Sign in
Sign in
Recover your password.
A password will be e-mailed to you.
ଶତାବ୍ଦୀ କୋଚ୍ରେ ନିଆଁ
ନୂଆଦିଲ୍ଲୀ : ଶତାବ୍ଦୀ ଏକ୍ସପ୍ରେସ୍ରେ ନିଆଁ । ନୂଆଦିଲ୍ଲୀରୁ ଡେରାଡୁନ୍ ଯାଉଥିବା ଯାତ୍ରୀବାହୀ ଏକ କୋଚ୍ରେ ନିଆଁ ଲାଗିଥିବା ଜଣାପଡ଼ିଛି । ଲୋକୋ ପାଇଲଟ୍ ଏବଂ ଗାର୍ଡଙ୍କ ଉପସ୍ଥିତ ବୁଦ୍ଧି କାରଣରୁ ଟ୍ରେନ୍କୁ କଂସରୋ ରେଳ ଷ୍ଟେସନ୍ରେ ଅଟକାଇ ଯାଇପାରିଥିଲା । ଏହା ପରେ ରାଜାଜୀ ଟାଇଗର୍!-->…
ପୋଲିସ ମୁଣ୍ଡ ଜାମ : ସିଜ୍ କାରରେ ମୃତଦେହ
ଭୁବନେଶ୍ବର ୧୩।୩: ଖୋର୍ଦ୍ଧା ଜିଲ୍ଲା ଜାଆଁଳା ଫାଣ୍ଡି ପରିସରରେ ଥିବା ସିଜ୍ କାର୍ ଭିତରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।
ସୂଚନାଯୋଗ୍ୟ ଯେ, ଖୋର୍ଦ୍ଧା ଜିଲ୍ଲା ଜାଆଁଳା ଫାଣ୍ଡି ପରିସରରେ ରହିଥିବା ସିଜ୍ ହୋଇଥିବା ଏକ କାର୍ ମଧ୍ୟରୁ!-->!-->!-->…
ଟିକାକରଣ ଅଭିଯାନରେ ରତନ ଟାଟା
ନୁଆଦିଲ୍ଲୀ: ଭାରତରେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଅଭିଯାନରେ ନିଜକୁ ସାମିଲ କରିଛନ୍ତି ଶିଳ୍ପପତି ରତନ ଟାଟା। ସେ ଆଜି ଟିକାର ପ୍ରଥମ ଡୋଜ ନେଇଛନ୍ତି। ପ୍ରଥମ ଡୋଜ୍ ନେବା ପରେ ଟାଟା କମ୍ପାନିର ଅଧ୍ୟକ୍ଷ ରତନ ଟାଟା କହିଲେ, ଟିକା ନେବା ଅତି ସହଜ ତଥା ଯନ୍ତ୍ରଣାହୀନ।
ଅବିଳମ୍ବେ ସମସ୍ତେ!-->!-->!-->…
ଟିଏମସିରେ ଯୋଗଦେଲେ ଯଶବନ୍ତ
କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁଦିନକୁ ଦିନ ନୂଆ ଘଟଣା ଦେଖିବାକୁ ମିଳୁଛି । କିଛି ଦିନ ହେଲା ଟିଏମସିର ବହୁ ବରିଷ୍ଠ ନେତା ବିଜେପିରେ ସାମିଲ ହେଉଥିଲେ। ହେଲେ ଶନିବାର ଥିଲା କିଛି ନିଆରା । ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିଜେପି ନେତା ଯଶବନ୍ତ ସିହ୍ନା ଆଜି ବେଙ୍ଗଲର!-->…
ଅଷ୍ଟମ ଯାଏଁ ପରୀକ୍ଷା ଓ ଫେଲରୁ ମୁକ୍ତି
ଭୁବନେଶ୍ବର:ପରୀକ୍ଷା ଓ ଫେଲ ଟେନସନ ଆଉ ନାହିଁ । ଚଳିତବର୍ଷ ଏଥିରୁ ମୁକ୍ତ ହୋଇଛନ୍ତି ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ । ପ୍ରଥମରୁ ଅଷ୍ଟମ ଶ୍ରେଣୀରେ ପଢ଼ୁଥିବା ସବୁ ଛାତ୍ରଛାତ୍ରୀଙ୍କର କୌଣସି ବାର୍ଷିକ ପରୀକ୍ଷା କରାନଯାଇ କ୍ଲାସ୍ ପ୍ରମୋସନ୍ ଦିଆଯିବ ବୋଲି ବିଦ୍ୟାଳୟ ଓ!-->…
