Odia News Portal

ସକାଳ ୯ଟା ପର୍ଯ୍ୟନ୍ତ ଗାନ୍ଧି ମାର୍ଗ ମନା

ଭୁବନେଶ୍ୱର: ଆସନ୍ତାକାଲି ଦେଶ ପାଳିବ ୭୨ତମ ଗଣତନ୍ତ୍ର ଦିବସ । ରାଜଧାନୀର ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ ପାଳନ ହେବ । କୋଭିଡ୍ କଟକଣା ଭିତରେ ଗଣତନ୍ତ୍ର ଦିବସ ସମାରୋହ ପାଳନ କରାଯିବ । କୋଭିଡ୍ କଟକଣା ଥିବାରୁ ମହାତ୍ମା ଗାନ୍ଧି ମାର୍ଗରେ ସର୍ବସାଧାରଣ ଯାତାୟତ ବାରଣ

ଦେବରାଜ ହତ୍ୟା ଘଟଣାରେ ୫ ଗିରଫ

ବ୍ରହ୍ମପୁର: ପୂର୍ବତନ ବ୍ଲକ ଅଧକ୍ଷଙ୍କ ଦେବରାଜ ସାହୁ ହତ୍ୟା ଘଟଣାର ପର୍ଦ୍ଦାଫାସ | ପ୍ରେସମିଟ୍ ଜରିଆରେ ଘଟଣାର ପର୍ଦ୍ଦାଫାସ କରିଛନ୍ତି ଦକ୍ଷିଣାଞ୍ଚଳ ଡିଆଇଜି |ହତ୍ୟା ଘଟଣାରେ ସମ୍ପୃକ୍ତ ୫ ଜଣଙ୍କୁ ଗିରଫ କଲା ପୋଲିସ | ଏହି ଘଟଣାରେ ପୋଲିସ ୬୨ଟି ଗୁଳି,୩ ମାଉଜର ଏବଂ ୫ ମାଗାଜିନ ଜବତ କରିଛି

ପୋଷ୍ୟ ସ୍କୁଲ ଗ୍ରହଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର: ମୋ ସ୍କୁଲ ଅଭିଯାନରେ ସରକାରୀ ସ୍କୁଲକୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ନବୀନଙ୍କ ଅପିଲ୍ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ କେନ୍ଦ୍ର ମନ୍ତ୍ରୀ ସମେତ ହାଇକୋର୍ଟର ବିଚାରପତି ଏବଂ ରାଜ୍ୟର ସବୁ ବିଧାୟକ ଏବଂ ସାଂସଦ ମାନଙ୍କୁ ଅନୁରୋଧ କରି ପତ୍ର

କଥା ରଖିଲେ ନବୀନ,୬୨ନୂଆ ପଦବୀ ମଞ୍ଜୁର

ଭୁବନେଶ୍ୱର: ଶିଶୁ ଓ ମହିଳା ମାନଙ୍କ ସୁରକ୍ଷା ଉପରେ ରାଜ୍ୟ ସରକାର ସର୍ବୋଚ୍ଚ ପ୍ରାଥମିକତା ଦେଇଆସିଛନ୍ତି । ମହିଳା ଓ ଶିଶୁ ମାନଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ତଥା ସେ ସଂକ୍ରାନ୍ତୀୟ ଅପରାଧକୁ ଯେପରି ଫଳପ୍ରଦ ଭାବରେ ରୋକାଯାଇପାରିବ ଏବଂ ଅଭିଯୋଗର ଉଚିତ ଭାବରେ ତଦନ୍ତ କରାଯାଇପାରିବ |

ଘୋଷଣା ହେବ ଉପ ନିର୍ବାଚନ ତାରିଖ

ପିପିଲି: ଖୁବଶୀଘ୍ର ଘୋଷଣା ହେବ ପିପିଲି ଉପ ନିର୍ବାଚନ ତାରିଖ । କୋଭିଡ୍ ଗାଇଡଲାଇନକୁ ପାଳନ କରି ନିର୍ବାଚନ ହେବ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ ଅଧିକାରୀ ସୁଶିଲ ଲୋହାନୀ । ତେବେ କୋଭିଡ୍ ନିୟମ ପାଳନ କରି ସମସ୍ତ ମତଦାନ ପ୍ରକ୍ରିୟା ହେବ । ପ୍ରତି ବୁଥରେ ୧୦୦୦ ଜଣ ଭୋଟର ଭୋଟ୍

