର୍ବ ନିର୍ଦ୍ଧାରିତ ସସୟରେ ୨୦୨୧-୨୨ର ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । କେନ୍ଦ୍ର କ୍ୟାବିନେଟରେ ବଜେଟକୁ ମଞ୍ଜୁରୀ ମିଳିବା ପରେ ସଂସଦରେ ଆଗତ ହୋଇଛି ସାଧାରଣ ବଜେଟ ।କରୋନା ମହାମାରୀ ପରେ ଏହା ହେଉଛି ପ୍ରଥମ ସାଧାରଣ ବଜେଟ |

ବର୍ଜ୍ୟ ସଂଗ୍ରହକାରୀଙ୍କୁ ମିଳିବ ନୂଆ ପରିଚୟ

ଭୁବନେଶ୍ୱର: ଦିନେ ପେଟ ପୋଷିବା ପାଇଁ ଜରି ଗୋଟାଉଥିଲେ । ହେଲେ ଏହା ଏବେ ତାଙ୍କୁ ଦେଇଛି ନୂଆ ପରିଚୟ । ବର୍ଜ୍ୟବସ୍ତୁ ସଂଗ୍ରହ କରୁଥିବା ମହିଳାମାନେ ଏବେ ସହରାଞ୍ଚଳ ପ୍ରଶାସନ ସହିତ ଯୋଡିହୋଇ ଆତ୍ମନିର୍ଭରଶୀଳ ହେବା ସହିତ ଓଡିଶାକୁ ପୁରସ୍କୃତ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରୁଛନ୍ତି ।

ଭଦ୍ରକରେ ବିଜୁ ଯୁବ ଓ ଛାତ୍ର ସମାବେଶ

ଭଦ୍ରକ: ଆଜି ବିଜୁ ଯୁବ ଓ ଛାତ୍ର ନେତୃତ୍ୱ ସମ୍ମିଳନୀ ଭଦ୍ରକର ଐତିହାସିକ ନେହେରୁ ଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଛି |ଏହି ସମ୍ମିଳନୀକୁ ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ | ତେବେ ଭିନ୍ନ ଭିନ୍ନ ଶୋଭାଯାତ୍ରା ମାଧ୍ୟମରେ

ହସ୍ପିଟାଲରୁ ଡିସଚାର୍ଜ ହେଲେ ଗାଙ୍ଗୁଲି

କୋଲକାତା: ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି । ଏଞ୍ଜିଓପ୍ଲାଷ୍ଟି ପରେ ତାଙ୍କୁ ହସପିଟାଲରୁ ଡିସଚାର୍ଜ କରାଯାଇଛି । ତାଙ୍କୁ ଏକ ସପ୍ତାହ ପାଇଁ ବିଶ୍ରାମ ନେବା ପାଇଁ ଡାକ୍ତରଙ୍କ ତରଫରୁ ପରାମର୍ଶ ଦିଆଯାଇଛି । ଗାଙ୍ଗୁଲିଙ୍କ ସ୍ୱାସ୍ଥ୍ୟାବସ୍ଥା ଠିକ୍ ଥିବା

୮ଇନ୍‌ସ୍ପେକ୍ଟରଙ୍କୁ ଡିଏସପି ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ୱର: ଆଜି କଟକ କମିସନରେଟ ପୋଲିସର ୮ ଜଣ ଇନ୍‌ସ୍ପେକ୍ଟରଙ୍କୁ ଡିଏସପି ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସେମାନେ ହେଉଛନ୍ତି କଟକ କମିସନରେଟ୍ ପୁଲିସର ସ୍ପେଶାଲ ସ୍କ୍ବାଡ ଇନସପେକ୍ଟର ଅଜୟ ଦାସ, କ୍ୟାଣ୍ଟନମେଣ୍ଟ ଥାନା ଆଇଆଇସି ଇମନ କଲ୍ୟାଣ ନାୟକ, ପୁରୀଘାଟ ଆଇଆଇସି ରଶ୍ମି ରଞ୍ଜନ

‘ମନ କି ବାତ୍’ରେ ତ୍ରିରଙ୍ଗାର ଅପମାନ ପ୍ରସଙ୍ଗ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦିଙ୍କ ‘ମନ କି ବାତ୍’ | ୭୩ତମ ମନ୍ କି ବାତ୍ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଜାତୀୟ ପତାକାର ଅପମାନ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି । ମୋଦି କହିଛନ୍ତି କି, ଦେଶବାସୀଙ୍କ ମନରେ ଏହି ଘଟଣା ଗଭୀର ଆଘାତ ପହଞ୍ଚାଇଛି । ଏନେଇ ସେ ବହୁତ ମର୍ମାହତ ଏବଂ

ଜାଲିଆତି ମାମଲାରେ ବରିଷ୍ଠ କିରାଣି ନିଲମ୍ବିତ

ମାଲକାନାଗିରି: ଜାଲ ଜାତିଗତ ପ୍ରମାଣ ପତ୍ର ଦେଇ ଚାକିରୀରୁ ନିଲମ୍ବିତ ହେଲେ ବରିଷ୍ଠ କିରାଣି ଲକ୍ଷ୍ମୀପ୍ରିୟା ବେହେରା । ମାଲକାନାଗିରି କଲ୍ୟାଣ ବିଭାଗରେ କାର୍ଯ୍ୟରତ ଥିଲେ ଲକ୍ଷ୍ମୀପ୍ରିୟା । ଦକ୍ଷୀଣାଂଚଳ ରାଜସ୍ୱ କମିଶନଙ୍କ ନିର୍ଦ୍ଦେଶ ପରେ ୨୪ ବର୍ଷ ତଳେ ହୋଇଥିବା ଜାଲିଆତି ସାମ୍ନାକୁ