Odia News Portal

ରାଜ୍ୟରେ ଆଉ ୧୫୪ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୪ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୦୨୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ

ବିଧାୟିକାଙ୍କୁ ଚଲାଇ ଚଲାଇ ନେଲେ ଲୋକେ

ମୟୁରଭଞ୍ଜ: କରଞ୍ଜିଆ ବିଧାୟିକା ବାସନ୍ତି ହେମ୍ବ୍ରମଙ୍କୁ ରାସ୍ତାରେ ଚଲାଇ ଚଲାଇ ନେଲେ ଲୋକେ । ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ହାତୀ ଉପଦ୍ରବକୁ ନେଇ ରାସ୍ତାରୋକ କରିଥିଲେ ଗ୍ରାମବାସୀ । ଦୁଧିଆଣି ରେଞ୍ଜ ଅଫିସ ଘେରାଉ କରିବା ସହ ୨୨୦ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ ।

ଥାନା ସାମ୍ନାରେ ବିଜେପି କର୍ମୀଙ୍କ ହଙ୍ଗାମା

ସମ୍ବଲପୁର: ଚାଷୀ ସମସ୍ୟା ନେଇ ସମ୍ବଲପୁରରେ ବିଜେପି କର୍ମୀ ସମ୍ବଲପୁର ଟାଉନ୍ ଥାନାର ଫାଟକ ଭାଙ୍ଗି ଧସେଇ ପଶିବାରୁ ଘଟଣାସ୍ଥଳରେ ଉତ୍ତେଜନା । ତେବେ ବିଜେପି ମହିଳା କର୍ମୀ ଘଟଣାସ୍ଥଳରେ ଢେଲା ପଥର ମାଡ଼ କରିଛନ୍ତି ।ଏନେଇ ଘଟଣା ସ୍ଥଳରେ ତୀବ୍ର ଉତ୍ତେଜନା ଦେଖାଦେଇଛି |ଏହି ଘଟଣାରେ ପୋଲିସ ଓ

ଅଭିଯୁକ୍ତ ଭାଇଙ୍କୁ ଧରାଇଲା ଭଉଣୀର ଓଢ଼ଣୀ

କରଞ୍ଜିଆ: ପରିତ୍ୟକ୍ତ କୂଅରୁ ଗଳିତ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ | ଘଟଣାର ପର୍ଦ୍ଦାଫାଶ କରିଛି ଯଶୀପୁର ଥାନା ପୋଲିସ । ଗତ ୧୫ ତାରିଖ ଦିନ ଯଶୀପୁର ରରୁଆଁ ରୋଡ଼ ଚୁଟିଆ ପୋଲ ନିକଟରେ ଥିବା ଏକ ପରିତ୍ୟକ୍ତ କୂଅରୁ ମୃତଦେହ ଉଦ୍ଧାର ହୋଇଥିଲା ।ତେବେ ଝାଡ଼ଖଣ୍ଡରେ ହତ୍ୟା କରିବା ପରେ

ରେଭେନ୍ସାରେ ନୂତନ କୁଳପତି ନିଯୁକ୍ତ

ଭୁବନେଶ୍ୱର: ରେଭେନ୍ସା ବିଶ୍ୱ ବିଦ୍ୟାଳୟର ନୂତନ କୁଳପତି ନିଯୁକ୍ତ । ପ୍ରଫେସର ସଞ୍ଜୟ ନାୟକଙ୍କୁ ରେଭେନ୍ସା ବିଶ୍ୱ ବିଦ୍ୟାଳୟର ନୂତନ କୁଳପତି ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ତାଙ୍କୁ ନିଯୁକ୍ତି ଦେଇଛନ୍ତି । ପ୍ରଫେସର ସଞ୍ଜୟ ନାୟକଙ୍କୁ ୪

ସପ୍ତାହକୁ ୩ ଦିନ ହେବ ଟିକାକରଣ

ଭୁବନେଶ୍ୱର: ଏଣିକି ସପ୍ତାହକୁ କେବଳ ୩ ଦିନ ଟିକାଦାନ । ସୋମ, ଗୁରୁ ଏବଂ ଶନିବାର ହେବ ରାଜ୍ୟରେ ଟିକାଦାନ । ଦୈନିକ ଟିକାକରଣରେ ବିଭିନ୍ନ କେନ୍ଦ୍ରରେ ଡାକ୍ତର, ସ୍ୱାସ୍ଥ୍ୟକର୍ମୀ ନିୟୋଜିତ ହେବା ସହ ଟିକା ନେଉଥିବାରୁ ସ୍ୱାସ୍ଥ୍ୟସେବା ପ୍ରଭାବତି ହେଉଛି । ସେଥିପାଇଁ ସପ୍ତାହକୁ ୩ ଦିନ

