Odia News Portal

ଆନ୍ତର୍ଜାତୀୟ ମାନର ହେବ କୋଣାର୍କ ଅଞ୍ଚଳ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁରୀକୁ ବିଶ୍ୱ ଐତିହ୍ୟ ନଗରୀ ଭାବରେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା ପରେ ଏ ଦିଗରେ କାମ ଚାଲିଛି। ଏହି କାର୍ଯ୍ୟକ୍ରମର ଅଂଶ ଭାବରେ କୋଣାର୍କ ଐତିହ୍ୟ ଅଞ୍ଚଳ ବିକାଶର ଚିଠା ଯୋଜନା ପ୍ରସ୍ତୁତ ହୋଇଛି। କୋଣାର୍କକୁ ପ୍ରତିଦିନ ବିଶ୍ୱର ବିଭିନ୍ନ

ପୂର୍ବତଟ ରେଳପଥକୁ ମନ୍ତ୍ରୀ ଅରୁଣ ସାହୁଙ୍କ ଚିଠି

ନୟାଗଡ଼: ନୟାଗଡ଼କୁ ରେଳ ଚଳାଚଳ କରିବା ପାଇଁ ମନ୍ତ୍ରୀ ତଥା ନୟାଗଡ଼ ବିଧାୟକ ଡ଼ଃ ଅରୁଣ କୁମାର ସାହୁ ପୂର୍ବତଟ ରେଳପଥକୁ ଚିଠି ଲେଖିଛନ୍ତି । କରୋନା ମହାମାରୀ କାରଣରୁ ଗତ ମାର୍ଚ୍ଚ ମାସ ଠାରୁ ନୟାଗଡ଼କୁ ରେଳ ଚଳାଚଳ ବନ୍ଦ ରହିଥିଲା। ବର୍ତ୍ତମାନ ପରିସ୍ଥିତି ସ୍ୱାଭାବିକ ହେବା ସହିତ

ସେରମ୍ ଅଗ୍ନିକାଣ୍ଡରେ ୫ ଜଣଙ୍କ ମୃତ୍ୟୁ

ପୁଣେ: ଆଜି ପୁଣେସ୍ଥିତ ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ‌ରେ ନିଆଁ ଲାଗିଥିଲା। ତେବେ ଏହି ଅଗ୍ନିକାଣ୍ଡରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି | ନିଆଁକୁ ଆୟତ୍ତ କରିବା ପାଇଁ ଅଗ୍ନିଶମ ବିଭାଗର ପାଖାପାଖି ୧୦ଟି ଗାଡ଼ି ଘଟଣାସ୍ଥଳରେ ପହଞ୍ଚିଥିବା ବେଳେ ୬ ଜଣଙ୍କୁ ଉଦ୍ଧାର କରାଯାଇଥିଲା ।

ସେବାୟତଙ୍କୁ ମାଗଣା ଟିକା ଦେବାକୁ ଅନୁରୋଧ

ପୁରୀ: ଶ୍ରୀମନ୍ଦିର ସେବାୟତଙ୍କୁ ମାଗଣା କୋଭିଡ ଟିକା ଦେବାକୁ ଅନୁରୋଧ । ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ଚିଠି ଲେଖି ଅନୁରୋଧ କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ। ତେବେ ଏହି ଚିଠିରେ ଶ୍ରୀମନ୍ଦିର ସେବାୟତ ଓ ତାଙ୍କ ପରିବାରକୁ ଟିକା ଦେବା ପାଇଁ ଅନୁରୋଧ କରାଯାଇଛି। ବିନା କୋଭିଡ୍ ନେଗେଟିଭ୍

ସୁଶାନ୍ତଙ୍କୁ ଜନ୍ମଦିନରେ ମନେ ପକାଇଲେ ଫ୍ୟାନ୍ସ

ମୁମ୍ବାଇ: ଜାନୁଆରୀ ୨୧ ମାନେ ଆଜି ଏମିତି ଏକ ଫିଲ୍ମ ଷ୍ଟାରର ଜନ୍ମଦିନ , ଯିଏକି ଏବେ ଏହି ଦୁନିଆରେ ଆଉ ନାହାନ୍ତି । ଗତ ବର୍ଷ ଜୁନ୍‌ ୧୪ରେ ନିଜ ଘରେ ଥିବା ଫ୍ୟାନ୍‌ରେ ଝୁଲି ଆତ୍ମହତ୍ୟା କରିଥିଲେ ଏହି ଅଭିନେତା । ଯାହାପରେ ସାରା ବଲିଉଡ଼ରେ ସୃଷ୍ଟି ହୋଇଯାଇଥିଲା ଦୁଃଖର ମାହୋଲ । ସେ

ସେରମ୍‌ ଇନଷ୍ଟିଚ୍ୟୁଟରେ ଅଗ୍ନିକାଣ୍ଡ

ପୁଣେ: ମହାରାଷ୍ଟ୍ରର ପୁଣେରେ ଥିବା ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଇଣ୍ଡିଆର ଟର୍ମିନାଲ ୧ ଗେଟ୍‌ରେ ଅଗ୍ନିକାଣ୍ଡ। ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ତେବେ ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଘଟଣାସ୍ଥଳରେ ଦମକଳବାହିନୀ ପହଞ୍ଚିଥିବା ବେଳେ ନିଆଁ ଲିଭା କାର୍ଯ୍ୟ ଜାରି ରହିଛି।

କ୍ରାଇମବ୍ରାଞ୍ଚ ଉପରେ ବିରକ୍ତ ହେଲେ ହାଇକୋର୍ଟ

ଭୁବନେଶ୍ୱର: ମାନବପ୍ରେମୀ ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ଉପରେ ବିରକ୍ତି ପ୍ରକାଶ କରିଛନ୍ତି ହାଇକୋର୍ଟ । ଆଜି ଏହି ମାମଲାରେ ଶୁଣାଣି ଚାଲିଥିବା ବେଳେ କୋର୍ଟଙ୍କ କଡ଼ା ଆଭିମୁଖ୍ୟ ଦେଖିବାକୁ ମିଳିଛି । ସୂଚନାନୁଯାୟୀ, ମାନ୍ୟବର କୋର୍ଟ ବିରକ୍ତ ହେବାର କାରଣ ଏହିକି

ମାଟ୍ରିକ ପିଲାଙ୍କୁ ମିଳିବ ‘ପରୀକ୍ଷା ଦର୍ପଣ’

ଭୁବନେଶ୍ୱର: ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାଇଁ ‘ପରୀକ୍ଷା ଦର୍ପଣ’ ବହି ଯୋଗାଇଦେବ ଗଣଶିକ୍ଷା ବିଭାଗ । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି । ରାଜ୍ୟର ମୋଟ୍ ୬ ଲକ୍ଷ ୨୦ ହଜାର ୫୦୮ ଜଣ ଛାତ୍ରଛାତ୍ରୀଙ୍କୁ ଏହି ବହି ଯୋଗାଇ ଦିଆଯିବ। ମାଟ୍ରିକ୍ ପରୀକ୍ଷା ପାଇଁ