Odia News Portal

‘ପରୀକ୍ଷା ଦର୍ପଣ’ ପୁସ୍ତିକା ଉନ୍ମୋଚିତ

ଭୁବନେଶ୍ୱର: କମିଲା ମାଟ୍ରିକ ପରୀକ୍ଷାର୍ଥୀଙ୍କ ଚିନ୍ତା | କରୋନା କାଳରେ ବିଦ୍ୟାଳୟ ଯାଇ ମାଟ୍ରିକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ପରୀକ୍ଷାର୍ଥୀଙ୍କ ପରୀକ୍ଷା ଚାପ କମାଇବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବଡ଼ ପ୍ରୟାସ ।ଆଜି ମାଟ୍ରିକ ପରୀକ୍ଷାର୍ଥୀଙ୍କ ନିମନ୍ତେ ସହାୟକ ପୁସ୍ତିକା

ବାଙ୍କିରେ ବିଦେଶୀ ପକ୍ଷୀ ମଡ଼କ

କଟକ: ବାଙ୍କିରେ ପକ୍ଷୀ ମଡ଼କ । ବିଲରେ ମରି ପଡିଛନ୍ତି ବିଦେଶୀ ପକ୍ଷୀ ରୁଡ଼ି ଶେଲ ଡକ୍ । କିଛି ପକ୍ଷୀ ଜୀବନ ବିକଳରେ ଛଟପଟ ମଧ୍ୟ ହେଉଛନ୍ତି । ବାଙ୍କୀ ଗଡ଼ରେ ଦେଖିବାକୁ ମିଳିଛି ଏପରି ଘଟଣା। ଦେଶରେ ଅନେକ ସ୍ଥାନରେ ବାର୍ଡ ଫ୍ଲୁ ବ୍ୟାପି ଥିବା ସମୟରେ ଓଡିଶାରେ ବର୍ତ୍ତମାନ ବାର୍ଡ ଫ୍ଲୁ

ଶ୍ରୀମନ୍ଦିର ସେବାୟତଙ୍କ କରୋନା ଟେଷ୍ଟ

ପୁରୀ: ଆଜି ସେବାୟତଙ୍କର ହେବ କରୋନା ଟେଷ୍ଟ। ସେବାୟତଙ୍କ କୋଭିଡ ଟେଷ୍ଟ କରାଯିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏନେଇ ବିଭିନ୍ନ ନିଯୋଗକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚିଠି ହୋଇଛି। ସକାଳ ୧୦ଟାରୁ କୋଭିଡ୍ ଟେଷ୍ଟ ଆରମ୍ଭ ହୋଇଛି । ଟିକାକରଣ ପାଇଁ ବ୍ୟାପକ

ଗୃହରେ ରଖନ୍ତୁ ଏହି ୫ଜିନିଷ,ରହିବନି ଅର୍ଥ ଅଭାବ…..

ଭୁବନେଶ୍ବର: ଘରେ ଶାନ୍ତି ଓ ସମୃଦ୍ଧି ପାଇଁ ଗୃହ ମଧ୍ୟରେ କିଛି ଏ ପରି ଜିନିଷ ରଖିବା ନିତାନ୍ତ ଆବଶ୍ୟକ ଯାହା ଦ୍ଵାରା ଗୃହରେ ବାସ କରୁଥିବା ଦେବାଦେବୀ ସନ୍ତୁଷ୍ଟ ହୋଇପାରିବେ। ବାସ୍ତୁ ଅନୁସାରେ ଏହି ସବୁ ଜିନିଷ ରଖିବା ଦ୍ୱାରା ଘରେ ଧନ ଦେବୀ ଲକ୍ଷ୍ମୀ ବାସ କରିଥାନ୍ତି । ଧନ ଏବଂ ଅନ୍ନ ସହ

ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ୭୨ତମ ସାଧାରଣତନ୍ତ୍ର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଜାତୀୟ ଯୁଦ୍ଧ ସ୍ମାରକୀ’ରେ ପୁଷ୍ପମାଲ୍ୟ ଅର୍ପଣ କରି ସହିଦ ଯବାନମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଦେଶ ୭୨ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜପଥରେ ପହଞ୍ଚିବା ପରେ

ଭଦ୍ରକରେ ୭୨ତମ ଗଣତନ୍ତ୍ର ଦିବସ ପାଳିତ

ଭଦ୍ରକ : ଆଜି ସାରା ଦେଶ ୭୨ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ଭଦ୍ରକ ଜିଲ୍ଲାରେ ମଧ୍ୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଭଦ୍ରକ ସହରର ନେହେରୁ ଷ୍ଟାଡିୟମ ଠାରେ ୭୨ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି | ଭଦ୍ରକ ଜିଲ୍ଲାପାଳ ଡକ୍ଟର ଜ୍ଞାନ ଦାସ ଜାତୀୟ ପତାକା ଉତ୍ତୋଳନ

ଦିଲ୍ଲୀ ରାଜପଥରେ ଜାତୀୟସ୍ତରୀୟ ପରେଡ୍

ନୂଆଦିଲ୍ଲୀ: ଆଜି ଦେଶ ପାଳୁଛି ୭୨ ତମ ଗଣତନ୍ତ୍ର ଦିବସ । ରାଷ୍ଟ୍ରପତି ରାମନାଥ କୋବିନ୍ଦ୍ ରାଜପଥରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡକୁ ଅଭିବାଦନ ଜଣାଇଛନ୍ତି । ଏବଂ ଏହା ସହ ଦିଲ୍ଲୀ ରାଜପଥରେ ଆରମ୍ଭ ହୋଇଯାଇଛି ସାଧାରଣତନ୍ତ ଦିବସ ପରେଡ। ପ୍ରଧାନମନ୍ତ୍ରୀ ମୋଦି ବୀର ସହିଦଙ୍କୁ

ଗାନ୍ଧୀମାର୍ଗରେ ରାଜ୍ଯସ୍ତରୀୟ ସାଧାରଣତନ୍ତ୍ର ଦିବସ

ଭୁବନେଶ୍ବର: ଆଜି ଦେଶ ପାଳୁଛି ୭୨ ତମ ଗଣତନ୍ତ୍ର ଦିବସ । ରାଜଧାନୀରେ ଆୟୋଜିତ ହେଉଛି ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ । ଭୁବନେଶ୍ବର ଗାନ୍ଧୀମାର୍ଗରେ ମାନ୍ୟବର ରାଜ୍ୟପାଳ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ।ତେବେ ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଛନ୍ତି ।

ଗୁଜବକୁ ଆର୍‌ବିଆଇର ଖଣ୍ଡନ

ଭୁବନେଶ୍ୱର: ଖୁବ୍ ଶୀଘ୍ର ପୁରୁଣା ୫, ୧୦ ଓ ୧୦୦ ଟଙ୍କିଆ ନୋଟ୍‌ ବଜାରରୁ ପ୍ରତ୍ୟାହାର ହେବା ନେଇ ଗୁଜବକୁ ଖଣ୍ଡିତ କରିଛି ଆର୍‌ବିଆଇ | ଏହି ଖବରକୁ ଭାରତୀୟ ରିଜର୍ଭ ବ୍ୟାଙ୍କ୍‌ ଗୁଜବ‌ ବୋଲି ଟ୍ୱିଟ୍‌ କରି ସୂଚନା ପ୍ରଦାନ କରିଛି । ସୂଚନାନୁଯାୟୀ, ନିକଟ ଅତୀତରେ ବିଭିନ୍ନ