ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବୟାନ ମହିଳାଙ୍କୁ ନିରାଶ କରିଛି: ପ୍ରଭାତୀ ପରିଡ଼ା
ପଶ୍ଚିମବଙ୍ଗର ଦୁର୍ଗାପୁରରେ ଜଣେ ଓଡ଼ିଆ ଏମ୍ବିବିଏସ୍ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ଆଜି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହା ଉପରେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ‘ରାତିରେ ଝିଅମାନେ ବାହାରକୁ ଆସିବା ଉଚିତ ନୁହେଁ, ସେମାନେ ନିଜକୁ ମଧ୍ୟ…
