Odia News Portal

ଆଉ ୧୧୪ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ୧୧୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୦୭୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା

ବାଘ ମୃତ୍ୟୁ ଘଟଣାରେ: ୬ ଗିରଫ

ଗଞ୍ଜାମ: ବୁଗୁଡ଼ା ବନାଞ୍ଚଳର କଲରାପତରିଆ ବାଘ ମୃତ୍ୟୁ ଘଟଣା । ଫାଶ ପକାଇ ଥିବା ୬ ଶିକାରୀଙ୍କୁ ଗିରଫ କଲା ବନବିଭାଗ । ଏନେଇ ସୂଚନା ଦେଇଛନ୍ତି ବୁଗୁଡ଼ା ବନଖଣ୍ଡ ଅଧିକାରୀ ଫକୀର ବେହେରା । ଗତ ୨୮ ତାରିଖରେ ବାରହା ଶିକାର ପାଇଁ ବସାଯାଇଥିବା ଫାଶରେ ପଡ଼ିଥିଲା କଲରାପତରିଆ ବାଘ । ତେବେ

ଭଦ୍ରକରେ ଗୁରୁମନ୍ତ୍ର ଦେବେ ବିଜେଡ଼ି ସୁପ୍ରିମୋ

ଭଦ୍ରକ: ଭଦ୍ରକରେ ଆଜି ବିଜୁ ଯୁବ ଓ ଛାତ୍ର ନେତୃତ୍ୱ ସମ୍ମିଳନୀ । ଏନେଇ ପ୍ରସ୍ତୁତ ହୋଇଛି ଭଦ୍ରକ ନେହେରୁ ଷ୍ଟାଡିୟମ । କାର୍ଯ୍ୟକ୍ରମରେ ସାମିଲ ହେବେ ଦଳର ବହୁ ଯୁବନେତା । ଭର୍ଚୁଆଲ ମାଧ୍ୟମରେ ଯୁବ ଛାତ୍ର ନେତା ଏବଂ କର୍ମୀଙ୍କୁ ଗୁରୁମନ୍ତ୍ର ଦେବେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ।

୩ଦିନ ବନ୍ଦ ରହିବ କୋଭିଡ୍ ଟିକାକରଣ

ଭୁବନେଶ୍ବର: ରାଜ୍ୟରେ ପଲସ ପୋଲିଓ କାର୍ଯ୍ୟକ୍ରମ ପାଇଁ ଆଜି ଠାରୁ ୩ ଦିନ କରୋନା ଟିକାକରଣ ବନ୍ଦ ରହିବ । ଆଜିଠାରୁ ଫେବ୍ରୁଆରି ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କୋଭିଡ ଟିକା ଦିଆଯିବ ନାହିଁ । ତେବେ ୩ ତାରିଖଠାରୁ ରାଜ୍ୟରେ ପୁଣିଥରେ ଟିକାକରଣ ଜାରି ରହିବ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ

ମନ୍ତ୍ରୀ ପ୍ରତାପ ଜେନାଙ୍କ ଦ୍ୱାରା କୁସୁପୁର ସେତୁ ଲୋକାର୍ପିତ

କଟକ:ବିରୂପା ନଦୀ ଉପରେ ବାଲିଚନ୍ଦ୍ରପୁର ବଡ଼ଚଣା ରାସ୍ତାକୁ ସଂଯୋଗ କରୁଥିବା ସେତୁକୁ ଉଦଘାଟନ କଲେ ପଞ୍ଚାୟତ ରାଜ ମନ୍ତ୍ରୀ | ମାହାଙ୍ଗା କୁସୁପୁର ବିରୂପା ନଦୀ ଉପରେ ପୂର୍ତ୍ତ ବିଭାଗ ପକ୍ଷରୁ ୧୮ କୋଟି ବ୍ୟୟ ମଞ୍ଜୁରରେ ନିର୍ମିତ ବହୁପ୍ରତିକ୍ଷିତ ୨୭୩.୭୨ମିଟର ଦୂରତା ବିଶିଷ୍ଟ ସେତୁକୁ

ତେଲ ଦର ନକମିଲେ୧୫ରେ ଓଡ଼ିଶା ବନ୍ଦ

ବ୍ରହ୍ମପୁର: ପେଟ୍ରୋଲ ଓ ଡିଜେଲ୍‌ ଦର ଦିନ କୁ ଦିନ ବଢ଼ି ଚାଲିଛି। ତେବେ ତେଲ ଦର ନକମିଲେ ଆସନ୍ତା ୧୫ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦିଆଯିବା କଥା କହିଛି କଂଗ୍ରେସ । ବ୍ରହ୍ମପୁରରେ ଆୟୋଜିତ ସହିଦ୍‌ ଦିବସ ଅବସରରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଏପରି ଚେତାବନୀ ଦେଇଛନ୍ତି ପିସିସି ସଭାପତି

ପ୍ରେମିକ ଆସିଲା ବାବା ବେଶରେ, ତା’ପରେ…..