ବିଧାନସଭା ଆତ୍ମହତ୍ୟା ପ୍ରସଙ୍ଗରେ ଶାସକ-ବିରୋଧୀ ମୁହାଁମୁହିଁ
ଭୁବନେଶ୍ୱର: ମନ୍ତ୍ରୀମାନେ ଭୁଲ ନ ମାଗିବା ପର୍ଯ୍ୟନ୍ତ ବିଧାନସଭା ଚଲାଇଦେବୁନି ବୋଲି କହିଛନ୍ତି କଂଗ୍ରେସ ବିଧାୟକ ତାରା ବାହିନୀପତି । ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନର ଦ୍ୱିତୀୟ ଦିନରେ ଗୃହରେ ଆଜି ଶାସକ-ବିରୋଧୀ ମୁହାଁମୁହିଁ ହୋଇଥିଲେ । ଗୃହ ଭିତରେ ଆତ୍ମହତ୍ୟା ଧମକ ଦେଇଥିବା ବିଜେପି!-->…
ପଞ୍ଜାବର ୮ ଜିଲ୍ଲାରେ ଜାରି ହେଲା ନାଇଟ୍ କର୍ଫ୍ୟୁ
ନୂଆଦିଲ୍ଲୀ: କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ପଞ୍ଜାବର ଆଉ ୪ଟି ଜିଲ୍ଲାରେ ଜାରି ହୋଇଛି ନାଇଟ୍ କର୍ଫ୍ୟୁ । ଫଳରେ ରାଜ୍ୟର ମୋଟ୍ ୮ଟି ଜିଲ୍ଲାରେ ହୋଇଛି ନାଇଟ୍ କର୍ଫ୍ୟୁ । ଲୁଧିଆନା, ପଟିଆଲା, ମୋହାଲି, ଫତେଗଡ ସାହିବ, ଜଳନ୍ଧର, ନୱନ ସହର, କପୁରତାଲା ଓ ହୋସିଆରପୁରରେ ରାତି ୧୧ରୁ ସକାଳ ୫ଟା!-->…
ବ୍ୟବସାୟୀଙ୍କୁ ଗୁଳିମାଡ଼: ୩ ଦୁର୍ବୃତ୍ତ ଫେରାର
ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଉମରକୋଟରେ ବ୍ୟବସାୟୀଙ୍କୁ ଗୁଳିମାଡ଼ କରି ଫେରାର ହୋଇଗଲେ ୩ ଦୁର୍ବୃତ୍ତ। ବ୍ୟବସାୟିକ ଶତ୍ରୁତାକୁ କେନ୍ଦ୍ର କରି ଏହି ଗୁଳିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।
ସୂଚନାନୁସାରେ, ସହରର ଷ୍ଟାଇଲ ଫର୍ନିଚର ଓ ଷ୍ଟାଇଲ ପାର୍ଲର ବ୍ୟବସାୟୀ ଟି.ସଞ୍ଜୀବ ସୁବୁଦ୍ଧି!-->!-->!-->…
ଟ୍ରିବ୍ୟୁନାଲରେ ୨୦ତମ ଶୁଣାଣି, ସମାଧାନ କେବେ?
ଭୁବନେଶ୍ବର: ତୁଟୁନି ଓଡ଼ିଶା-ଛତିଶଗଡ଼ ଜଳ ବିବାଦ। ଟ୍ରିବ୍ୟୁନାଲକୁ ମାର୍ଚ୍ଚ ୧୨ ତାରିଖରେ ୩ବର୍ଷ ପୁରୁଥିଲେ ମଧ୍ୟ ଆଲୋଚନା ସଫଳ ହୋଇପାରିନାହିଁ ।ତେବେ ଆଜି ଟ୍ରିବ୍ୟୁନାଲରେ ୨୦ତମ ଶୁଣାଣି ହେବ । ପୂର୍ବରୁ ୧୯ ଥର ଶୁଣାଣି ହୋଇଥିବା ବେଳେ କୌଣସି ସମାଧାନ ହୋଇନାହିଁ । ଟ୍ରିବ୍ୟୁନାଲକୁ!-->…