ରାତି ସାରା ଥାନାରେ ରହିଲେ ବିଜେପି ନେତା

ସମ୍ବଲପୁର: ଥାନାରେ କଟିଲା ରାତି । ରାତି ସାରା ଥାନାରେ ରହିଲେ ଏକାଧିକ ବିଜେପି ନେତା । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ସମ୍ବଲପୁରରେ । ଆରଡିସିଙ୍କୁ ଭେଟିବା ଦାବିରେ ଗୁରୁବାର ଦିନ ୩ଟାରୁ ସମ୍ବଲପୁର ଟାଉନ ଥାନାରେ ଏପର୍ଯ୍ୟନ୍ତ ବସି ରହିଛନ୍ତି ରାଜ୍ୟ ବିଜେପି ସଭାପତି ସମୀର

ସ୍କଚ୍‌ ଆଓ୍ୱାର୍ଡର ସେମିଫାଇନାଲରେ ସୁନ୍ଦରଗଡ଼

ଭୁବନେଶ୍ୱର: ସ୍କଚ୍‌ ଆଓ୍ୱାର୍ଡ ୨୦୨୦ରେ ସୁନ୍ଦରଗଡ଼ | ସ୍କଚ୍‌ ଆଓ୍ୱାର୍ଡ ୨୦୨୦ରେ ରାଜ୍ୟର ଏକମାତ୍ର ଜିଲ୍ଲା ଭାବେ ସୁନ୍ଦରଗଡ଼ ସ୍ଥାନ ପାଇଛି । ଜିଲ୍ଲାର ବିକାଶ କ୍ଷେତ୍ରରେ ବିଭିନ୍ନ ଅଭିନବ କାର୍ଯ୍ୟକ୍ରମ ଲାଗୁ କରି ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଖଣିଜ ପ୍ରତିଷ୍ଠାନ

ନିଜ ସ୍କୁଲରେ ମାଟ୍ରିକ ପରୀକ୍ଷା ଦେବେ ପରୀକ୍ଷାର୍ଥୀ

ଭୁବନେଶ୍ବର: ନିଜ ସ୍କୁଲରେ ମାଟ୍ରିକ ପରୀକ୍ଷା ଦେବେ ପରୀକ୍ଷାର୍ଥୀ । ଅଢେଇ ଘଣ୍ଟା ବଦଳରେ ୨ ଘଣ୍ଟା ଅବଧିର ପରୀକ୍ଷା ।କରୋନା ପ୍ରକୋପ ମଧ୍ୟରେ ରାଜ୍ୟରେ ଅନୁଷ୍ଠିତ ହେବ ମାଟ୍ରିକ ପରୀକ୍ଷା । ତେବେ ଛାତ୍ରଛାତ୍ରୀମାନେ ଏଣିକି ନିଜ ସ୍କୁଲରେ ହିଁ ମାଟ୍ରିକ ପରୀକ୍ଷା ଦେବେ । ଏନେଇ ସ୍କୁଲ ଓ

କାହିଁକି ହୁଏ ଅଶ୍ୱତ୍‌ଥ ବୃକ୍ଷର ପୂଜା?ଜାଣନ୍ତୁ ରହସ୍ୟ…..

ଭୁବନେଶ୍ୱର: ହିନ୍ଦୁଧର୍ମ ଅନୁଯାୟୀ ଅଶ୍ୱତଥ ବୃକ୍ଷକୁ ଅତ୍ୟନ୍ତ ପବିତ୍ର ବୃକ୍ଷ କୁହାଯାଏ। ଏହି ବୃକ୍ଷର ପୂଜାର୍ଚ୍ଚନା ନିମନ୍ତେ ମଧ୍ୟ ପରାମର୍ଶ ଦିଆଯାଇଛି। ଭାରତୀୟ ଧର୍ମ ଶାସ୍ତ୍ରରେ ଏହି ବୃକ୍ଷରେ ସବୁ ଦେବାଦେବୀଙ୍କ ନିବାସ ବୋଲି ବର୍ଣ୍ଣନା ରହିଛି। ଏଣୁ ଅଶ୍ୱତଥ ଗଛ ପାଖ ଆଖରେ ଘର କରି