+୨ ପରୀକ୍ଷା: ୫୦% ମଲ୍ଟିପୁଲ୍ ଚଏସ୍

ଭୁବନେଶ୍ୱର: ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଢାଞ୍ଚାରେ ପରିବର୍ତ୍ତନ | ପରିବର୍ତ୍ତନ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସଙ୍କ ସୂଚନା | ୨୦୧୬ କିମ୍ୱା ପରେ ରେଜିଷ୍ଟ୍ରୀଭୁକ୍ତ ପିଲାଙ୍କ ପାଇଁ ହ୍ରାସ ହେଲା ସିଲାବସରୁ ପ୍ରଶ୍ନ | ତେବେ ପ୍ରଶ୍ନପତ୍ରରେ ୫୦ ନମ୍ବରର ମଲ୍ଟିପୁଲ୍ ଚଏସ୍ ପ୍ରଶ୍ନ

ରାଷ୍ଟ୍ରପତି ପୋଲିସ ପଦକ ଘୋଷଣା

ଭୁବନେଶ୍ୱର: ସାଧାରଣତନ୍ତ୍ର ଦିବସ ଅବସରରେ ପୋଲିସ ପଦକ ଘୋଷଣା | ଓଡିଶାରୁ ୨ ଜଣଙ୍କୁ ମିଳିବ ରାଷ୍ଟ୍ରପତି ପୋଲିସ ପଦକ | ଏହା ସହ ୧୧ଜଣଙ୍କୁ ଉଲ୍ଲେଖନୀୟ ସେବା ପଦକ ପ୍ରଦାନ ପାଇଁ ଘୋଷଣା କରାଯାଇଛି| ଗୁଇନ୍ଦା ନିର୍ଦ୍ଦେଶକ ରାଧାକୃଷ୍ଣ ଶର୍ମାଙ୍କୁ ରାଷ୍ଟ୍ରପତି ପୋଲିସ ପଦକ | ବିପିଏସପିଏ

ଗାଁ ଦାଣ୍ଡରେ ଖୁଲମଖୁଲ୍ଲା ଗୁଣ୍ଡାରାଜ

ବାଲେଶ୍ୱର: ଗାଁ ଦାଣ୍ଡରେ ଚାଲିଛି ଖୁଲମଖୁଲ୍ଲା ଗୁଣ୍ଡାରାଜ । ବାଇକରେ ଆସି ଗାଁ ଭିତରେ ଦୁଇ ଯୁବକ ଦେଖାଇଲେ ବନ୍ଧୁକ । ବାଲେଶ୍ୱର ସଦର ବ୍ଲକ କେଶରପୁର ଗାଁରେ ଘଟିଛି କିଛି ଏଭଳି କିଛି ଘଟଣା। ଗତ ୧୯ ତାରିଖ ଦିନ ବିଦ୍ୟୁତ୍ ସଂଯୋଗ ନେଇ କେଶପୁର ଗାଁର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ

ରାଜ୍ୟରେ ଆଉ ୧୩୦ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୦ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୪୩୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ

ଭାରତ-ଚୀନ ରକ୍ତାକ୍ତ ସଂଘର୍ଷ

ନୂଆଦିଲ୍ଲୀ: ପୁଣି ଭାରତ ଓ ଚୀନ ସୈନ୍ୟଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ । ଉଭୟ ଦେଶର ଏଲଏସିରେ ଶାନ୍ତି ପ୍ରତିଷ୍ଠା ପାଇଁ ପ୍ରୟାସ ବେଳେ କିଛି ଚୀନ୍ ସୈନ୍ୟ ସିକିମ ଭାରତୀୟ ସୀମା ମଧ୍ୟକୁ ଧସେଇ ପସିବାକୁ ଚେଷ୍ଟା କରିଥିଲେ । ଏହି ସମୟରେ ଉଭୟ ଦେଶର ଯବାନ ମୁହାଁମୁହିଁ ହୋଇଥିଲେ । ଭାରତୀୟ ଯବାନ