ଯାଜପୁର: ପ୍ରେମିକା ପାଇଁ ଧାରଣ କରିଥିଲେ ବାବା ବେଶ କିନ୍ତୁ ପିଲାଚୋର ଭାବିନେଲେ ଲୋକ | ଯାଜପୁର ରୋଡ୍ ଥାନା ଫେରୋକ୍ରୋମ ଗେଟ କଲୋନୀରେ ପ୍ରେମିକା ଘରକୁ ବାବା ବେଶରେ ଆସି ହଟହଟା ହୋଇଛନ୍ତି ଯୁବକ । ସୂଚନା ଅନୁସାରେ ପ୍ରେମିକାର ବାହାଘର ଠିକ୍ ହୋଇଯିବା ପରେ ଯୁବକ ଜଣଙ୍କ ବାବା ବେଶ ଧାରଣ

ବିଧାୟକଙ୍କୁ କଂଗ୍ରେସର ଟାର୍ଗେଟ

ଭଦ୍ରକ: ଭଦ୍ରକ ଜିଲ୍ଲାରେ ବେଆଇନ ଦେଶୀ ମଦ, ଗଞ୍ଜେଇ ଏବଂ ବ୍ରାଉନ ସୁଗାର କାରବାର ନିଜର ପସରା ମେଲେଇ ଚାଲୁଥିବା ବେଳେ ଏଥିପ୍ରତି ନିରବଦ୍ରଷ୍ଟ୍ରା ସାଜିଛି ପୋଲିସ | ଏପରିସ୍ଥଳେ ଭଦ୍ରକରେ ଏସଟିଏଫ୍ ଦ୍ବାରା ୧ କୋଟି ଟଙ୍କାରୁ ଉର୍ଦ୍ଧ ବ୍ରାଉନସୁଗାର ସହ ଗିରଫ ଅଭିଯୁକ୍ତଙ୍କ ଲିଙ୍କ ଶାସକ ଦଳ ସହ

ଝରାଫୁଲ ମୃତ୍ୟୁ: ସାମ୍ନାକୁ ଆସିଲା ନୂଆ ସିସିଟିଭି ଫୁଟେଜ

ଭୁବନେଶ୍ୱର: ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଲା ଆଉ ଏକ ସିସିଟିଭି ଫୁଟେଜ । ଝରାଫୁଲଙ୍କ ବୟଫ୍ରେଣ୍ଡ କୁହାଯାଉଥିବା ରାକେଶ ସ୍ୱାଇଁକୁ ଗିରଫ କରାଯିବା ପରେ ମୃତ୍ୟୁ ରହସ୍ୟରୁ ଅନେକ ପରଦା ହଟିଥିଲେ ମଧ୍ୟ ଏପର୍ଯ୍ୟନ୍ତ ମୃତ୍ୟୁର ପ୍ରକୃତ କାରଣ

ଆସିଲା ଫେବୃଆରୀ ଗାଇଡଲାଇନ୍‌

ଭୁବନେଶ୍ୱର: ଆସିଲା ଫେବୃଆରୀ ମାସ ଲାଗି କରୋନା ଗାଇଡଲାଇନ୍‌ । ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ରିଲିଫ୍‌ କମିଶନରଙ୍କ ପକ୍ଷରୁ ଫେବୃଆରୀ ମାସ ପାଇଁ ଗାଇଡଲାଇନ୍‌ ଜାରି କରାଯାଇଛି । ସିନେମା ହଲ ଓ ଥ୍ରୀଏଟର ମାଲିକ ଓ କଳାକାରଙ୍କ ପାଇଁ ଖୁସିର ଖବର ଆଣି ଦେଇଛି ଏହି ଗାଇଡଲାଇନ୍‌ । ଫେବୃଆରୀ